ଖେଳ

ଏଟିକେ ସହିତ ମୋହନବାଗାନର ମିଶ୍ରଣ

କୋଲକାତା, ୧୭ା୧ (ପି.ଟି.)- ମୋହନବାଗାନ ଫୁଟ୍‌ବଲ ଟିମ୍‌ର ଏଟିକେ ଏଫ୍‌ସି ସହିତ ବିଲୟ ଘଟିଛି। ଆସନ୍ତା ସିଜନଠାରୁ ଏହି ଦୁଇ ଦଳ ମିଳିତ ହୋଇ ଏଟିକେ-ମୋହନ ବାଗାନ ନାମରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ଖେଳିବ। ଜୁନ୍‌ରେ ଦୁଇ ଦଳର ବିଧିବଦ୍ଧ ମିଶ୍ରଣ…

ପାକିସ୍ତାନରେ ବିଶ୍ୱକପ୍‌ ଆୟୋଜନ ଲାଗି ହେବ ଆଲୋଚନା

କରାଚୀ,୧୭।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ମୁଖ୍ୟ କାର୍ଯ୍ୟକାରୀ (ସିଇଓ) ମନୁ ସାହାନେ ଆସନ୍ତା ସପ୍ତାହରେ ପାକିସ୍ତାନ ଗସ୍ତ କରିବେ। ସେଠାରେ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କର୍ମକର୍ତ୍ତାଙ୍କ ସହ ୨୦୨୩ରୁ ୨୦୩୧ ମଧ୍ୟରେ ଆଇସିସି ଇଭେଣ୍ଟ ଆୟୋଜନ ପାଇଁ…

ପାକିସ୍ତାନ ଟି୨୦ ଦଳକୁ ଫେରିଲେ ମଲିକ, ହାଫିଜ

କରାଚୀ,୧୭।୧(ପି.ଟି.)- ଆସନ୍ତା ୨୪ ତାରିଖରୁ ବାଂଲାଦେଶ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଗୁରୁବାର ୧୫ ଜଣିଆ ପାକିସ୍ତାନ ଦଳ ଘୋଷିତ ହୋଇଯାଇଛି। ଦଳକୁ ଦୁଇ ଅଭିଜ୍ଞ ଖେଳାଳି ତଥା ପୂର୍ବତନ ପାକିସ୍ତାନ ଅଧିନାୟକ ସୋଏବ…

ରାଜକୋଟ୍‌ରେ ଭଲ ନାହିଁ ଭାରତର ରେକର୍ଡ

ରାଜକୋଟ,୧୬।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ଗ୍ରାଉଣ୍ଡରେ ଘରୋଇ ଭାରତର ରେକର୍ଡ ଭଲ ନାହିଁ। ଏଠାରେ ଗତ ଦୁଇଟି ମ୍ୟାଚ୍‌ ଖେଳି ଭାରତ ପରାସ୍ତ ହୋଇଥିଲା। ୨୦୧୩ରେ ଏଠାରେ ଭାରତ ଇଂଲଣ୍ଡଠାରୁ ଏକ ରୋମାଞ୍ଚକ ମ୍ୟାଚ୍‌ରେ ମାତ୍ର ୯ ରନରେ…

ଫେରିବା ସଙ୍କେତ ଦେଲେ ଧୋନୀ

ନୂଆଦିଲ୍ଲୀ,୧୬।୧(ପି.ଟି.)- ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ଖେଳାଳିଙ୍କ ତାଲିକାରୁ ବାଦ୍‌ ପଡ଼ିଥିବା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗୁରୁବାର କ୍ରିକେଟକୁ ଫେରିବା ସଙ୍କେତ ଦେଇଛନ୍ତି। ସେ ଝାଡ଼ଖଣ୍ଡ ରଣଜୀ ଦଳ ସହ ଅଭ୍ୟାସ ଆରମ୍ଭ କରିଛନ୍ତି। ଏଥିସହ ଭେଟେରାନ ଉଇକେଟକିପର…

ପୁଅକୁ ଦେଖି ଭାବବିହ୍ବଳ ହେଲେ ସାନିଆ

ହୋବାର୍ଟ, ୧୬।୧:ଭାରତୀୟ ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଏଠାରେ ଚାଲିଥିବା ହୋବାର୍ଟ ଇଣ୍ଟରନ୍ୟାଶନାଲ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇବର୍ଷ ପରେ ଟେନିସକୁ ପ୍ରତ୍ୟାବର୍ତ୍ତନ କରିଥିବା ସାନିଆ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥୀ କରି ଏହି ପ୍ରତିଯୋଗିତା ଖେଳୁଛନ୍ତି।…

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୬।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇ ରହିଛି। ଏସବୁ ଭିତରେ ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ନିକଟରେ ରାଞ୍ଚିର…

କୋହଲି, ରୋହିତ୍‌, ବୁମ୍‌ରା ପାଇବେ ୭ କୋଟି

ନୂଆଦିଲ୍ଲୀ, ୧୬।୧ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଗୁରୁବାର ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ତାଲିକା (୨୦୧୯ ଅକ୍ଟୋବରରୁ ୨୦୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ) ପ୍ରକାଶ ପାଇଛି। ଏଥିରେ ମୋଟ୍‌ ୪ଟି ଗ୍ରେଡ୍‌ ରହିଛି। ଅଧିନାୟକ ବିରାଟ କୋହଲିଙ୍କ ସମେତ…

ବିସିସିଆଇ କେନ୍ଦ୍ରୀୟ ଚୁକ୍ତିରୁ ଧୋନୀ ବାଦ୍‌

ନୂଆଦିଲ୍ଲୀ, ୧୬।୧ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହାର ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ଗୁରୁବାର ମହେନ୍ଦ୍ର ସିଂ ଧୋନୀଙ୍କ ନାମକୁ ବାଦ୍‌ ଦେଇଛି। ଫଳରେ ଭାରତୀୟ କ୍ରିକେଟ୍‌ ଦଳର ଅନ୍ୟତମ ସଫଳ ଅଧିନାୟକ ରହିଥିବା ଧୋନୀଙ୍କ ଭବିଷ୍ୟତକୁ…

କାଉଣ୍ଟି ଖେଳିବେ ଅଶ୍ୱିନ

ଲଣ୍ଡନ, ୧୬।୧ (ପି.ଟି.)- ସିନିୟର ଭାରତୀୟ ଅଫ୍‌-ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କାଉଣ୍ଟି କ୍ରିକେଟ୍‌ ଖେଳିବେ। ଇଂଲିଶ କାଉଣ୍ଟି ଚାମ୍ପିୟନଶିପ୍‌ରେ ଚଳିତ ବର୍ଷ ଲାଗି ସେ ୟର୍କଶାୟର ପକ୍ଷରୁ ଖେଳିବେ ବୋଲି କ୍ଲବ ପକ୍ଷରୁ ଗୁରୁବାର କୁହାଯାଇଛି। ଦକ୍ଷିଣ ଆଫ୍ରିକା ସ୍ପିନର କେଶବ…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଆଉ ଜଣେ କ୍ରିକେଟର୍‌

ପୁଣି ଜଣେ କ୍ରିକେଟର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘ ଦିନର ପ୍ରେମିକା ସନାୟା ଟାକ୍ରିରିଓ୍ବାଲାଙ୍କୁ ଜୀବନସାଥୀ ରୂପେ ବାଛିଛନ୍ତି ଭାରତୀୟ କ୍ରିକେଟର କରୁଣ ନାୟାର। ଦକ୍ଷିଣ ଭାରତୀୟ ବିବାହ ରୀତିନୀତିରେ ଉଭୟ ବିବାହ ରଚିଛନ୍ତି। ଗତବର୍ଷ ଜୁନ ମାସରେ ଏକ…

ଅଷ୍ଟ୍ରେଲିଆନ୍‌ ଓପନ୍‌: ଯୋଗ୍ୟତା ପର୍ଯ୍ୟାୟରୁ ନାଗଲଙ୍କ ବିଦାୟ

ମେଲବୋର୍ନ, ୧୬।୧ (ପି.ଟି.)- ଭାରତୀୟ ପୁରୁଷ ଟେନିସ ଖେଳାଳି ସୁମିତ୍‌ ନାଗଲ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ୍‌ ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଗୁରୁବାର ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ଯୋଗ୍ୟତା ପର୍ଯ୍ୟାୟ ପ୍ରଥମ ରାଉଣ୍ଡ ମୁକାବିଲାରେ ନାଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?