ଜାତୀୟ ଫୁଟବଲ ଶିବିରରେ ୩ ଓଡ଼ିଆ
କଟକ ଅଫିସ,୩୦ା୧୦- ଆସନ୍ତା ନଭେମ୍ବର ପହିଲାରୁ ଗୋଆର ମରଗାଓ ସ୍ଥିତ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ୧୭ବର୍ଷରୁ କମ ଜାତୀୟ ବାଳିକା ଫୁଟବଲ ଦଳର ପ୍ରସ୍ତୁତି ଓ ଚୟନ ଶିବିର ଆରମ୍ଭ ହେବ। ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍ଏଫ) ପକ୍ଷରୁ ୩ଜଣ ଓଡ଼ିଆ…
ଏଫଆଇଏଚ୍ ଅଲିମ୍ପିକ୍ କ୍ୱାଲିଫାୟର୍ସ ହକି: କଳିଙ୍ଗ ଉପରେ ନଜର କେନ୍ଦ୍ରିଭୂତ
ଭୁବନେଶ୍ୱର, ୩୦।୧୦(କ୍ରୀଡ଼ା ପ୍ରତିନିଧି)-ନଭେମ୍ବର ୧ ଓ ୨ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍ ଅଲିମ୍ପିକ୍ କ୍ୱାଲିଫାୟର୍ସ ହକି ମ୍ୟାଚ ଅନୁଷ୍ଠିତ ହେବ। ପୁରୁଷ ବିଭାଗରେ ଭାରତ ଲୋ ର଼୍ୟାଙ୍କ୍ପ୍ରାପ୍ତ ରୁଷିଆକୁ ଭେଟିବାକୁ ଯାଉଥିବାବେଳେ ମହିଳା ବିଭାଗରେ ଭାରତର ପ୍ରତିଦ୍ୱନ୍ଦ୍ୱୀ ଆମେରିକା।…
ଇଣ୍ଡିଆନ ସୁପର ଲିଗ୍: ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇନ ଏଫ୍ସି
ଚେନ୍ନାଇ,୩୦।୧୦(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଷଷ୍ଠ ସଂସ୍କରଣରେ ଚେନ୍ନାଇନ୍ ଏଫ୍ସି ବୁଧବାର ଏଟିକେକୁ ଭେଟିବ। ସ୍ଥାନୀୟ ମାରିନା ଏରିନାରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଭଲ ପ୍ରଦର୍ଶନ କରି ଚେନ୍ନାଇନ୍ ପ୍ରଥମ ବିଜୟ ହାସଲ ଲକ୍ଷ୍ୟରେ ରହିଛି। କୋଲକାତା…
ଭାରତ- ବାଂଲାଦେଶ ସିରିଜ: ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା
ନୂଆଦିଲ୍ଲୀ,୩୦।୧୦- ଆଗାମୀ ଭାରତ- ବାଂଲାଦେଶ ସିରିଜ ଅବସରରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ କଡ଼ା ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରିବା ଲାଗି ଦିଲ୍ଲୀ ପୋଲିସ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ତାରିଖରେ ସ୍ଥାନୀୟ ଅରୁଣ ଜେଟଲୀ…
ଭାରତ ଗସ୍ତ: ବାଂଲାଦେଶ ଟି୨୦, ଟେଷ୍ଟ ଦଳ ଘୋଷିତ
ଢାକା, ୩୦।୧୦(ପି.ଟି.)- ଆଗାମୀ ଭାରତ ଗସ୍ତ ପାଇଁ ମଙ୍ଗଳବାର ବାଂଲାଦେଶ ଟି୨୦ ଓ ଟେଷ୍ଟ ଦଳ ଘୋଷିତ ହୋଇଛି। ମହମୁଦୁଲ୍ଲା ରିୟାଦ ଓ ମୋମିନୁଲ ହକ୍ ଯଥାକ୍ରମେ ଟି୨୦ ଓ ଟେଷ୍ଟ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି। ତାରକା ଅଲରାଉଣ୍ଡର ସାକିବ…
ଇଡେନ୍ ଗାର୍ଡେନରେ ଭାରତ-ବାଂଲାଦେଶ ଦିବାରାତ୍ର ଟେଷ୍ଟ: ଗାଙ୍ଗୁଲି
କୋଲକାତା,୨୯।୧୦(ପି.ଟି.)- ଭାରତ ଏବେ ତା’ର ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍ ଖେଳିବା ନିଶ୍ଚିତ ହୋଇଛି। ଐତିହାସିକ ଇଡେନ ଗାର୍ଡେନରେ ଭାରତ ପଡୋଶୀ ବାଂଲାଦେଶ ବିପକ୍ଷରେ ଏହି ଦିବାରାତ୍ର ଟେଷ୍ଟ ମ୍ୟାଚ୍ ଖେଳିବ। ଏନେଇ ନବ ନିର୍ବାଚତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…
ବାଂଲାଦେଶ ଅଧିନାୟକ ଶକିବଙ୍କୁ ୨ବର୍ଷ ସସ୍ପେଣ୍ଡ କଲା ଆଇସିସି
ଢାକା/ଦୁବାଇ, ୨୯ା୧୦ (ପି.ଟି.)- ବାଂଲାଦେଶ ଟେଷ୍ଟ ଏବଂ ଟି୨୦ ଅଧିନାୟକ ଶକିବ ଅଲ୍ ହସନ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ୨ବର୍ଷ ସସ୍ପେଣ୍ଡ ହୋଇଛନ୍ତି। ଦୁର୍ନୀତି କାର୍ଯ୍ୟରେ ସାମିଲ ହେବାଲାଗି ତାଙ୍କୁ ୩ଥର ପ୍ରଲୋଭିତ କରାଯାଇଥିଲେ ମଧ୍ୟ ସେ…
ଆଜି ଭାଇ ଦୁଜ୍: ଜାଣନ୍ତୁ କ୍ରିକେଟରଙ୍କ ଭଉଣୀମାନେ କେମିତି ପାଳନ୍ତି ଏହି ପର୍ବ
ଭାଇ-ଭଉଣୀ ପବିତ୍ର ବନ୍ଧନ ଦୁନିଆର ସବୁଠୁ ନିଆରା। ଏହି ବନ୍ଧନର କୌଣସି ତୁଳନା ନାହିଁ। କାର୍ତ୍ତିକ ମାସର ଶୁକ୍ଳପକ୍ଷ ଦ୍ୱିତୀୟା ତିଥିକୁ ଭାଇ ଦୂଜ ବା ଯମ ଦ୍ୱିତୀୟା ଭାବରେ ପାଳନ କରାଯାଏ। ଏହି ଦିନ ଭାଇର ଶୁଭ ମନାସୀ ତା’…
ସାତ୍ତ୍ୱିକ ସାଇରାଜ-ଚିରାଗଙ୍କ ମାନ୍ୟତା ବୃଦ୍ଧି
ନୂଆଦିଲ୍ଲୀ, ୨୯।୧୦- ଭାରତର ପୁରୁଷ ଡବଲ୍ସ ବ୍ୟାଡ୍ମିଣ୍ଟନ ଖେଳାଳି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କ ବିଶ୍ୱ ମାନ୍ୟତାରେ ବୃଦ୍ଧି ଘଟିଛି। ବିଡବ୍ଲ୍ୟୁଏଫ୍ ପକ୍ଷରୁ ସଦ୍ୟ ପ୍ରକାଶିତ ପୁରୁଷ ଡବଲ୍ସ ର଼୍ୟାଙ୍କିଙ୍ଗ୍ରେ ସାତ୍ତ୍ୱିକ-ଚିରାଗ ଯୋଡ଼ି ୨ଟି ପାହାଚ ଉପରକୁ ଉଠି…
ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ବକ୍ସିଂ: ପଦକ ନିଶ୍ଚିତ କଲେ ଶିବ ଥାପ୍ପା
ଟୋକିଓ, ୨୯।୧୦ (ପି.ଟି.)- ଚାରିଥର ଏସୀୟ ପଦକ ବିଜେତା ଭାରତୀୟ ଷ୍ଟାର୍ ବକ୍ସର ଶିବ ଥାପ୍ପା (୬୩ କିଗ୍ରା) ଏଠାରେ ଚାଲିଥିବା ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ବକ୍ସିଂର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ଶିବ ପଦକ ମଧ୍ୟ ନିଶ୍ଚିତ କରିଛନ୍ତି। ସେହିଭଳି…
କାରେଙ୍କୁ ଅଷ୍ଟ୍ରେଲିଆ-ଏ ଦଳର ନେତୃତ୍ୱ
ସିଡ୍ନୀ, ୨୯।୧୦ (ଏଏଫ୍ପି)- ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ପାକିସ୍ତାନ କ୍ରିକେଟ୍ ଦଳ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍ ଖେଳିବାର କାର୍ଯ୍ୟସୂଚୀ ରହିଛି। ଅଷ୍ଟ୍ରେଲିଆ-ଏ ବିପକ୍ଷରେ ଭ୍ରମଣକାରୀ ପାକିସ୍ତାନ ଦଳ ଏହି ୩ ଦିନିଆ ମ୍ୟାଚ୍…
ନିରାଶ କଲେ ଜ୍ୟୋତ୍ସ୍ନା
କାଇରୋ, ୨୯।୧୦ (ପି.ଟି.)- ଭାରତର ଏକ ନମ୍ବର ସ୍କ୍ବାଶ ଖେଳାଳି ଜ୍ୟୋତ୍ସ୍ନା ଚିନ୍ନାପା ସିଆଇବି ପିଏସ୍ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍ର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ଖେଳାଯାଇଥିବା ରାଉଣ୍ଡ-୧୬’ର ମ୍ୟାଚ୍ରେ ଟପ୍ ସିଡ୍ ଇଜିପ୍ଟର ନୁର୍ ଏଲ୍ ଶେର୍ବିନିଙ୍କ ନିକଟରୁ…
Archives


