ଭାରତ, ପାକିସ୍ତାନ ଉଭୟ ଦେଶ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି ଏହି ୩ କ୍ରିକେଟର
କ୍ରିକେଟର ସବୁଠୁ ବଡ ପ୍ଲାଟଫର୍ମ ହେଉଛି ଟେଷ୍ଟ କ୍ରିକେଟ। ତେବେ କ୍ରିକେଟର ସବୁଠୁ ରୋମାଞ୍ଚକ ମ୍ୟାଚ୍ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଏ। ଟେଷ୍ଟ ହେଉ କି ଏକଦିବସୀୟ ଉଭୟ ଦେଶ ମଧ୍ୟରେ ମ୍ୟାଚ୍ ଚାଲିରେ ସାରା ବିଶ୍ୱର ନଜର ରହିଥାଏ।…
ଟେଷ୍ଟରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର
୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍ କୋଡ୍ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ ଖେଳା…
ପାକିସ୍ତାନ ଦଳରେ କାଦିରଙ୍କ ପୁଅ ଉସ୍ମାନ
କରାଚୀ, ୨୧ା୧୦ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ଅନ୍ତର୍ଜାତୀୟ ଟି୨୦ ଏବଂ ଟେଷ୍ଟ ସିରିଜ ପାଇଁ ସୋମବାର ପାକିସ୍ତାନ କ୍ରିକେଟ ଦଳ ଘୋଷଣା କରାଯାଇଛି। ଟି୨୦ ଦଳରେ କିମ୍ବଦନ୍ତୀ ସ୍ବର୍ଗତ ସ୍ପିନର ଅବ୍ଦୁଲ କାଦିରଙ୍କ ପୁଅ ଉସ୍ମାନଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ନିକଟରେ…
କ୍ଲିନ୍ ସୁଇପ୍ଠାରୁ ଭାରତ ୨ ଉଇକେଟ ଦୂରରେ : ତୃତୀୟ ଦିନରେ ଦକ୍ଷିଣ ଆଫ୍ରିକାର ୧୬ ଉଇକେଟର ପତନ
ରଞ୍ଚି,୨୧।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଉପରେ ଭାରତ ଚଳିତ ସିରିଜରେ ସମ୍ପୂର୍ଣ୍ଣ ରୂପେ ଆଧିପତ୍ୟ ବିସ୍ତାର କରିବାରେ ସଫଳ ହୋଇଛି। କ୍ରମାଗତ ଦ୍ୱିତୀୟଥର ଇନିଂସ ବିଜୟର ଦ୍ୱାରରେ ଭାରତ ପହଞ୍ଚିଛି। ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ…
ବାଦ୍ ପଡ଼ିଲେ ହାସନ ଅଲି
କରାଚୀ,୨୧।୧୦- ପାକିସ୍ତାନ ପେସର ହାସନ ଅଲି ଅଣ୍ଟା ଜନିତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍ରୁ ବାଦ୍ ପଡ଼ିଛନ୍ତି। ସମାନ କାରଣରୁ ଗତ ବିଶ୍ୱକପ୍ଠାରୁ ସେ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟଠାରୁ ଦୂରେଇ ରହିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଜଣେ କର୍ମକର୍ତ୍ତା…
ପ୍ରଶଂସକଙ୍କ ଚପଲ ଫେରାଉଥିବା ଡିକକ୍ଙ୍କ ଭିଡିଓ ଭାଇରାଲ
ରାଞ୍ଚି,୨୧।୧୦- କ୍ରିକେଟ ମ୍ୟାଚ୍ବେଳେ ପ୍ରଶଂସକମାନେ ସୁରକ୍ଷା କର୍ଡନ ଅତିକ୍ରମ କରି ପସନ୍ଦୀୟ ଖେଳାଳିଙ୍କ ପାଦ ଛୁଇଁବା ସହ ସେଲ୍ଫି ନେବା ଘଟଣା ଦେଶରେ ନୂଆ ନୁହେଁ। ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ ଜଣେ ପ୍ରଶଂସକ…
କାର୍ନି ଶୁଟିଂ ରେଞ୍ଜରେ ଶୁଟରଙ୍କ ମାରପିଟ୍
ନୂଆଦିଲ୍ଲୀ,୨୧।୧୦- ସ୍ଥାନୀୟ କାର୍ନି ସିଂ ଶୁଟିଂ ରେଞ୍ଜଠାରେ ସଭିଙ୍କୁ ଚକିତ କଲାଭଳି ବିପଜ୍ଜନକ ଘଟଣା ଦେଖିବାକୁ ମିଳିଛି। ରବିବାର ଦୁଇ ଶୁଟର ଫାୟରିଂ ପଏଣ୍ଟ ନିକଟରେ ସ୍ପଷ୍ଟ ଦିବାଲୋକରେ ମରାମରି ହୋଇଥିଲେ। ସେମାନେ ହେଲେ ବାବର ଖାଁ ଓ ଯୋଗିନ୍ଦରପାଲ ସିଂ।…
ଚା’ ପାନ ସୁଦ୍ଧା ଦକ୍ଷିଣ ଆଫ୍ରିକା ୨୬/୪
ରାଞ୍ଚି,୨୧।୧୦- ଏଠାରେ ଚାଲିଥିବା ତୃତୀୟ ଟେଷ୍ଟରେ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ମାତ୍ର ୨୬ ରନ୍ କରିଛି। ଡିନ ଏଲଗାର ୧୬ ରନ୍ କରି ନଟଆଉଟ ଥିବାବେଳେ ହେନରିଚ…
ଗେଲ, ମାଲିଙ୍ଗାଙ୍କୁ କେହି କିଣିଲେ ନାହିଁ
ଲଣ୍ଡନ,୨୧।୧୦- ଭିନ୍ନ କ୍ରିକେଟ ଲିଗ୍ ‘ଦ ହଣ୍ଡ୍ରେଡ୍’ ପାଇଁ ରବିବାର ଖେଳାଳି ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଫଗାନିସ୍ତାନ ଅଧିନାୟକ ରସିଦ ଖାଁଙ୍କୁ ପ୍ରଥମେ ଓ ଇଂଲଣ୍ଡ ଅଲରାଉଣ୍ଡର ଲୁକ ରାଇଟ୍ ଅନ୍ତିମ ଖେଳାଳି ଭାବେ ବିକ୍ରି ହୋଇଥିଲେ। କିନ୍ତୁ…
ଭାରତ ନିୟନ୍ତ୍ରଣରେ ରାଞ୍ଚି ଟେଷ୍ଟ
ରାଞ୍ଚି,୨୦।୧୦- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ସମ୍ପୂର୍ଣ୍ଣ ଭାରତୀୟ ଦଳର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତୀୟ ଦଳର ୪୯୭ ରନ୍ର କରିଥିବାବେଳେ ଦକ୍ଷିଣ ଆଫ୍ରିକା ତା’ର ଅସମାପ୍ତ ସ୍କୋର ୯/୨ରୁ ବ୍ୟାଟିଂ ଆରମ୍ଭ କରି ୧୬୨…
ମତଦାନ ସାବ୍ୟସ୍ତ କଲେ ସଚିନ ତେନ୍ଦୁଲକର
ମୁମ୍ବାଇ,୨୧।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ସଚିନ ସ୍ତ୍ରୀ ଅଞ୍ଜଳି ଏବଂ ପୁଅ ଅର୍ଜୁନଙ୍କ ସହ ଭୋଟ ଦେବା ପାଇଁ ପହଞ୍ଚିଥିଲେ। ବାନ୍ଦ୍ରା ପୋଲିଂ…
ଡ୍ରେସିଂ ରୁମ୍ରେ ନାଚିଲେ ବିରାଟ କୋହଲି, ଜାଣନ୍ତୁ କାହିଁକି
ରାଞ୍ଚି,୨୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ଭାରତର ସ୍ଥିତି ମଜଭୁତ ରହିଛି। ପ୍ରଥମ ଦିନରେ ଶତକ ଏବଂ ଦ୍ୱିତୀୟ ଦିନରେ ଦ୍ୱିଶତକ ମାରି ଟିମ ଇଣ୍ଡିଆ ପାଇଁ ସଙ୍କଟମୋଚକ ସାଜିଛନ୍ତି ହିଟମ୍ୟାନ ରୋହିତ୍ ଶର୍ମା। ତାଙ୍କୁ ସାଥ ଦେଇଥିବା ଆଜିଙ୍କ୍ୟ…
Archives


