ଖେଳ

ଭାରତର କୋରିଆ ବ୍ୟାଡମିଣ୍ଟନ୍‌ କୋଚ୍‌ କିମ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୪।୯(ପି.ଟି.)- ଭାରତୀୟ ସିଙ୍ଗଲ୍ସ ମହିଳା ବ୍ୟାଡମିଣ୍ଟନ କୋଚ୍‌ ତଥା ପି.ଭି. ସିନ୍ଧୁଙ୍କ ବିଦେଶୀ କୋଚ୍‌ କିମ୍‌ ଜି ହ୍ୟୁନ୍‌ ଇସ୍ତଫା ଦେଇଛନ୍ତି। ଗତ ବିଶ୍ୱ ଚାମ୍ପିୟନଶିପ୍‌ରେ ସିନ୍ଧୁ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ ଓ ଏହି ସଫଳତାରେ କିମ୍‌ଙ୍କ ଯଥେଷ୍ଟ...

ମେସିଙ୍କୁ ଫିଫା ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର, ରାପିନୋ ଶ୍ରେଷ୍ଠ ମହିଳା ଫୁଟବଲର

ମିଲାନ,୨୪।୯(ଏଏଫ୍‌ପି)-ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ତଥା ବାର୍ସିଲୋନା ଷ୍ଟ୍ରାଇକର ଲିଓନେଲ ମେସି ପୁଣି ଥରେ ଫିଫା ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର ହାସଲ କରିଛନ୍ତି। ସେହିପରି ଆମେରିକୀୟ ମହିଳା ପେସାଦାର ଫୁଟବଲର ମେଗାନ ରାପିନୋ ମହିଳା ବର୍ଗରେ ଶ୍ରେଷ୍ଠ ଖେଳାଳି...

କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଜିକୁ ଠିକ୍‌ ୧୨ ବର୍ଷ ପୂର୍ବେ ଅର୍ଥାତ୍‌ ସେପ୍ଟେମ୍ବର ୨୪, ୨୦୦୭ରେ...

ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍‌ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ

ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ ପିତା ଲାଲା ଅମରନାଥ ମଧ୍ୟ ଜଣେ ଲୋକପ୍ରିୟ କ୍ରିକେଟର୍‌ ଥିଲେ। ତାଙ୍କ ପିଢିକୁ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ଓଡ଼ିଶା ମହିଳା ଦଳର ପ୍ରଥମ ବିଜୟ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୫-୦ ଗୋଲରେ ତାମିଲନାଡ଼ୁକୁ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ଓଡ଼ିଶାର ଏହା ପ୍ରଥମ ବିଜୟ। ରବିବାର...

ପ୍ରକାଶ ପାଇଲା ଓସିଏ ନିର୍ବାଚନୀ ପ୍ରୋଟୋକଲ୍‌

କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ସୋମବାର ନିର୍ବାଚନୀ ପ୍ରୋଟୋକଲ ପ୍ରକାଶ କରାଯାଇଛି । ୨୭ ତାରିଖ ଦିନ ୧୧ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହେବ । ଭୋଟ ଅଧିକାର ପାଇଥିବା ପ୍ରତିନିଧିମାନେ ସେମାନଙ୍କ ପରିଚୟ ପତ୍ର...

ରାଜନୀତିରେ ଯୋଗଦେବାକୁ ଦୂତୀ ଆଗ୍ରହୀ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାରେ। ମାତ୍ର ଏଥର କୌଣସି ଖେଳ ପାଇଁ ନୁହେଁ ବରଂ ସେ ରାଜନୀତିରେ ଯୋଗଦେବାକୁ ଆଗ୍ରହୀ ବୋଲି ପ୍ରକାଶ କରି ଚର୍ଚ୍ଚାରେ ରହିଛନ୍ତି। ଏଥିପାଇଁ...

ଓସିଏ ନିର୍ବାଚନ :ସଭାପତି ପଦବୀରେ ପଙ୍କଜ-ପ୍ରଦୀପ ଲଢ଼େଇ

କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନକୁ ଆଉ ୩ ଦିନ ବାକି । ଗୁପ୍ତରେ ଚାଲିଛି ଅଙ୍କକଷା, ଭୋଟ ବ୍ୟାଙ୍କ ପ୍ରସ୍ତୁତି। ଦୁଇଟି ଗୋଷ୍ଠୀ ଏଥର ନିର୍ବାଚନରେ ଲଢ଼ୁଛନ୍ତି । ଉଭୟ ବିଜୟୀ ହେବାର ଆଶା ବାନ୍ଧିଛନ୍ତି ।...

ରଶ୍ମି, ଲଖି, ପ୍ରଶାନ୍ତ, ରୋଶନାରା ସମ୍ବର୍ଦ୍ଧିତ ହେବେ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଜଗତଜ୍ଜନନୀ ମା’ ଦୁର୍ଗାଙ୍କର ଶାରଦୀୟ ଉତ୍ସବ ଅବସରରେ ଶହିନ ନଗର ଦୁର୍ଗାପୂଜା କମିଟି ପକ୍ଷରୁ ୪ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୦୦୭ରୁ ଏହି ଧାରା ଆରମ୍ଭ ହୋଇଛି ଏବଂ ଏଥର ମହାସପ୍ତମୀରୁ ବିଜୟା ଦଶମୀ ମଧ୍ୟରେ...

ପ୍ରୋ କବାଡ଼ି ଲିଗ୍‌: ଦିଲ୍ଲୀ- ବେଙ୍ଗାଲୁରୁ ମ୍ୟାଚ ଟାଇ

ଜୟପୁର,୨୪।୯(ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ସୋମବାର ବେଙ୍ଗାଲୁରୁ ବୁଲ୍ସ ଓ ଦବଙ୍ଗ ଦିଲ୍ଲୀ ପରସ୍ପରକୁ ଭେଟିଥିଲେ। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଏହି ମ୍ୟାଚ୍‌ ୩୯-୩୯ରେ ଅମୀମାଂସିତ ରହିଥିଲା।...

ଡ୍ରାଇଭିଂରୁ ଓ୍ବର୍ନ ବର୍ଷେ ବାସନ୍ଦ

ଲଣ୍ଡନ,୨୪।୯(ପି.ଟି.)- ଅଷ୍ଟ୍ରେଲୀୟ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ ଡ୍ରାଇଭିଂରୁ ୧୨ ମାସ ବାସନ୍ଦ ହୋଇଛନ୍ତି। ଗତ ଦୁଇ ବର୍ଷ ମଧ୍ୟରେ ସେ ଷଷ୍ଠଥର ପାଇଁ ଦ୍ରୁତ ଗତିରେ ଗାଡି ଚଳାଇବା ହେତୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଲଣ୍ଡନର ଏକ କୋର୍ଟ...

ସାଫ ୧୮ ବର୍ଷରୁ କମ୍‌ ଫୁଟବଲ୍‌ : ଭାରତ- ବାଂଲାଦେଶ ମ୍ୟାଚ୍‌ ଡ୍ର

କାଠମାଣ୍ଡୁ,୨୪।୯(ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ସାଫ୍‌ ୧୮ ବର୍ଷରୁ କମ୍‌ ଫୁଟବଲ ଟୁର୍ନାମେଣ୍ଟରେ ଭାରତ ଡ୍ର’ ଅଭିଯାନ ଆରମ୍ଭ କରିଛି। ସୋମବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିଥିଲା। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri