ଖେଳ

ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜ ୧-୧ ସମାନସ୍ତରରେ ଥିବା ବେଳେ ଏହି ମ୍ୟାଚ୍‌ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଛି। ସିରିଜ ଜିତିବା ପାଇଁ…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାକୁ ୧ ସ୍ବର୍ଣ୍ଣ ସହ ୪ ପଦକ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଶନିବାର ଓଡ଼ିଶାକୁ ଗୋଟିଏ ସ୍ବର୍ଣ୍ଣ ସହିତ ୪ ପଦକ ମିଳିଛି। ପୁରୁଷ ୬୭ କେଜି ଭାରୋତ୍ତୋଳନରେ ଓଡ଼ିଶାର କୁଲଦୀପ ସାହୁ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ…

କଳିଙ୍ଗରେ ସ୍ପୋର୍ଟ୍ସ ଆଇଟି ୨୦୨୦ ଆରମ୍ଭ

ଭୁବନେଶ୍ୱର,୧୯।୧(ସ୍ପୋର୍ଟ୍ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ସ୍ପୋଟର୍‌ସ ଆଇଟି ୨୦୨୦ ଆରମ୍ଭ ହୋଇଛି। ଜାଭିୟର ଏମ୍‌ଲିୟନ ବିଜ୍‌ନେସ ସ୍କୁଲ (ଏକ୍ସଇବିଏସ୍‌) ଓ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ମିଳିତ ଆନୁକୂଲ୍ୟରେ ଏହି ସ୍ପୋଟର୍‌ସ ଆଣ୍ଡ ଇନୋଭେଶନ ଫେଷ୍ଟିଭାଲ ତଥା…

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକାର ସଂଘର୍ଷ

ପୋର୍ଟ ଏଲିଜାବେଥ,୧୯।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନ…

ବାର୍ଟି ଜିତିଲେ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ

ଆଡିଲେଡ୍‌, ୧୮ା୧ (ଏଏଫ୍‌ପି)-ଆଶ୍‌ଲେ ବାର୍ଟି ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍‌ସ୍କାଙ୍କୁ ୬-୨, ୭-୫ ସେଟ୍‌ରେ ହରାଇ ଦେଇଛନ୍ତି। ୨୦୧୧ରେ ହୋବାର୍ଟଠାରେ ଜାର୍ମିଲା ଓଫ୍‌ଙ୍କ ପରେ ଘରୋଇ କୋର୍ଟରେ…

ଅର୍ଜୁନ ମୁଣ୍ଡା ଆର୍ଚେରୀ ଆସୋସିଏଶନ ସଭାପତି

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଆର୍ଚେରୀ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୩ଜଣ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ନିର୍ବାଚନ ଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି। ପୂର୍ବତନ ଏଏଆଇ ସଭାପତି ବିଜୟ କୁମାର ମାଲହୋତ୍ରାଙ୍କ…

ଅଷ୍ଟ୍ରେଲିଆନ ଓପନ: ମୁଖ୍ୟ ପର୍ଯ୍ୟାୟରେ ପ୍ରଜନେଶ

ମେଲ୍‌ବୋର୍ନ,୧୮।୧- ଭାରତୀୟ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ଶୁକ୍ରବାର ଅଷ୍ଟ୍ରେଲିଆନ ଓପନର ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଯଦି ସେ ପ୍ରଥମ ରାଉଣ୍ଡକୁ ଅତିକ୍ରମ କରିବାରେ ସଫଳ ହୁଅନ୍ତି, ତେବେ ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କ ନୋଭାକ ଜୋକୋଭିଚ୍‌ଙ୍କୁ ଭେଟିବେ।…

ଖେଳାଳିଙ୍କ ପରେ ପାକିସ୍ତାନ ଗସ୍ତରୁ ଓହରିଲେ ବାଂଲାଦେଶ କୋଚ୍‌

ଢାକା,୧୮।୧- ଆସନ୍ତା ସପ୍ତାହରେ ବାଂଲାଦେଶ ପାକିସ୍ତାନ ଗସ୍ତ କରି ଟି୨୦ ସିରିଜ୍‌ ଖେଳିବ। ଏହି ସିରିଜ୍‌ରୁ ବାଂଲାଦେଶ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ମୁଶଫିକର ରହିମ ବ୍ୟକ୍ତିଗତ କାରଣ ଦର୍ଶାଇ ଓହରିଯାଇଥିଲେ। ତାଙ୍କ ପରେ ଦଳର ୫ ଜଣ କୋଚିଂ ଷ୍ଟାଫ ପାକିସ୍ତାନ…

ଟାଇଟଲରୁ ସାନିଆଙ୍କ ଅଲିମ୍ପିକ୍ସ ବର୍ଷ ଆରମ୍ଭ

ହୋବାର୍ଟ,୧୮।୧- ଦୀର୍ଘ ଦୁଇ ବର୍ଷ ପରେ କୋର୍ଟକୁ ଫେରିଥିବା ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା ତାଙ୍କ ପାର୍ଟନର ନାଡିଆ କିଚେନୋକଙ୍କ ସହ ମିଶି ହୋବାର୍ଟ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟର ମହିଳା ଡବଲ୍ସ ବର୍ଗରେ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ…

ନାଇକ୍‌ର ହାଇଟେକ୍‌ ବୁଟ୍‌ ଉପରେ ଲାଗିପାରେ ବ୍ୟାନ୍‌

ମୋନାକୋ,୧୮।୧- ବିଶ୍ୱର ଅନ୍ୟତମ କ୍ରୀଡ଼ା ଉପକରଣ ପ୍ରସ୍ତୁତକାରୀ କମ୍ପାନୀ ନାଇକ୍‌ର ଅତି ଉନ୍ନତର ଭାପୋରଫ୍ଲାଇ ବୁଟ୍‌ ଉପରେ ଲାଗିପାରେ ବ୍ୟାନ୍‌। ଅତି ଉନ୍ନତ ଟେକ୍‌ନୋଲୋଜି ବ୍ୟବହାର ହୋଇଥିବାରୁ ବୁଟ୍‌ର ବିକ୍ରି ବଢ଼ିଯାଇଛି। ଭାପୋରଫ୍ଲାଇ ବୁଟ୍‌ରେ ଅଧିକ ସ୍ପ୍ରିଙ୍ଗ୍‌, କାର୍ବନ ପ୍ଲେଟ୍‌ ଓ…

ସୁରକ୍ଷା ପ୍ରତିଶ୍ରୁତି ନ ମିଳିଲେ ଦେଶକୁ ଫେରିବେ ନାହିଁ ଚେସ୍‌ ରେଫରି

ଚେନ୍ନାଇ,୧୮।୧- ଚଳିତ ବିଶ୍ୱ ମହିଳା ଚେସ୍‌ ଚାମ୍ପିୟନଶିପରେ ଶୁକ୍ରବାର ଚାଇନିଜ ଗ୍ରାଣ୍ଡମାଷ୍ଟର ଜୁ ଓ୍ବେନ୍‌ଜୁନ ଓ ରୁଷିଆର ଆଲେକସାଣ୍ଡ୍ରା ଗୋରିଚକିନାଙ୍କ ମଧ୍ୟରେ ଅନୁଷ୍ଠିତ ମୁକାବିଲା ପୂରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। କେବଳ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କଡ଼ା ସଂଘର୍ଷ ପାଇଁ…

ପୂର୍ବତନ ଅଲରାଉଣ୍ଡର ନାଦକର୍ନୀଙ୍କ ପରଲୋକ

ମୁମ୍ବାଇ, ୧୮ା୧ (ପି.ଟି.)-ପୂର୍ବତନ ଭାରତୀୟ ଅଲରାଉଣ୍ଡର ବାପୁ ନାଦକର୍ନୀଙ୍କ ଶୁକ୍ରବାର ପରଲୋକ ଘଟିଛି। ଇଂଲଣ୍ଡ ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ରେକର୍ଡ କ୍ରମାଗତ ୨୧ ଓଭର ମେଡେନ ଓଭର ବୋଲିଂ ପାଇଁ ସେ ବିଶେଷ ଭାବେ ପରିଚିତ। ନାଦକର୍ନୀଙ୍କୁ ୮୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?