ଆନନ୍ଦଙ୍କ ପ୍ରଥମ ବିଜୟ
ଇନ୍ଧୋଭେନ୍ (ନେଦରଲାଣ୍ଡ୍ସ), ୧୮ା୧ (ପି.ଟି.)-୫ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଟାଟା ଷ୍ଟିଲ୍ ମାଷ୍ଟର୍ସ ଚେସ୍ ଟୁର୍ନାମେଣ୍ଟରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଶୁକ୍ରବାର ସେ ଯୁକ୍ତରାଷ୍ଟ୍ର ଆମେରିକାର ଜେଫ୍ରି ଜିଅଙ୍ଗ୍ଙ୍କୁ ହରାଇ ଦେଇଛନ୍ତି। ଏହା ପୂର୍ବରୁ ଆନନ୍ଦ ଖେଳିସାରିଥିବା…
ଡାକାର ରାଲି: କାର୍ଲୋସ ସେଞ୍ଜ୍ଙ୍କୁ ତୃତୀୟ ଟାଇଟଲ
କ୍ୱିଦିୟା (ସୌଦି ଆରବ), ୧୮ା୧ (ଏଏଫ୍ପି)-ଭେଟେରାନ ସ୍ପାନିଶ ଡ୍ରାଇଭର କାର୍ଲୋସ ସେଞ୍ଜ୍ ଶୁକ୍ରବାର ତୃତୀୟ ଥରପାଇଁ ଡାକାର ରାଲି ଜିତିଛନ୍ତି। ୫୭ ବର୍ଷୀୟ ଏହି ଡ୍ରାଇଭର ଅନ୍ତିମ ତଥା ଦ୍ୱାଦଶ ଷ୍ଟେଜ୍ରେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଗତଥରର ଚାମ୍ପିୟନ କାତାରର ନାସେର ଅଲ୍…
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ବାଳିକା ଫୁଟବଲ: ଓଡ଼ିଶା ୧୬-୦ରେ ପଞ୍ଜାବକୁ ହରାଇଲା
ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସର ଶୁକ୍ରବାର ଅନୁଷ୍ଠିତ ୨୧ ବର୍ଷରୁ କମ୍ ବାଳିକା ଫୁଟବଲ ମ୍ୟାଚରେ ଓଡ଼ିଶା ୧୬-୦ ଗୋଲରେ ପଞ୍ଜାବକୁ ପରାସ୍ତ କରିଛି। ଓଡ଼ିଶା ପକ୍ଷରୁ ଦୀପା ନାୟକ ୨୭, ୫୮,…
ସ୍କୋପମ୍ୟାନ ଭାରତ ମହିଳା ହକି ଦଳର ଆନାଲିଟିକାଲ କୋଚ୍
ନୂଆଦିଲ୍ଲୀ,୧୮।୧(ପି.ଟି.)- ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ ବିଜୟିନୀ ତଥା ପୂର୍ବତନ ଡଚ୍ ମହିଳା ହକି ତାରକା ଜାନେକ୍ ସ୍କୋପ୍ମ୍ୟାନ ଭାରତୀୟ ମହିଳା ହକି ଦଳର ଆନାଲିଟିକାଲ କୋଚ୍ ନିଯୁକ୍ତ ହୋଇଛନ୍ତି। ଶୁକ୍ରବାର ହକି ଇଣ୍ଡିଆ ଏ ନେଇ ଘୋଷଣା କରିଛି। ଚଳିତ ବର୍ଷ…
ରୋହିତ, ଧାଓ୍ବନ ଆହତ
ରାଜକୋଟ,୧୮।୧(ପି.ଟି.)- ଦୁଇ ଭାରତୀୟ ଓପନର ଶିଖର ଧାଓ୍ବନ ଓ ରୋହିତ ଶର୍ମା ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳିବା ଅବସରରେ ଏହି ଦୁଇ ଖେଳାଳି ଆହତ ହୋଇଛନ୍ତି। ବ୍ୟାଟିଂ କରିବା ବେଳେ ପ୍ୟାଟ କୁମିନ୍ସଙ୍କ ଏକ ବାଉନ୍ସର…
ତୃତୀୟ ଟେଷ୍ଟ: ଷ୍ଟୋକ୍ସ, ପୋପ୍ଙ୍କ ଶତକ
ପୋର୍ଟ ଏଲିଜାବେଥ,୧୮।୧(ଏ.ପି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଇଂଲଣ୍ଡ ତା’ର ସ୍ଥିତି ଦୃଢ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯…
୩୬ ରନରେ ହାରିଲା ଅଷ୍ଟ୍ରେଲିଆ
ରାଜକୋଟ,୧୭।୧(ପି.ଟି.)- ଓ୍ବାଙ୍ଖଡେରେ ଲଜ୍ଜାଜନକ ପରାଜୟ ବରଣ କରିବା ପରେ ଭାରତ ଦୃଢ଼ ପ୍ରତ୍ୟାବର୍ତ୍ତନ କରି ଦ୍ୱିତୀୟ ମ୍ୟାଚ୍ରେ ବାଜି ମାରିଛି। ଶୁକ୍ରବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଅନୁଷ୍ଠିତ ମୁକାବିଲାରେ ଭାରତ ୩୬ ରନରେ ଭ୍ରମଣକାରୀ ଅଷ୍ଟ୍ରେଲିଆକୁ ହରାଇବା ସହ…
ଧୋନୀ, ରାୟୁଡୁଙ୍କୁ ପଛରେ ପକାଇଲେ ରାହୁଲ
ରାଜକୋଟ,୧୭।୧- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ବିସ୍ଫୋରକ ୮୦ ରନ୍ର ଇନିଂସ ଖେଳିଥିଲେ। ଏହି ଅବସରରେ ସେ ଦିନିକିଆ କ୍ୟାରିୟରରେ ଏକ ହଜାର ରନ୍ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାକୁ…
ଓଡ଼ିଶା ଏଫସି ସହିତ ଭିନିତଙ୍କ ଚୁକ୍ତି ମିଆଦ ବୃଦ୍ଧି
ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍ ଫ୍ରାଞ୍ଚାଇଜ୍ ଓଡ଼ିଶା ଏଫସି ଅନ୍ତର୍ଜାତୀୟ ଖେଳାଳି ଭିନିତ ରାୟଙ୍କ ଚୁକ୍ତି ମିଆଦ ବୃଦ୍ଧି କରିଛି। ସେ ୨୦୨୩ ପର୍ଯ୍ୟନ୍ତ ଦଳସହ ରହିବେ ବୋଲି ଶୁକ୍ରବାର ଭୁବନେଶ୍ୱର ଭିତ୍ତିକ ଆଇଏସଏଲ କ୍ଲବ ପକ୍ଷରୁ ପ୍ରକାଶ କରାଯାଇଛି।…
କଳିଙ୍ଗ ଷ୍ଟାଡିୟମରେ ଭାରତ-ନେଦରଲାଣ୍ଡ୍ସ ହକି ମ୍ୟାଚ ଆଜି: ପ୍ରୋ ଲିଗ୍ରୁ ଅଲିମ୍ପିକ୍ସ ପ୍ରସ୍ତୁତି
ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି)- ଆଉ ଏକ ହାଇ ପ୍ରୋଫାଇଲ ହକି ମୁକାବିଲା ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ହକି ବିଶ୍ୱକପ ସମେତ ଅନେକ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସଫଳ ଆୟୋଜନର ମୁକ ସାକ୍ଷୀ ରହିଥିବା ଏହି ଷ୍ଟାଡିୟମରେ ଏଥର ହେବ ଏଫଆଇଏଚ୍ ହକି…
ଅଷ୍ଟ୍ରେଲିଆ ଆଗରେ ୩୪୧ ରନର ବିଜୟଲକ୍ଷ୍ୟ
ରାଜକୋଟ,୧୭।୧- ପ୍ରଥମ ଦିନିକିଆରେ ସହଜ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆ ଦଳ ଆଗରେ ଭାରତ ଦ୍ୱିତୀୟ ମ୍ୟାଚ୍ରେ ୩୪୧ ରନ୍ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ…
ଦ୍ରୁତତମ ଓପନର ରୋହିତ
ରାଜକୋଟ,୧୭।୧- ଭାରତୀୟ ଓପନର ରୋହିତ ଶର୍ମା ଶୁକ୍ରବାର ଦ୍ରୁତତମ ଓପନର ଭାବେ ୭ ହଜାର ରନ୍ ପୂରଣ କରିଛନ୍ତି। ହାସିମ ଆମଲା, ସଚିନ ତେନ୍ଦୁଲକରଙ୍କ ଭଳି କିମ୍ବଦନ୍ତୀ ଓପନରଙ୍କୁ ପଛରେ ପକାଇ ରୋହିତ ଏହି ସଫଳତା ପାଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ…

