ଖେଳ

ବିରାଟ କୋହଲି ସମେତ ୨୦ ଖେଳାଳିଙ୍କୁ ଭାଇ କଲେ ଏହି ଯୁବତୀ

ବେଙ୍ଗାଲୁରୁ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଦଳ ପ୍ରଥମଥର ପାଇଁ ଜଣେ ଯୁବତୀଙ୍କୁ ସର୍ପୋଟିଂ ଷ୍ଟାଫ୍‌ ଭାବେ ନିଯୁକ୍ତି ଦେଇଛି। ସେ ହେଉଛନ୍ତି ନବନୀତା ଗୌତମ। ମସାଜ ଥେରାପିଷ୍ଟ ଭାବେ…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଫାଇନାଲରେ ଶିବ, ପୂଜା

ଟୋକିଓ,୩୦।୧୦(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକଧାରୀ ଶିବ ଥପ୍ପା (୬୩ କେଜି) ଓ ପୂଜାରାଣୀ (୭୫ କେଜି) ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ବକ୍ସିଂ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଆଉ ଦୁଇ ବକ୍ସରଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ…

ସ୍ତ୍ରୀଙ୍କ ପାଇଁ ଦିନେ ବ୍ୟବସାୟୀଙ୍କୁ ପିଟିଥିଲେ, ଏବେ ମ୍ୟାଚ୍‌ ଫିକ୍ସିଂ ଜାଲରେ ଫଶିଲେ

ଢାକା,୩୦।୧୦: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାଂଲାଦେଶର ଅଧିନାୟକ ତଥା ବିଶ୍ୱର ୧ ନମ୍ବର ଅଲରାଉଣ୍ଡର ଶକିବ ଅଲ ହାସନଙ୍କୁ ୨ ବର୍ଷ ପାଇଁ ବାସନ୍ଦ କରିଛି। ତେବେ  ଶକିବଙ୍କ କ୍ରିକେଟ କ୍ୟାରିୟର ଯେତିକି ରୋଚକ ତାଙ୍କ ପ୍ରେମ କାହାଣୀ ମଧ୍ୟ…

ଆଇସିସି ପ୍ରକାଶ କଲା ବୁକି-ଶକିବଙ୍କ ହ୍ବାଟସଆପ୍‌ ମେସେଜ

ଦୁବାଇ,୩୦।୧୦- ଆଇସିସି ପକ୍ଷରୁ ଦୁଇବର୍ଷ ବାସନ୍ଦ ହେବା ପରେ ଶକିବ ଅଲ ହସନ ଦୁର୍ନୀତି ସମ୍ପର୍କୀତ ତଥ୍ୟ ପ୍ରଦାନ କରିବାରେ ବିଫଳ ହୋଇଥିବା ସ୍ପଷ୍ଟ କରିଛନ୍ତି। ଆଇସିସି ବୁଧବାର ଶକିବଙ୍କ ନିକଟକୁ ଭାରତୀୟ ବୁକି ଦୀପକ ଅଗ୍ରଓ୍ବାଲଙ୍କ ଆଡ଼ୁ ହୋଇଥିବା ହ୍ବାଟସଆପ…

ଏମ୍‌ସିସି ବିଶ୍ୱ କ୍ରିକେଟ କମିଟିରୁ ଶକିବଙ୍କ ଇସ୍ତଫା

ଲଣ୍ଡନ,୩୦।୧୦(ପି.ଟି.)- ଦୁର୍ନୀତିରେ ଲିପ୍ତ ହେବା ଲାଗି ୩ଥର ବୁକି ଯୋଗାଯୋଗ କରିଥିଲେ ମଧ୍ୟ ରିପୋର୍ଟ ନ କରିବାରୁ ବାଂଲାଦେଶ ଦଳର ଅଧିନାୟକ ଓ ଟପ୍‌ ଅଲ୍‌ରାଉଣ୍ଡର ଶକିବ ଅଲ ହସନଙ୍କୁ ୨ ବର୍ଷ ଲାଗି ବାସନ୍ଦ କରାଯାଇଛି। କ୍ରିକେଟର ନୂଆ ନିୟମ…

ଏଲ୍‌ଓସିରେ ଗୋଡ଼ ହରାଇଥିବା ଯବାନ ଜିତିଲେ ଟ୍ରିପଲ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୩୦।୧୦- ଭାରତୀୟ ସେନାରେ କାର୍ଯ୍ୟ କରୁଥିବାବେଳେ ଏକ ବିସ୍ଫୋରଣରେ ବାମଗୋଡ଼ ହରାଇଥିଲେ। ଏହା ତାଙ୍କୁ ଦେଇଥିଲା ନୂଆ ଜୀବନ। ଗୋଟିଏ ଗୋଡ଼ ନ ଥିବା ସତ୍ତ୍ୱେ ସେ ଗୋଟିଏ ନୁହେଁ କି ଦୁଇଟି ନୁହେଁ ଏକାଥରେ ୩ ସ୍ବର୍ଣ୍ଣ ପଦକ ଜିତିଛନ୍ତି।…

ନାମ୍ବିଆକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ, ୩୦।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆରେ ଆଗାମୀ ବର୍ଷ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ନାମ୍ବିଆ ଭାଗନେବ। ଦୁବାଇଠାରେ ଚାଲିଥିବା ଯୋଗ୍ୟତା ପର୍ଯ୍ୟାୟର ସେମିଫାଇନାଲରେ ଦୁଇ ଦଳ ଜାଗା ପକ୍କା କରି ବିଶ୍ୱକପ୍‌ ଖେଳିବା ନିଶ୍ଚିତ କରିଛନ୍ତି। ଅଲ୍‌ରାଉଣ୍ଡର ଜେ.ଜେ. ସ୍ମିଥ୍‌ଙ୍କ ୫୯ ରନ୍‌ର…

ଜାଣନ୍ତୁ କେଉଁ ଟିମ୍‌ କେତୋଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି

ଭାରତ ଓ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ୍ସରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳାଯିବ। ଦୁଇ ଟିମ କ୍ରିକେଟ ଇତିହାସରେ ପ୍ରଥମଥର ଲାଗି ପିଙ୍କ ବଲରେ ଡେ/ନାଇଟ ଟେଷ୍ଟ କ୍ରିକେଟ ଖେଳିବାକୁ ଓହ୍ଲାଇବେ। ଭାରତ…

ଚତୁର୍ଥ ପିଢିର ପ୍ରଥମ କ୍ରିକେଟର ଭାବେ ଇତିହାସ ରଚିଲେ ମାଇକେଲ

ଅକ୍‌ଲାଣ୍ଡ,୩୦।୧୦:ନ୍ୟୁଜିଲାଣ୍ଡର ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଓ୍ବେଲିଂଣ୍ଟନ ଫାୟାରବାର୍ଡସ ଏବଂ କେଣ୍ଟରବରି ମଧ୍ୟରେ ମଙ୍ଗଳବାର ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚରେ ଓ୍ବେଲିଂଣ୍ଟନ ଟିମ୍‌ ଏକାଦଶରେ ସାମିଲ ହୋଇଥିଲେ ମାଇକେଲ ସ୍ନେଡେନ। ୨୨ ବର୍ଷୀୟ ମାଇକେଲଙ୍କ ଏହା ପ୍ରଥମ ଫାଷ୍ଟ କ୍ଲାସ ମ୍ୟାଚ୍‌। ସେ…

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା କ୍ରୀଡ଼ା…

ଟି୨୦ ବିଶ୍ୱକପ୍‌ ପାଇଁ ନେଦରଲାଣ୍ଡ୍ସକୁ ଯୋଗ୍ୟତା

ଦୁବାଇ, ୩୦ା୧୦ (ପି.ଟି.)-ଅଷ୍ଟ୍ରେଲିଆରେ ଆସନ୍ତା ବର୍ଷ ହେବାକୁଥିବା ଟି୨୦ ବିଶ୍ୱକପ୍‌ ପାଇଁ ନେଦରଲାଣ୍ଡ୍ସ ଯୋଗ୍ୟତା ଅର୍ଜନ କରିଛି। ମଙ୍ଗଳବାର ଅନୁଷ୍ଠିତ ଏକ କ୍ୱାଲିଫାଇଙ୍ଗ ପ୍ଲେ-ଅଫ୍‌ ମ୍ୟାଚ୍‌ରେ ଏହି ଦଳ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ୮ ଉଇକେଟରେ ହରାଇ ଦେଇଛି। ମ୍ୟାଚ୍‌ରେ…

ଜାମଶେଦପୁର ଏଫ୍‌ସିର କ୍ରମାଗତ ଦ୍ୱିତୀୟ ବିଜୟ

ଜାମସେଦପୁର,୩୦ା୧୦: ସ୍ଥାନୀୟ ଜେଆର୍‌ଡି ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ମଙ୍ଗଳବାର ଚଳିତ ୬ଷ୍ଠ ହିରୋ ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ)ର ଦଶମ ମ୍ୟାଚରେ ନବାଗତ ହାଇଦ୍ରାବାଦ ଏଫ୍‌ସିକୁ ୩-୧ ଗୋଲରେ ହରାଇ ଜାମଶେଦପୁର ଏଫ୍‌ସି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri