ଖେଳ

ନ୍ୟୁଜିଲାଣ୍ଡ ଦଳରୁ ଆହତ ବୋଲ୍ଟ, ଫର୍ଗୁସନ ବାଦ୍‌

ଓ୍ବେଲିଂଟନ, ୧୬।୧ (ପି.ଟି.)- ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଲାଗି ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କ ସମେତ ଲୋକି ଫର୍ଗୁସନ ଘୋଷିତ ୧୪ ଜଣିଆ ନ୍ୟୁଜିଲାଣ୍ଡ ଦଳରୁ…

ଭାରତୀୟ କ୍ରିକେଟ ଦଳର ‘ସୁପର୍‌ ଫ୍ୟାନ୍‌’ଙ୍କ ପରଲୋକ, ଦିନେ ବିରାଟଙ୍କୁ କରିଥିଲେ ଆଶୀର୍ବାଦ

ନୂଆଦିଲ୍ଲୀ,୧୬।୧: ଇଂଲଣ୍ଡରେ ଆୟୋଜିତ ହୋଇଥିବା ୨୦୧୯ କ୍ରିକେଟ ବିଶ୍ୱକପରେ ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ରହୁଥିଲେ ୮୭ ବର୍ଷୀୟା ଚାରୁଲତା ପଟେଲ। ସେ ସମୟରେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ମଧ୍ୟ ଥିଲେ। ତାଙ୍କ ସୁପର ଫ୍ୟାନ୍‌…

କୋହଲିଙ୍କ ‘ବିରାଟ’ ପ୍ରଶଂସକ

ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଛନ୍ତି। ଖୁବ୍‌ଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କରିଛନ୍ତି। ତେବେ କୋହଲିଙ୍କ ପ୍ରଶଂସକଙ୍କ ସଂଖ୍ୟା ମଧ୍ୟ ଅଧିକ। ବିରାଟ…

ପ୍ରଥମ ଟି୨୦: ବିଶ୍ୱ ଚାମ୍ପିୟନକୁ ହରାଇଲା ଆୟର୍ଲାଣ୍ଡ

ସେଣ୍ଟ ଜର୍ଜସ (ଗ୍ରେନାଡା), ୧୬।୧ (ଏଏଫ୍‌ପି)- ଭ୍ରମଣକାରୀ ଆୟର୍ଲାଣ୍ଡ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜକୁ ୪ ରନରେ ରୋମାଞ୍ଚକ ଭାବେ ପରାସ୍ତ କରିଛି। ଏହି ହୋଇସ୍କୋରିଂ ମ୍ୟାଚ୍‌ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆୟର୍ଲାଣ୍ଡ…

ହୋବାର୍ଟ ଇଣ୍ଟର ନ୍ୟାଶନାଲ ସେମିରେ ସାନିଆ

ହୋବାର୍ଟ, ୧୬।୧ (ପି.ଟି.)- ଷ୍ଟାର୍‌ ଭାରତୀୟ ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଏଠାରେ ଚାଲିଥିବା ହୋବାର୍ଟ ଇଣ୍ଟରନ୍ୟାଶନାଲ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇବର୍ଷ ପରେ ଟେନିସକୁ ପ୍ରତ୍ୟାବର୍ତ୍ତନ କରିଥିବା ସାନିଆ ୟୁକ୍ରେନର ନାଡିଆ କିଚେନୋକ୍‌ଙ୍କୁ ସାଥୀ କରି…

‘ପ୍ଲାଙ୍କ ଫର୍‌ ଇଣ୍ଡିଆ’ ଅଭିଯାନରେ ଦୂତୀ

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ବଜାଜ ଆଲିଆଞ୍ଜ ଲାଇଫ୍‌ର ‘ଫ୍ଲାଙ୍କ ଫର୍‌ ଇଣ୍ଡିଆ’ ଅଭିଯାନରେ ସାମିଲ ହୋଇଛନ୍ତି। ଭାରତର ଉଦୀୟମାନ କ୍ରୀଡ଼ାବିତ୍‌ଙ୍କୁ ସହାୟତା ପ୍ରଦାନ କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ। ଦୂତୀ ସୋସିଆଲ ମିଡିଆରେ…

ନାଇଟ୍‌ ଉପାଧି ଗ୍ରହଣ କଲେ ସାର୍‌ ଆଣ୍ଡ୍ର୍ୟୁ ଷ୍ଟ୍ରସ୍‌

ଲଣ୍ଡନ, ୧୬।୧- ଇଂଲଣ୍ଡ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଆଣ୍ଡ୍ର୍ୟୁ ଷ୍ଟ୍ରସ୍‌ ବ୍ରିଟେନ୍‌ର ସର୍ବୋଚ୍ଚ ସମ୍ମାନ ‘ନାଇଟ୍‌ ଉପାଧି’ ଗ୍ରହଣ କରିଛନ୍ତି। ଫଳରେ ଏବେ ତାଙ୍କ ନାମ ପୂର୍ବରୁ ‘ସାର୍‌’ ଲାଗିଛି। ଲଣ୍ଡନସ୍ଥିତ ବକିଙ୍ଗ୍‌ହାମ୍‌ ପ୍ୟାଲେସ୍‌ରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବରେ…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର କ୍ରମାଗତ ୪ର୍ଥ ବିଜୟ

ଭୁବନେଶ୍ୱର,୧୬।୧(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଘରୋଇ ଗ୍ରାଉଣ୍ଡରେ କ୍ରମାଗତ ୩ ବିଜୟ ସହ ହ୍ୟାଟ୍ରିକ କରିଥିବା ଓଡ଼ିଶା ଏଫ୍‌ସି ବାହାର ପରିବେଶରେ ମଧ୍ୟ ଦକ୍ଷତା ଦେଖାଇଛି। ବୁଧବାର ହାଇଦ୍ରାବାଦରେ ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ଏହି ଦଳ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ନେଦରଲାଣ୍ଡ୍ସ ଦଳ ପହଞ୍ଚିଲା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତ ସହିତ ମ୍ୟାଚ୍‌ ଖେଳିବା ପାଇଁ ନେଦରଲାଣ୍ଡ୍ସ ଦଳ ବୁଧବାର ରାତିରେ ଏଠାରେ ପହଞ୍ଚିଛି। ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚଳିତମାସ ୧୮ ଓ ୧୯ ତାରିଖରେ ପ୍ରୋ…

୮ ମହିଳା ରେସଲର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୬।୧(ପି.ଟି.)- ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ୮ ଜଣ ମହିଳା ରେସଲରଙ୍କୁ ଗୋଟିଏ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି। ଲକ୍ଷ୍ନୌରେ ଅନୁଷ୍ଠିତ ଜାତୀୟ କ୍ୟାମ୍ପରୁ ନିଜ ଇଚ୍ଛାରେ ଚାଲିଯିବା କାରଣରୁ ଡବ୍ଲ୍ୟୁଏଫ୍‌ଆଇ ଏହି ନିଷ୍ପତ୍ତି ଗ୍ରହଣ କରିଛି। କ୍ୟାମ୍ପରେ ଟ୍ରାଏଲ୍ସରେ…

ରୋହିତଙ୍କୁ ଦିନିକିଆ କ୍ରିକେଟର ପୁରସ୍କାର; କୋହଲିଙ୍କୁ ‘ସ୍ପିରିଟ୍‌ ଅଫ୍‌ ଦି କ୍ରିକେଟ’ ସମ୍ମାନ

ଦୁବାଇ,୧୬।୧(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ‘୨୦୧୯ ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଗତବର୍ଷ ଦମ୍‌ଦାର ପ୍ରଦର୍ଶନ କରି ସେ ଏହି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଅନ୍ୟପଟେ…

ମୁଣ୍ଡରେ ଆଘାତ: ପନ୍ତ ଦ୍ୱିତୀୟ ଦିନିକିଆରୁ ବାଦ୍‌

ମୁମ୍ବାଇ,୧୬।୧(ପି.ଟି.)- ଶୁକ୍ରବାର ରାଜକୋଟ୍‌ରେ ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆରୁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଦ୍‌ ପଡିଛନ୍ତି। ଓ୍ବାଙ୍ଖଡେରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ସେ ବ୍ୟାଟିଂ କରୁଥିବା ବେଳେ ମୁଣ୍ଡରେ ବଲ୍‌ ବାଜିବା କାରଣରୁ ଆଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?