ଖେଳ

ଟାଟା ମୁମ୍ବାଇ ମାରାଥନରେ ଧାବକଙ୍କ ମୃତ୍ୟୁ

ମୁମ୍ବାଇ,୨୦।୧- ଟାଟା ମୁମ୍ବାଇ ମାରାଥନରେ ଘଟିଛି ଅଘଟଣ। ରବିବାର ଅନୁଷ୍ଠିତ ମାରାଥନବେଳେ ଜଣେ ୬୪ ବର୍ଷୀୟ ଧାବକ ହୃଦ୍‌ଘାତରେ ପ୍ରାଣ ହରାଇଥିବା ଅଫିସିସିଆଲ କହିଛନ୍ତି। ମୃତକଙ୍କ ନାମ ଗଜାନନ ମାଲଜାଲକର। ସେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ। ତାଙ୍କ ଘର ମହାରାଷ୍ଟ୍ର…

କୋହଲିଙ୍କ ଚିତା ଫଟୋ ଭାଇରାଲ

ବେଙ୍ଗାଲୁରୁ,୨୦।୧- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ଚମତ୍କାର କ୍ୟାଚ୍‌ ନେଇ ମାର୍ନୁସ ଲାବୁସେନଙ୍କୁ ଆଉଟ୍‌ କରିଥିଲେ। ସେହି କ୍ୟାଚ୍‌ବେଳେ କୋହଲିଙ୍କ ଛାଇ ପୂରା ଚିତାବାଘ ଭଳି ଦେଖାଯାଉଥିଲା। ଏହି ଫଟୋ ଏବେ…

କୋହଲି ଦ୍ରୁତତମ ଅଧିନାୟକ

ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍‌ରେ ଅଧିନାୟକ ଭାବେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର ଦ୍ରୁତତମ ଅଧିନାୟକ। ୫ ହଜାର ରନ୍‌ କରିବା ପାଇଁ କୋହଲିଙ୍କୁ ମାତ୍ର ୮୨ ଇନିଂସ…

ଓଡ଼ିଶାର ଇନିଂସ ଅଗ୍ରଣୀ

ଭୁବନେଶ୍ୱର,୨୦।୧- କଟକର ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଜମ୍ମୁ-କଶ୍ମୀର ବିପକ୍ଷ ରଣଜୀ ମ୍ୟାଚ୍‌ରେ ଓଡ଼ିଶା ଦଳ ପ୍ରଥମ ଇନିଂସରେ ୩୭ ରନ୍‌ର ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସରେ ଓଡ଼ିଶା ୧୬୧ ରନ୍‌ରେ ସୀମିତ ରହିଥିବାବେଳେ ଭ୍ରମଣକାରୀ ଜମ୍ମୁ-କଶ୍ମୀର ତା’ର ଅସମାପ୍ତ…

ଆତ୍ମହତ୍ୟା ଉଦ୍ୟମ କରିଥିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୧- ଭାରତୀୟ ଦଳର ପୂର୍ବତନ ପେସର ପ୍ରବୀଣ କୁମାର ନିଜର ଲୋକପ୍ରିୟତା ଓ ଡିପ୍ରେଶନ ଉପରେ ଏକ ଖୋଲା ଆଲୋଚନା କରିଛନ୍ତି। ଏକ ଇଂଲିଶ ଖବର କାଗଜକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି, ଏକଦା ମୁଁ ଆତ୍ମହତ୍ୟା କରିବାକୁ ଚିନ୍ତା କରିଥିଲି।…

ଧୋନୀଙ୍କୁ ପଛରେ ପକାଇଲେ କୋହଲି

ବେଙ୍ଗାଲୁରୁ,୨୦।୧ – ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତ ପାଇଁ ୮୯ (୯୧ ବଲ, ୮ ଚୌକା) ରନ ଇନିଂସ ଖେଳିଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି। ଏଥିସହ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତର ବିଜୟ ଅଭିଯାନ

ବ୍ଲୋଏମ୍‌ଫୋଣ୍ଟେନ,୨୦।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ୧୩ତମ ସଂସ୍କରଣରେ ଗତଥରର ଚାମ୍ପିୟନ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗ (୫୬), ଓପନର ୟଶସ୍ବୀ ଜୈସୁଆଲ (୫୯)…

ଋତୁପର୍ଣ୍ଣା ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ପ୍ରତିଭା ସମ୍ପନ୍ନ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା କ୍ୟାରିୟରରେ ଆଉ ଏକ ଟାଇଟଲ ହାସଲ କରିଛନ୍ତି। ଗୋଆରେ ଅନୁଷ୍ଠିତ ୟୋନେକ୍ସ ସନ୍‌ରାଇଜ୍‌ ସର୍ବଭାରତୀୟ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସରେ ସେ ଚାମ୍ପିୟନ ହୋଇଛନ୍ତି। କ୍ରିଷ୍ଣା…

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକା ଫଲୋଅନ୍‌

ପୋର୍ଟ ଏଲିଜାବେଥ,୨୦।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ଫଲୋଅନ୍‌ ହୋଇ ପରାଜୟ ଦ୍ୱାରରେ ପହଞ୍ଚିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନ କରି…

ଓଡ଼ିଶା ପ୍ରିମିୟର ଲିଗ୍‌ ଉଦ୍‌ଯାପିତ; ଜଗତ୍‌ସିଂହପୁର କଳିଙ୍ଗସ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ୟୁଥ୍‌ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ଓଡ଼ିଶା ପ୍ରିମିୟର ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଭୁବନେଶ୍ୱର ବାଉନ୍ସର୍ସକୁ ୩ ଉଇକେଟରେ ହରାଇ ଜଗତ୍‌ସିଂହପୁର କଳିଙ୍ଗସ୍‌ ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରି ବାଉନ୍ସର୍ସ ୧୮ ଓଭରରେ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ଶୁଟ୍‌ ଆଉଟରେ ଜିତିଲା ଭାରତ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ନିର୍ଦ୍ଧାରିତ ସମୟ ଖେଳ ୩-୩ରେ ସମାନ ରହିଲା। ଫଳାଫଳ ନିର୍ଣ୍ଣୟ ପାଇଁ ଶୁଟ୍‌ ଆଉଟର ସହାୟତା ନିଆଗଲା। ଏହି ପର୍ଯ୍ୟାୟରେ ଚାପର ବଶବର୍ତ୍ତୀ ନ ହୋଇ ଭାରତ ୩-୧ ଗୋଲରେ ବିଜୟୀ ହେଲା। ଭାଗ୍ୟ ସହାୟ ନ…

କଳିଙ୍ଗ କର୍ନର ଗ୍ୟାଲେରିରେ ହରେନ୍ଦ୍ର

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ରବିବାର ଭାରତ-ନେଦରଲାଣ୍ଡ୍ସ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ୍‌ ଅବସରରେ ପୂର୍ବତନ କୋଚ୍‌ ହରେନ୍ଦ୍ର ସିଂ ଗ୍ୟାଲେରିରେ ବସି ମ୍ୟାଚ୍‌ ଉପଭୋଗ କରୁଥିବା ପରିଲକ୍ଷିତ ହୋଇଥିଲା। ୨୦୧୮ ହକି ବିଶ୍ୱକପ୍‌ ଅବସରରେ ହରେନ୍ଦ୍ର ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?