ଖେଳ

ଶୁକ୍ରବାର ତୃତୀୟ ଟି୨୦: ଚୟନ ନେଇ ଦ୍ୱନ୍ଦ୍ୱରେ ଭାରତ

ପୁଣେ,୯।୧(ପି.ଟି.)- ଭାରତ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳାଯିବ। ସ୍ଥାନୀୟ ମହାରାଷ୍ଟ୍ର କ୍ରକେଟ ଆସୋସିଏଶନ ଗ୍ରାଉଣ୍ଡରେ ଖେଳାଯିବକୁ ଥିବା ଏହି ମ୍ୟାଚ୍‌ ସିରିଜର ନିର୍ଣ୍ଣାୟକ ମୁକାବିଲା ସାବ୍ୟସ୍ତ ହେବାକୁ ଯାଉଛି। ଗୁଆହାଟୀରେ ଖେଳାଯାଇଥିବା…

ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି: ସୁଶ୍ରୀ, ମାଧୁରୀଙ୍କ ଚମତ୍କାର ପ୍ରଦର୍ଶନ; ଇଣ୍ଡିଆ ‘ବି’-‘ସି’ ଫାଇନାଲ

କଟକ ଅଫିସ,୯ା୧-: ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ବି ଓ ଇଣ୍ଡିଆ-ସି ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଦୁଇ ଦଳ ମଧ୍ୟରେ ଶୁକ୍ରବାର ଫାଇନାଲ ମୁକାବିଲା ହେବ। ୪ଟି ଲେଖାଏ ମ୍ୟାଚ୍‌ ଖେଳି ଇଣ୍ଡିଆ-ବି…

ଦିନିକିଆରୁ ଅବସର ନେଇ ପାରନ୍ତି ଧୋନୀ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୯।୧- ଭାରତୀୟ କ୍ରିକେଟ୍‌ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରେ ଧୋନୀ ଶେଷଥର ପାଇଁ ଭାରତୀୟ ଜର୍ସିରେ ନଜର ଆସିଥିଲେ। ଏହାପରେ ସେ…

ଭୋକିଲା ପିଲାଙ୍କୁ ପଡିଆରେ ଖାଦ୍ୟ ଖୁଆଇ ଚର୍ଚ୍ଚାରେ କ୍ରିକେଟର

ସାଧାରଣତଃ ନିଜ ପ୍ରଦର୍ଶନ ଜରିଆରେ ଖେଳାଳିମାନେ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। କିନ୍ତୁ ଭାରତର ବାମହାତୀ ସ୍ପିନ୍‌ ବୋଲର ଇକବାଲ୍‌ ଅବଦୁଲ୍ଲା ଏକ ମହତ କାମ କରି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଇକବାଲ୍‌ଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ…

ଭାରତ ବିପକ୍ଷ ଟି୨୦ରେ ଖେଳିପାରିବେ ନାହିଁ ଲଥାମ

ଅକ୍‌ଲାଣ୍ଡ, ୯।୧- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଖେଳିପାରିବେ ନାହିଁ। ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ତଥା ୩ୟ ଟେଷ୍ଟ ମ୍ୟାଚ୍‌ର ୪ର୍ଥ ଦିବସରେ କ୍ୟାଚ୍‌ ଧରୁଥିବାବେଳେ ଲଥାମଙ୍କ ଆଙ୍ଗୁଠି ଭାଙ୍ଗିଯାଇଥିଲା। ଏହାସତ୍ତ୍ୱେ ଭଙ୍ଗା ଆଙ୍ଗୁଠିରେ…

‘ବ୍ୟାଟ୍‌ ଫ୍ଲିପ୍‌’ରେ ସାହାଯ୍ୟ କଲେ ବ୍ରେନ କ୍ୟାନସର ପୀଡ଼ିତ ବାଳକ

ବ୍ରିସବେନ, ୯।୧- ଅଷ୍ଟ୍ରେଲିଆ ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ରେ ଗୁରୁବାର ବ୍ରିସବେନ ହିଟ୍‌ ଓ ହୋବାର୍ଟ ହରିକେନ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଜଣେ ବ୍ରେନ କ୍ୟାନସରରେ ପୀଡ଼ିତ ବାଳକ ‘ବ୍ୟାଟ୍‌ ଫ୍ଲିପ୍‌’ରେ ସହାୟତା କରିଥିଲେ। ମ୍ୟାଚ୍‌ ପୂର୍ବରୁ…

ସେମିରେ ମୁଗୁରୁଜା

ସାଂଘାଇ, ୯।୧ (ଏଏଫ୍‌ପି)- ଦୁଇଥରର ଗ୍ରାଣ୍ଡସ୍ଲାମ ବିଜୟିନୀ ସ୍ପାନିଶ ଟେନିସ ତାରକା ଗ୍ରାବିଏନ ମୁଗୁରୁଜା ଏଠାରେ ଚାଲିଥିବା ଶେନଝେନ ଓପନ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ମୁଗୁରୁଜା ୬-୪, ୨-୬, ୬-୪ ସେଟ୍‌ରେ କାଜାଖସ୍ତାନର…

ମାଲେସିଆ ମାଷ୍ଟର୍ସ: କ୍ୱାର୍ଟରରେ ସାଇନା

କୁଆଲାଲମ୍ପୁର, ୯।୧ (ପି.ଟି.)- ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ମାଲେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ରାଉଣ୍ଡ-୧୬’ର ଏକ ମୁକାବିଲାରେ ସାଇନା ୨୫-୨୩, ୨୧-୧୨…

ସୁପର୍‌ କପ୍‌ ଫାଇନାଲରେ ରିୟଲ ମାଡ୍ରିଡ

ଜେଡା, ୯।୧ (ଏଏଫ୍‌ପି)- ଜିନେଡିନ ଜିଡାନେଙ୍କ ରିୟଲ ମାଡ୍ରିଡ୍‌ ଦଳ ସ୍ପାନିଶ ସୁପର୍‌ କପ୍‌ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ ମୁକାବିଲାରେ ଏହି ସ୍ପାନିଶ କ୍ଲବ ୩-୧ ଗୋଲରେ ଭାଲେନିକାକୁ ହରାଇ ଦେଇଛି। ମ୍ୟାଚ୍‌ର ୧୫ତମ ମିନିଟ୍‌ରେ ଟୋନି କ୍ରୁଜ୍‌ କର୍ନର…

ଗ୍ରୀନ ୩ ମାସ ବାସନ୍ଦ

ସିଡ୍‌ନୀ, ୯।୧ (ଏଏଫ୍‌ପି)- ଅଷ୍ଟ୍ରେଲୀୟ କ୍ରିକେଟର ତଥା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ରେ ସିଡ୍‌ନୀ ଥଣ୍ଡର୍ସ ପକ୍ଷରୁ ଖେଳୁଥିବା ଅଫ୍‌ ସ୍ପିନର କ୍ରିସ୍‌ ଗ୍ରୀନ ୩ ମାସ ଲାଗି ବୋଲିଂ କରିପାରିବେ ନାହିଁ। ଅବୈଧ ବୋଲିଂ ଶୈଳୀ ଲାଗି କ୍ରିକେଟ୍‌ ଅଷ୍ଟ୍ରେଲିଆ…

ଇଣ୍ଡିଆନ୍‌ ସୁପର୍‌ ଲିଗ୍‌: ଶତକ ମ୍ୟାଚ୍‌ରେ ଗୋଆ ବିଜୟୀ

ମାର୍‌ଗାଓ, ୯।୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ନିଜର ଶତକୀୟ ମ୍ୟାଚ୍‌ରେ ଏଫ୍‌ସି ଗୋଆ ବିଜୟୀ ହୋଇଛି। ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ଘରୋଇ ଏଫ୍‌ସି ଗୋଆ ୨-୦ ଗୋଲରେ ନର୍ଥଇଷ୍ଟ ୟୁନାଇଟେଡ୍‌କୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ଉଭୟ ଗୋଲ…

ବିଗ୍‌ ବାସ୍‌ ଲିଗ୍‌: ଗୋଟିଏ ଦିନରେ ୨ଟି ହ୍ୟାଟ୍ରିକ

ଆଡିଲେଡ୍‌,୯।୧- ଗୋଟିଏ ଦିନରେ ଦୁଇଜଣ ବୋଲରଙ୍କୁ ହ୍ୟାଟ୍ରିକ ଉଇକେଟ୍‌ ସଫଳତା ମିଳିଛି। ଅଷ୍ଟ୍ରେଲିଆର ଘରୋଇ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ରେ ଆଫଗାନିସ୍ତାନ ସ୍ପିନର ରଶିଦ ଖଁା ଓ ପାକିସ୍ତାନ ଦ୍ରୁତ ବୋଲର ହାରିସ ରଫ୍‌ ଏହି ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?