ଖେଳ

ପ୍ରୋ କବାଡ଼ି ଲିଗ୍‌: ଷ୍ଟିଲର୍ସ, ପଲ୍‌ଟନ ବିଜୟୀ

ପୁନେ, ୧୫।୯ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ଶନିବାର ଅନୁଷ୍ଠିତ ୨ଟି ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ଓ ପୁନେରୀ ପଲ୍‌ଟନ ବିଜୟୀ ହୋଇଛନ୍ତି। ଶ୍ରୀ ଶିବ ଛତ୍ରପତି ରେସ୍‌ଲିଂ ହଲ୍‌ରେ ଅନୁଷ୍ଠିତ ଏକ ମ୍ୟାଚ୍‌ରେ ହରିୟାଣ ୪୩-୩୫ ପଏଣ୍ଟରେ...

ରାୟୁଡୁ ହାଇଦ୍ରାବାଦ ଅଧିନାୟକ ନିଯୁକ୍ତ

ହାଇଦ୍ରାବାଦ, ୧୫।୯- ଅବସର ନିଷ୍ପତ୍ତିରୁ ଓହରିବାର ପାଖାପାଖି ୨ ସପ୍ତାହ ପରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଆଗାମୀ ବିଜୟ ହଜାରେ ଟ୍ରଫି ଲାଗି ହାଇଦ୍ରାବାଦ କ୍ରିକେଟ୍‌ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଚଳିତ ମାସ ଅନ୍ତିମ ଭାବରେ ୫୦...

କପିଳ ଦେବ ହେଲେ କୁଳପତି

ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍‌ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ଅନିଲ ଭିଜ୍‌ ଶନିବାର ଏବିଷୟରେ ଟୁଇଟ୍‌ କରିଛନ୍ତି। କୌଣସି ରାଜ୍ୟ...

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ : ଅମିତ ପଙ୍ଘାଲଙ୍କ ସହଜ ବିଜୟ

ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ସେ ଚାଇନିଜ ତାଇପେର ତୁ ପୋ-ଓ୍ବି’ଙ୍କ ବିପକ୍ଷ ତାଙ୍କ ଓପନିଂ ବାଉଟରେ ବିଜୟ...

ଯୁବ ଭାରତୀୟ ଦଳକୁ ରେକର୍ଡ ଏସିଆ କପ୍‌

କଲମ୍ବୋ,୧୪।୯: ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ୧୯ ବର୍ଷରୁ କମ୍‌ କ୍ରିକେଟ ଏସିଆ କପ୍‌ ଜିତିଛି। ସ୍ଥାନୀୟ ଆର. ପ୍ରେମଦାସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ ୫...

ପୂଜାରା, ରାହୁଲ, ଜାଡେଜା ଘୋଷଣା କରିବେ କେଉଁଠାରେ ଦେବେ ଡୋପ ଟେଷ୍ଟ

ନୂଆଦିଲ୍ଲୀ,୧୪।୯: ଭାରତୀୟ କ୍ରିକେଟରଙ୍କ ଲାଗି ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପକ୍ଷରୁ ପ୍ରଥମ ଥର ରେଜିଷ୍ଟର ଟେଷ୍ଟିଂ ପୁଲ (ଆରଟିପି) ପ୍ରସ୍ତୁତ କରାଯାଇଛି। ଏହି ତାଲିକାରେ ୫ ଷ୍ଟାର ପୁରୁଷ ଓ ମହିଳା ଖେଳାଳି ରହିଛନ୍ତି। ଏଥିରେ ଚେତେଶ୍ୱର...

ଫାଇନାଲରେ ଲକ୍ଷ୍ୟ

ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର କିମ ବ୍ରୁନଙ୍କୁ ହରାଇ ଦେଇଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ମ୍ୟାଚ୍‌କୁ ସେ ୨୧-୧୮,...

ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର

କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ...

ୟୁଏସ୍‌ ଓପନ ଚାମ୍ପିୟନ ବାଏଙ୍କାଙ୍କୁ ମିଳିଲା ଡବ୍ଲ୍ୟୁଡବ୍ଲ୍ୟୁଇ ବେଲ୍ଟ

ନୂଆଦିଲ୍ଲୀ,୧୪।୯- ନୂଆକରି ୟୁଏସ୍‌ ଓପନ ଜିତିଥିବା କାନାଡାର ବାଏଙ୍କା ଆଣ୍ଡ୍ରେସ୍କୁଙ୍କୁ ବିଶ୍ୱ ରେଶଲିଂ ଚାମ୍ପିୟନଶିପ (ଡବ୍ଲ୍ୟୁଡବ୍ଲ୍ୟୁଇ)ର ମହିଳା ଡିଭିଜନ ଚାମ୍ପିୟନ ବେଲ୍ଟ ମିଳିଛି। ୨୩ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସଙ୍କୁ ହରାଇ ଦେଇଥିବା ୧୯ ବର୍ଷୀୟ ଖେଳାଳି ଶୁକ୍ରବାର...

କୋହଲି,ରୋହିତଙ୍କୁ ଅପେକ୍ଷା କରୁଛି ରେକର୍ଡ

ଧର୍ମଶାଳା,୧୪।୯: ଏଠାରେ ରବିବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ରେକର୍ଡ ଅଧିକାରୀ ହୋଇପାରନ୍ତି। ରୋହିତ ବର୍ତ୍ତମାନ ଟି୨୦...

ଭାରତରେ ଦକ୍ଷିଣ ଆଫ୍ରିକାର ବିଜୟ ପ୍ରତିଶତ ବେଶି

ଧର୍ମଶାଳା,୭।୯- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଦୁଇ ଦଳ ସିଜନ ଆରମ୍ଭ କରିବାକୁ ଉଦ୍ୟମ କରିବେ। ତେବେ ରେକର୍ଡ...

ଆଇପିଏଲ ଖେଳାଳିଙ୍କ ରୋଜଗାରଠୁ କୋହଲିଙ୍କ ମାସିକ ଘରଭଡ଼ା ବି ଅଧିକ

ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଧନୀ କ୍ରିକେଟର। ଏହା କାହାକୁ ଅଜଣା ନ ଥିବ। ମୁମ୍ବାଇରେ ସେ ୩୪ କୋଟି ଟଙ୍କାର ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି। ହେଲେ ବିରାଟ ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri