ଖେଳ

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍‌ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…

ଜିମ୍ବାଓ୍ବେରେ ଦୁଇ ଟେଷ୍ଟ ମ୍ୟାଚ ଖେଳିବ ଶ୍ରୀଲଙ୍କା

କଲମ୍ବୋ, ୧୩ା୧ (ଏଏଫ୍‌ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍‌ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାସନ୍ଦ ଦଣ୍ଡ ଉଠାଇବା ପରେ ଆୟୋଜକ ଆଫ୍ରିକୀୟ ଦେଶ ପାଇଁ…

ଟି୨୦ ବିଶ୍ୱକପ୍‌ ଦଳ ସଂଖ୍ୟା ୨୦କୁ ବୃଦ୍ଧି ଲାଗି ଆଇସିସିର ଯୋଜନା

ଲଣ୍ଡନ,୧୩ା୧(ପି.ଟି.)-ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୧୬ରୁ ୨୦କୁ ବୃଦ୍ଧି କରିବା ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଯୋଜନା କରୁଛି। ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇଛି। ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା କ୍ରିକେଟ କ୍ୟାଲେଣ୍ଡର ଭିତରେ…

ହୃଦୟ ଜିତିଲା କୈଫଙ୍କ ଭିଡିଓ

ନୂଆଦିଲ୍ଲୀ,୧୩।୧(ପି.ଟି.)- ଦେଶରେ କ୍ରିକେଟ କେବଳ ଏକ କ୍ରୀଡ଼ା ନୁହେଁ, ଏହା ଏକ ଧର୍ମ। ଦେଶର ପ୍ରତ୍ୟେକ ବର୍ଗ, ଜାତି, ଧର୍ମ, ଶ୍ରେଣୀରେ କ୍ରିକେଟ ପ୍ରେମି ରହିଛନ୍ତି। ପ୍ରତ୍ୟେକ ଛୁଆମାନଙ୍କ ଇଚ୍ଛା ଦିନେ ଦେଶ ପାଇଁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିବା। ପୂର୍ବତନ…

କୋହଲିଙ୍କ ନିକଟରେ ସଚିନଙ୍କ ସମକକ୍ଷ ହେବାର ସୁଯୋଗ

ମୁମ୍ବାଇ,୧୩।୧(ପି.ଟି.)- ଏଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମଙ୍ଗଳବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ସଚିନ ତେନ୍ଦୁଲକରଙ୍କ ବରାବର ହେବାର ସୁଯୋଗ ରହିଛି। ଆଉ ଗୋଟିଏ ଶତକ ହାସଲ କଲେ କୋହଲି ନିଜ…

ସର୍ଗିଓ ଅଗୁରୋଙ୍କ ପ୍ରିମିୟର ଲିଗ୍‌ ରେକର୍ଡ

ଲଣ୍ଡନ,୧୩।୧- ମାଞ୍ଚେଷ୍ଟର ସିଟି ଷ୍ଟ୍ରାଇକର ସର୍ଗିଓ ଅଗୁରୋ ପ୍ରିମିୟର ଲିଗ୍‌ ଇତିହାସରେ ବିଦେଶୀ ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ କରିଥିବା ଖେଳାଳି ହେବାର ରେକର୍ଡ କରିଛନ୍ତି। ରବିବାର ଆଷ୍ଟାନ ଭିଲା ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌କୁ ୧-୬ ଗୋଲରେ ଜିତିନେଇଥିଲା ମାଞ୍ଚେଷ୍ଟର ସିଟି।…

ସଚିନଙ୍କୁ ‘ଭଗବାନ କୃଷ୍ଣ’ କହି ପ୍ରଶଂସକଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ଭାରତର ପୂର୍ବତନ କ୍ରିକେଟର୍‌ ମହମ୍ମଦ କୈଫ ନିଜ ଟୁଇଟର ଆକାଉଣ୍ଟରେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋରେ କୈଫ୍‌ ସଚିନଙ୍କ ସହ ନଜର ଆସୁଛନ୍ତି କୈଫ। ଏହାର କ୍ୟାପଶନ୍‌ରେ ସେ କହିଛନ୍ତି, ‘ଭଗବାନ…

ଆଇପିଏଲ୍‌ ପାଇଁ ଅଯୋଗ୍ୟ ପ୍ରବୀଣ ତାମ୍ବେ

ମୁମ୍ବାଇ,୧୩।୧- ଭେଟେରାନ ସ୍ପିନର ପ୍ରବୀଣ ତାମ୍ବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣରେ ଖେଳିପାରିବେ ନାହିଁ। ସେ ଦେଶର କୌଣସି ଟୁର୍ନାମେଣ୍ଟରେ ଖେଳିବା ପାଇଁ ଅଯୋଗ୍ୟ। ସେ ବିଦେଶୀ ଲିଗ୍‌ରେ ଖେଳି ବିସିସିଆଇ ନିୟମ ଭଙ୍ଗ କରିଛନ୍ତି। ଅଫିସିଆଲ ଅବସର…

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି।…

ସୁପର କପ୍‌ ଜିତିଲା ରିୟଲ ମାଡ୍ରିଡ୍‌

ଜେଦ୍ଦା,୧୩ା୧ (ଏଏଫ୍‌ପି)- ଏଠାରେ ଅନୁଷ୍ଠିତ ସୁପର କପ୍‌ ଫାଇନାଲରେ ରିୟଲ ମାଡ୍ରିଡ୍‌ ପେନାଲ୍ଟି ଶୁଟ୍‌ଆଉଟ ଜରିଆରେ ଆଟଲେଟିକୋ ମାଡ୍ରିଡ୍‌କୁ ହରାଇ ଦେଇଛି। ସୌଦି ଆରବୀୟ ପ୍ରଶଂସକଙ୍କ ସାମ୍ନାରେ ରିୟଲ ମାଡ୍ରିଡ୍‌ ତା’ର ୧୧ତମ ସ୍ପାନିଶ ସୁପର କପ୍‌ ଟାଇଟଲ ହାତେଇଛି। ମ୍ୟାଚ…

ବଲିଉଡ୍‌ ହିରୋଇନଙ୍କ ନାମରେ ଟାଟୁ କରିଥିଲେ କ୍ରିକେଟର

ବଲିଉଡ ହିରୋଇନଙ୍କ ସହ କ୍ରିକେଟରଙ୍କ ନାମ ଯୋଡ଼ା ହେବା କିମ୍ବା ବିବାହ କରିବା କିଛି ନୂଆ କଥା ନୁହେଁ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି, ବଲିଉଡ ଅଭିନେତ୍ରୀଙ୍କ ନାମକୁ ହାତରେ ଟାଟୁ କରିଥିଲେ। ସେହି କ୍ରିକେଟର ହେଉଛନ୍ତି, ଲଣ୍ଡନରେ ପ୍ରତିଷ୍ଠିତ…

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବ୍ରାଭୋ

ସେଣ୍ଟ ଜଜର୍‌ସ,୧୩ା୧ (ଏଏଫ୍‌ପି)- ଚଳିତ ମାସର ପରବର୍ତ୍ତୀ ଭାଗରେ ହେବାକୁ ଥିବା ଆୟର୍ଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ୧୩ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳରେ ଦକ୍ଷ ଅଲରାଉଣ୍ଡର ଡ୍ବେନ ବ୍ରାଭୋଙ୍କୁ ସାମିଲ କରାଯାଇଛି। ଦୀର୍ଘ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?