ଖେଳ

ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ

ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ବିଶ୍ୱର ୨ ନମ୍ବର ଖେଳାଳି ପ୍ଲିସ୍କୋଭା ୬-୪, ୪-୬, ୭-୫…

୧ ନଂ. ଶୁଟିଂ ଦେଶ ଭାବେ ୨୦୧୯ ଶେଷ କଲା ଭାରତ

ନୂଆଦିଲ୍ଲୀ,୧୨।୧(ପି.ଟି.)- ୨୦୧୯ରେ ଭାରତ ଶୁଟିଂରେ ଜବରଦସ୍ତ ପ୍ରଦର୍ଶନ କରିଛ। ଫଳରେ ବିଶ୍ୱର ୧ ନମ୍ବର ଶୁଟିଂ ଦେଶ ଭାବେ ଭାରତ ୨୦୧୯ ବର୍ଷ ଶେଷ କରିଛି। ଏହି କ୍ରମରେ ସେ ଅଲିମ୍ପିକ୍‌ ହେଭିଓ୍ବେଟ୍‌ ଚାଇନା ଓ ଆମେରିକାକୁ ମଧ୍ୟ ଭାରତ ପଛରେ…

ଟି୨୦ ମହିଳା ବିଶ୍ୱକପ୍‌: ଭାରତୀୟ ଦଳରେ ରିଚା ଘୋଷ ନୂଆ ମୁହଁ, ହରମନପ୍ରୀତଙ୍କୁ ନେତୃତ୍ୱ

ମୁମ୍ବାଇ,୧୨।୧(ପି.ଟି.)- ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି।…

ଟେଷ୍ଟ ଫର୍ମାଟ ସବୁଠାରୁ ସ୍ବତନ୍ତ୍ର: ପୂଜାରା

ରାଜକୋଟ,୧୨।୧(ପି.ଟି.)- କ୍ରିକେଟର ପାରମ୍ଭରିକ ତଥା ସବୁଠାରୁ ଲମ୍ବା ଫର୍ମାଟ ରୂପ ପରିଗଣିତ ହେଉଥିବା ଟେଷ୍ଟ ହେଉଛି ସବୁଠାରୁ ସ୍ବତନ୍ତ୍ର। ଏହି ଫର୍ମାଟ ତା’ର ସ୍ଥିତି ବଜାୟ ରଖିବାରେ ସଫଳ ହେବ ବୋଲି ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା କହିଛନ୍ତି। ସମୟର ପରବର୍ତ୍ତନ…

ବୁମ୍‌ରା ପାଇବେ ପଲି ଉମ୍ରିଗର ପୁରସ୍କାର

ମୁମ୍ବାଇ,୧୨।୧(ପି.ଟି.)- ଭାରତୀୟ ତରାକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ପାଇବେ ସମ୍ମାନଜନକ ପଲି ଉମ୍ରିଗର ପୁରସ୍କାର। ୨୦୧୯-୨୦ ସିଜନରେ ଅନ୍ତର୍ଜାତୀୟ କ୍ରିକେଟରେ ଆସାଧାରଣ ପ୍ରଦର୍ଶନ ପାଇଁ ଏଥର ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ଦେଶ ଛାଡ଼ିଲେ ଇରାନ୍‌ର ଏକମାତ୍ର ମହିଳା ଅଲିମ୍ପିକ୍‌ ମେଡାଲିଷ୍ଟ

ନିକୋସିଆ,୧୨।୧(ଏଏଫ୍‌ପି)- ଇରାନର ଏକମାତ୍ର ମହିଳା ଅଲିମ୍ପିକ ପଦକ ହାସଲକାରୀ ଆଥଲେଟ୍‌ କିମିଆ ଅଲିଜାଦେ ଦେଶ ଛାଡି ଚାଲିଯାଇଛନ୍ତି। ଶନିବାର ଏ ନେଇ ସେ ଘୋଷଣା କରିଛନ୍ତି। ସ୍ଥାୟୀ ଭାବେ ଦେଶଛାଡି ଚାଲିଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସରେ ସେ…

୧୩୧ ବଲ ବୋଲିଂ କରି ଇଂଲଣ୍ଡକୁ କୌଣସି ରନ୍‌ କରିବାର ସୁଯୋଗ ବି ଦେଇ ନ ଥିଲେ ବାପୁ ନାଦକର୍ଣ୍ଣୀ

ଚେନ୍ନାଇ,୧୨।୧: ଟେଷ୍ଟ୍‌ କ୍ରିକେଟରେ ଜଣେ କଞ୍ଜୁସ୍‌ ବୋଲର ଭାବେ ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୬ ବର୍ଷ ତଳେ ଜାନୁୟାରୀ ୧୨ରେ ନାଦକର୍ଣ୍ଣୀ ଏକ ବିରଳ ରେକର୍ଡ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୧୩୧ ବଲ ବୋଲିଂ କରି କୌଣସି…

ଇଣ୍ଡିଆନ ସୁପର ଲିଗ୍‌: କଳିଙ୍ଗରେ ଓଡ଼ିଶା ଏଫ୍‌ସିର ହ୍ୟାଟ୍ରିକ ବିଜୟ

ଭୁବନେଶ୍ୱର,୧୨।୧(ସ୍ପୋଟର୍‌ସ ବ୍ୟୁରୋ)- ହୋମ୍‌ ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି ଦମ୍‌ଦାର ପ୍ରଦର୍ଶନ ଜାରିରଖି କ୍ରମାଗତ ୩ୟ ମ୍ୟାଚ୍‌ରେ ବାଜିମାତ୍‌ କରି ହ୍ୟାଟ୍ରିକ ବିଜୟ ହାସଲ କରିଛି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଏଠାରେ ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ…

ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି କାରେ

ମୁମ୍ବାଇ,୧୨।୧(ପି.ଟି.)-ଅଷ୍ଟ୍ରେଲୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଲେକ୍ସ କାରେ ଭାରତୀୟ ଅଭିଜ୍ଞ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି ବୋଲି କହିଛନ୍ତି। ଧୋନୀ ଯେଉଁଭଳି ଭାବେ ମ୍ୟାଚ୍‌ ଫିନିସ କରନ୍ତି, ଠିକ ସେହିଭଳି ଖେଳିବାକୁ ଚାହେଁ। ଖେଳରେ ମୋତେ ଆହୁରି ଉନ୍ନତି…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ପ୍ରିୟଙ୍କା, ଯତୀନ, ଅସମିଙ୍କ ସ୍ବର୍ଣ୍ଣ ଅଭିଯାନ ଜାରି

ଗୁଆହାଟୀ,୧୨।୧(ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଆଥଲେଟିକ ଷ୍ଟାଡିୟମରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ମହାରାଷ୍ଟ୍ର ଜିମ୍ନାଷ୍ଟ ଅସ୍‌ମି ଅଙ୍କୁଶ ବଡାଡେ ଓ ଉତ୍ତରପ୍ରଦେଶର ଯତୀନ କୁମାର କାନୋଜିଆ ଦମ୍‌ଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ଅଭିଯାନ ଜାରି ରଖିଛନ୍ତି। ଶନିବାର ଏହି…

ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ ଫୁଟବଲ ଆନ୍ନାମାଲାଇ- ଅମୃତସର ଫାଇନାଲ

ଭୁବନେଶ୍ୱର,୧୨।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳଳୟ ଆନ୍ତଃ ଜୋନ୍‌ ଫୁଟବଲ (ପଶ୍ଚିମ) ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ରବିବାର ଖେଳାଯିବ। ଏହି ଟୁର୍ନାମେଣ୍ଟରେ…

ଏଲିଟ୍‌ କ୍ଲବ୍‌ରେ ପୂଜାରା: ୫୦ତମ ପ୍ରଥମ ଶ୍ରେଣୀ ଶତକ ହାସଲ

ରାଜକୋଟ,୧୨।୧(ପି.ଟି.)- ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ଚେତେଶ୍ୱର ପୂଜାରା ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦ତମ ଶତକ ଅର୍ଜନ କରି ସେ ଏକ ଏଲିଟ କ୍ଲବ୍‌ରେ ସାମିଲ ହୋଇଛନ୍ତି। କର୍ନାଟକ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ବି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?