ଖେଳ

ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ: ଚୂଡ଼ାନ୍ତ ତାଲିକା ଘୋଷଣା ଆଜି

କଟକ ଅଫିସ,୨୨ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନର ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶନିବାର ଶେଷ ହୋଇଛି। ଦାଖଲ ହୋଇଥିବା ୧୨ଟି ଯାକ ପ୍ରାର୍ଥିପତ୍ର ଯାଞ୍ଚ ହୋଇଥିବା ବେଳେ କେବଳ ଗୋଟିଏ ପ୍ରାର୍ଥିପତ୍ରକୁ ନେଇ ସମସ୍ୟା ସୃଷ୍ଟି ହୋଇଥିଲା। ପ୍ରଦୀପ ଚୌହ୍ବାନଙ୍କ...

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ଅମିତଙ୍କୁ ରୌପ୍ୟ ପଦକ

ଏକଟେରିନବର୍ଗ(ରୁଷିଆ), ୨୨।୯(ପି.ଟି.)- ପ୍ରଥମ ଭାରତୀୟ ବକ୍ସରଭାବେ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଥିବା ଅମିତ ପଙ୍ଘାଲ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେ ୫୨ କେଜି ଫାଇନାଲରେ ଅଲିମ୍ପିକ୍‌ ଚାମ୍ପିୟନ ଉଜ୍‌ବେକିସ୍ତାନର ଶାଖୋବିଦିନ ଜୋଇରୋଭଙ୍କଠାରୁ ହାରି ଯାଇଛନ୍ତି। ଜୋଇରୋଭ...

ଦକ୍ଷିଣ ଆଫ୍ରିକା-ବୋର୍ଡ ଏକାଦଶ ଦ୍ୱିତୀୟ ଓ୍ବାର୍ମଅପ୍‌: ପେସର, ସୁଶ୍ରୀଙ୍କ ଉପରେ ନଜର

ସୁରଟ, ୨୨।୯- ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଦ୍ୱିତୀୟ ମହିଳା ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ ରବିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ମ୍ୟାଚ ଖରାପ ପାଗ ଯୋଗୁ ବାତିଲ ହୋଇଥିବାବେଳେ ଦ୍ୱିତୀୟ ମ୍ୟାଚରେ ବୋର୍ଡ ଏକାଦଶର...

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ:ପ୍ରମୋଦଙ୍କୁ ୨ ରୌପ୍ୟ ପଦକ

ଭୁବନେଶ୍ୱର, ୨୨।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ୨ଟି ରୌପ୍ୟ ପଦକ ପାଇଛନ୍ତି। ସିଙ୍ଗଲ୍ସ ଫାଇନାଲରେ ସେ ଅନ୍ୟତମ ଭାରତୀୟ ଖେଳାଳି ତଥା ତାଙ୍କ ଡବଲ୍ସ ପାର୍ଟନର ମନୋଜ...

ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ନିର୍ବାଚନ ଜୟଦେବ ସଭାପତି, ହିମାଂଶୁ ସମ୍ପାଦକ

ରାଜକୋଟ,୨୨।୯(ପି.ଟି.)- ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କ୍ରିକେଟ ପ୍ରଶାସକ ନିରଞ୍ଜନ ଶାହାଙ୍କ ପୁଅ ଜୟଦେବ ଶାହା ଏସ୍‌ସିଏ ସଭାପତି ରୂପେ ନିର୍ବାଚିତ ହୋଇଛନ୍ତି। ସେହିପରି ହିମାଂଶୁ ଶାହ ନୂଆ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି...

ସିଙ୍ଗାପୁର ଗ୍ରାଁପ୍ରି: ଚାଲର୍‌ସଙ୍କୁ ପୋଲ ପୋଜିଶନ

ସିଙ୍ଗାପୁର, ୨୨।୯ (ଏଏଫ୍‌ପି)- ଫେରାରି ଡ୍ରାଇଭର ଚାଲର୍‌ସ ଲେକ୍ଲର୍କ ସିଙ୍ଗାପୁର ଗ୍ରାଁପ୍ରି ଫର୍ମୁଲା-୧ ରେସ୍‌ରେ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଇଟାଲୀ ଓ ବେଲଜଜିୟମ ଗ୍ରାଣ୍ଡପ୍ରିକ୍ସ ଫର୍ମୁଲା-୧ ରେସ୍‌ରେ ଟାଇଟଲ ହାସଲ କରିବା ପରେ ଚାଲର୍‌ସ ଏବେ କ୍ରମାଗତ ତୃତୀୟ...

ଜାତୀୟ ରାଲି ଚାମ୍ପିୟନଶିପ:ଗୌରବଙ୍କ କାର୍‌ ଦୁର୍ଘଟଣାରେ ୩ ମୃତ

ବାରମେର(ରାଜସ୍ଥାନ),୨୧।୯(ପି.ଟି.)- ଏକ ଅଭାବନୀୟ ଘଟଣାକ୍ରମେରେ ଭାରତୀୟ ରାଲି ଡ୍ରାଇଭର ଗୌରବ ଗିଲ୍‌ଙ୍କ କାର୍‌ ଏକ ମୋଟରସାଇକେଲଙ୍କୁ ଧକ୍କା ଦେବା ଫଳରେ ୩ଜଣ ମୃତ୍ୟୁ ବରଣ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଗୌରବ ଦେଶର ପ୍ରଥମ ମୋଟରସ୍ପୋଟର୍‌ସ ଡ୍ରାଇଭର ହିସାବରେ ଅର୍ଜୁନ...

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ପରେ...

ପାକିସ୍ତାନ-ଶ୍ରୀଲଙ୍କା ସିରିଜ୍‌: ମ୍ୟାଚ୍‌ ରେଫରି ଡେଭିଡ ବୁନ

କରାଚୀ,୨୧।୯: ଆସନ୍ତା ୨୭ ତାରିଖରୁ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଆଇସିସି ଅଷ୍ଟ୍ରେଲିଆର ଡେଭିଡ୍‌ ବୁନଙ୍କୁ ମ୍ୟାଚ୍‌ ରେଫରି ନିଯୁକ୍ତ କରିଛି। ଆଇସିସି ରେଫରିଙ୍କ...

ଦୀପକ ପୁନିଆଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର-ସୁଲତାନ(କାଜାଖସ୍ତାନ),୨୧।୯: ଜୁନିୟର ବିଶ୍ୱ ଚାମ୍ପିୟନ ଦୀପକ ପୁନିଆ ୪ର୍ଥ ରେସଲର ଭାବେ ଟୋକିଓ ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପର ୮୬ କେଜି ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରି ସେ ଏହି...

ପାକିସ୍ତାନ ଦିନିକିଆ ଦଳରେ ନଓ୍ବାଜ, ଇଫ୍‌ତିକର

କରାଚୀ,୨୧।୯: ଆଗାମୀ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ ଲାଗି ଶନିବାର ପାକିସ୍ତାନ ଦଳ ଘୋଷଣା ହୋଇଯାଇଛି। ଅଲରାଉଣ୍ଡର ମହମ୍ମଦ ନଓ୍ବାଜଙ୍କୁ ଦୀର୍ଘ ଦିନ ପରେ ଜାତୀୟ ଦଳକୁ ଡକରା ମିଳିଛି। ତାଙ୍କ ବ୍ୟତୀତ ୨୦୧୫ରେ ଅନ୍ତିମ ଥର ଅନ୍ତର୍ଜାତୀୟ କ୍ରିକେଟରେ ଖେଳିଥିବା...

ଶ୍ରୀନିବାସନଙ୍କ ଝିଅ ହୋଇପାରନ୍ତି ଟିଏନ୍‌ସିଏ ମୁଖ୍ୟ

ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ)ରେ ନିର୍ବାଚନ ଲାଗି ସୁପ୍ରିମକୋର୍ଟ ପଥ ପରିଷ୍କାର କରିଛନ୍ତି। ହେଲେ ଏଥର ମଧ୍ୟ ଟିଏନ୍‌ସିଏ ଏନ୍‌. ଶ୍ରୀନିବାସନଙ୍କ ନିୟନ୍ତ୍ରଣରେ ରହିବା ଏକପ୍ରକାର ନିଶ୍ଚିତ। କ୍ଲବ ପ୍ରତିନିଧିମାନେ ଶ୍ରୀନିବାସଙ୍କ ଝିଅ ରୂପା ଗୁରୁନାଥଙ୍କ ସପକ୍ଷରେ ରହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri