ଖେଳ

ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି।…

ଭାରତ ପକ୍ଷରୁ ଖେଳିବା ପାଇଁ ଅନ୍ୟ ଦେଶର ଅଧିନାୟକ ପଦ ଛାଡିଲେ, ଏବେ ରଣଜୀ ଟ୍ରଫିରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଲୀ,୩୧।୧୦:୨୦୧୮ ଦୁବାଇରେ ଖେଳାଯାଇଥିବା ଏସିଆ କପରେ ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଥିବା ଖେଳାଳି ଅଶୁଂମାନ ରଥ ଏବେ ଭାରତ ପାଇଁ ରଣଜୀ ଖେଳିବାକୁ ଯାଉଛନ୍ତି। ଏଥିପାଇଁ ସେ ହଂକଂ ଦଳର ଅଧିନାୟକ ପଦ ଛାଡିଛନ୍ତି। ରଣଜୀରେ ଭଲ ପ୍ରଦର୍ଶନ…

ଦିବାରାତ୍ର ଟେଷ୍ଟ: ୭୨ ଏସ୍‌ଜି ପିଙ୍କ୍‌ ବଲ୍‌ ପାଇଁ ବିସିସିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୧୦(ପ.ଟି.)- ଆସନ୍ତା ୨୨ ତାରିଖରୁ କୋଲକାତାର ଐତିହାସିକ ଇଡେନ ଗାର୍ଡେନରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ପ୍ରଥମଥର ପାଇଁ ଭାରତ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ଏନ୍‌ସିଏର ଉନ୍ନତି ଲାଗି ଡ୍ରାଭିଡଙ୍କୁ ଭେଟିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୦(ପି.ଟି.)- ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଉନ୍ନତି ପାଇଁ ନବ ନିଯୁକ୍ତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ତତ୍ପରତା ଦେଖାଇଛନ୍ତି। ଏଥିପାଇଁ ସେ ଏନ୍‌ସିଏ ମୁଖ୍ୟ ତଥା ପୂର୍ବତନ କ୍ରିକେଟର ରାହୁଲ ଡ୍ରାଭିଡ୍‌ଙ୍କୁ ଭେଟିଛନ୍ତି। ଏନ୍‌ସିଏର…

୩ ପଦାଧିକାରୀଙ୍କୁ ସସ୍‌ପେଣ୍ଡ କଲା କ୍ରିକେଟ ସାଉଥ୍‌ ଆଫ୍ରିକା

ଜୋହାନ୍ସବର୍ଗ,୩୧।୧୦(ଏଏଫ୍‌ପି)- କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ) ବୁଧବାର ତା’ର ୩ଜଣ ପଦାଧିକାରୀଙ୍କୁ ସସ୍‌ପେଣ୍ଡ କରିଛି। ତେବେ ଏହି ୩ ପଦାଧିକାରୀଙ୍କ ନାମ ସ୍ପଷ୍ଟ କରାଯାଇ ନାହିଁ। ଏମାନଙ୍କ ମଧ୍ୟରେ ଅନ୍ତରୀଣ କ୍ରିକେଟ ନିର୍ଦ୍ଦେଶକ କୋରି ଭାନ ଜିଲ ସାମିଲ ରହିଛନ୍ତି ବୋଲି…

ମ୍ୟାକ୍‌ଡୋନାଲ୍ଡ ଅଷ୍ଟ୍ରେଲିଆର ସହାୟକ କୋଚ୍‌

ସିଡ୍‌ନୀ, ୩୧।୧୦ (ଏଏଫ୍‌ପି)- ପୂର୍ବତନ କ୍ରିକେଟର୍‌ ଆଣ୍ଡ୍ରିଉ ମ୍ୟାକ୍‌ଡୋନାଲ୍ଡଙ୍କୁ ବୁଧବାର ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ୍‌ ଦଳର ସହାୟକ କୋଚ୍‌ ନିଯୁକ୍ତ କରାଯାଇଛି। ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗରଙ୍କୁ ସେ ସହାୟତା କରିବେ। ଗତ ଫେବୃୟାରୀରେ ଡେଭିଡ୍‌ ସକର୍‌ ଏହି ପଦ ଛାଡ଼ିବା…

ଲିସା କେଟଲୀ ଇଂଲଣ୍ଡ ମହିଳା କୋଚ୍‌

ଲଣ୍ଡନ, ୩୧।୧୦(ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲୀୟ ମହିଳା କ୍ରିକେଟର ଲିସା କେଟଲୀଇଂଲଣ୍ଡ ମହିଳା ଦଳର ଫୁଲ ଟାଇମ୍‌ କୋଚ୍‌ ହିସାବରେ ନିଯୁକ୍ତ ପାଇଛନ୍ତି। ସେ ପ୍ରଥମ ମହିଳା ଭାବେ ଇଂଲଣ୍ଡ ଦଳର ଏହି ହାଇପ୍ରୋଫାଇଲ ପଦରେ ରହି ଦାୟିତ୍ୱ ସମ୍ଭାଳିବେ। ଏ ନେଇ…

ଶକିବଙ୍କ ବାସନ୍ଦ ନେଇ ବାଂଲାଦେଶରେ ବିକ୍ଷୋଭ

ଢାକା, ୩୧।୧୦(ଏଏଫ୍‌ପି)- ତାରକା ଅଲରାଉଣ୍ଡର ଶକିବ ଅଲ ହାସନଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦୁଇ ବର୍ଷ ବାସନ୍ଦ କରିବା ପରେ ବାଂଲାଦେଶରେ ତାଙ୍କ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାଙ୍କୁ ଲାଞ୍ଚ ନେବାକୁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ ସେ ଏ…

ଏଟିକେର କ୍ରମାଗତ ଦ୍ୱିତୀୟ ବିଜୟ

ଚେନ୍ନାଇ, ୩୧।୧୦- ସ୍ଥାନୀୟ ଜବାହାରଲାଲ ନେହରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗର ଏକାଦଶ ମ୍ୟାଚରେ ଘରୋଇ ଚେନ୍ନାଇନ ଏଫସିକୁ ୧-୦ ଗୋଲରେ ହରାଇ ଏଟିକେ ଏଫସି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି l ବିଜୟୀ ଦଳ ପକ୍ଷରୁ…

ସୟଦ ମୁସ୍ତାକ ଅଲ୍ଲୀ ଟି୨୦: ପ୍ରବୀଣ ଲୋହା ନୂଆମୁହଁ: ବିପ୍ଳବଙ୍କ ପ୍ରତ୍ୟାବର୍ତ୍ତନ, ଗୋବିନ୍ଦ ଅଧିନାୟକ

କଟକ ଅଫିସ,୩୧ା୧୦-  ଆସନ୍ତା ନଭେମ୍ବର ୮ରୁ ଆରମ୍ଭ ହେବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଘରୋଇ ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ଟୁର୍ନାମେଣ୍ଟ। ଓଡ଼ିଶା ଗ୍ରୁପ-ଇରେ ସ୍ଥାନ ପାଇଥିବା ବେଳେ ସୁରଟରେ ସମସ୍ତ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ବୁଧବାର ଓଡ଼ିଶା କ୍ରିକେଟ…

ବାବରଙ୍କଠାରୁ ପଛରେ କୋହଲି

କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ ଅଧିନାୟକ କୋହଲିଙ୍କ କ୍ୟାରିୟରର ୮୨ତମ ଦିନିକିଆ ମ୍ୟାଚ୍‌ରେ ୧୧ତମ ଶତକ ଲଗାଇଥିଲେ। କିନ୍ତୁ ବାବର…

୧୦୦ ଅନ୍ତର୍ଜାତୀୟ ଟି୨୦ ଖେଳିଥିବା କ୍ଲବରେ ଆଲିସା ହେଲି

ସିଡ୍‌ନୀ,୩୦।୯(ପିଟି): ଗତକିଛି ବର୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହୋଇ ରହିଥିବା ଉଇକେଟକିପର ଆଲିସା ହେଲି ସୋମବାର କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ମହିଳା କ୍ରିକେଟରଙ୍କ ମଧ୍ୟରେ ସେ ୯ମ ଖେଳାଳି ଭାବେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri