ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ତୁଳନା କଲେ ଅଖତର
କରାଚୀ,୧୮।୧୦- ପୂର୍ବତନ ପାକିସ୍ତାନ ସ୍ପିଡ୍ଷ୍ଟାର ଶୋଏବ ଅଖତର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ ହେବାକୁ ଯାଉଥିବା ସୌରଭ ଗାଙ୍ଗୁଲିଙ୍କୁ ସମର୍ଥନ କରିଛନ୍ତି। ଏହା ଏକ ଭଲ ଖବର କହିବା ସହ ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ…
ରାଞ୍ଚିରେ ଟେଷ୍ଟ: ଧୋନୀଙ୍କୁ ଅପେକ୍ଷା
ରାଞ୍ଚି,୧୮।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଏଠାରେ ରବିବାରଠାରୁ ୩ୟ ଟେଷ୍ଟ ଖେଳାଯିବ। ଏହା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ହୋମ ଗ୍ରାଉଣ୍ଡ। ବିଶ୍ୱକପ୍ର ସେମିଫାଇନାଲରୁ ଭାରତୀୟ ଦଳର ବିଦାୟ ପରେ କ୍ରିକେଟ ପଡ଼ିଆକୁ ଫେରି…
ଇର୍ଫାନଙ୍କ ନୂଆ ଇନିଂସ
ଏକଦା ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ଅଲରାଉଣ୍ଡର ବିବେଚିତ ହେଉଥିବା ଇରଫାନ ପଠାନଙ୍କ ଖେଳ କ୍ୟାରିୟର ପ୍ରାୟତଃ ଶେଷ ପର୍ଯ୍ୟାୟରେ। ବର୍ତ୍ତମାନ ଜମ୍ମୁ ଓ କଶ୍ମୀର ଦଳର କୋଚ୍ ଦାୟିତ୍ୱ ନିର୍ବାହ କରୁଛନ୍ତି ଏହି ବାମହାତୀ ଷ୍ଟାଇଲିଶ୍ ଖେଳାଳି। ତାଙ୍କ କ୍ୟାରିୟର…
ଗୋଟିଏ ବର୍ଷରେ ସର୍ବାଧିକ ଶତକ
ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଅଧିକ ସଂଖ୍ୟାରେ ଶତକ ହାସଲ କରିବା ନିଶ୍ଚିତ ଭାବେ ଏକ ବଡ଼ ସଫଳତା। ଏଥିରେ ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ବିରାଟ କୋହଲି ସବୁଠାରୁ ଆଗରେ ରହିଛନ୍ତି … କ୍ରିକେଟରେ ଶତକ ହାସଲ କରିବା ଏକ ସ୍ବତନ୍ତ୍ର…
କ୍ରିକେଟରରୁ ବିସିସିଆଇ ଅଧ୍ୟକ୍ଷ
ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ଜଣେ କ୍ରିକେଟରରୁ ଏହି ହାଇପ୍ରୋଫାଇଲ ପଦ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ବେଶ୍ ସଂଘର୍ଷପୂର୍ଣ୍ଣ… ବିଶ୍ୱ କ୍ରିକେଟରେ ସୌରଭ ଗାଙ୍ଗୁଲିଙ୍କ ପରିଚୟ ଦେବାର କୌଣସି ଆବଶ୍ୟକତା ନାହିଁ। ଭାରତୀୟ କ୍ରିକେଟକୁ…
ଅଲିମ୍ପିକ୍ସ ଓ ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତା : ପଦକ ବିଜେତା ଦମ୍ପତି
ବିଶ୍ୱସ୍ତରୀୟ ଆଥ୍ଲେଟିକ୍ସ ଇଭେଣ୍ଟରେ କେତେଜଣ କ୍ରୀଡ଼ାବିତ୍ ଦମ୍ପତି ପଦକ ହାସଲ କରି ବିରଳ କୃତିତ୍ୱର ଅଧିକାରୀ ହୋଇଛନ୍ତି। ଏମିଲ ଜାଟୋପେକ ଏବଂ ଡାନା ଜାଟୋପେକଙ୍କଠାରୁ ୧୯୫୨ ଅଲିମ୍ପିକ୍ସରୁ ଆରମ୍ଭ ହୋଇଥିବା ଏହି ଧାରାକୁ ୨୦୧୯ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ମାଇକେଲ ଉଇବୋ…
୨୦୨୩ ହକି ବିଶ୍ୱକପ୍ ଆୟୋଜନ: ବିଡ୍ ଦାଖଲ କଲା ଭାରତ
ଲାଉସେନ,୧୮।୧୦(ପି.ଟି.)- ୨୦୨୩ରେ ଆୟୋଜନ ହେବାକୁଥିବା ହକି ବିଶ୍ୱକପ୍ର ଆଗାମୀ ସଂସ୍କରଣ ଆୟୋଜନ କରିବାକୁ ଭାରତ ଦାବି ଉପସ୍ଥାପନା କରିଛି। ଭାରତ ସମେତ ୩ଟି ଦେଶ ଏ ନେଇ ବିଡ୍ ଦାଖଲ କରିଛନ୍ତି ବୋଲି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ସୂଚନା ଦେଇଛି।…
ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଲି’ଙ୍କ ଅବସର
ନୂଆଦିଲ୍ଲୀ, ୧୮।୧୦ (ପି.ଟି.)- ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଲି ଜୁଇ ରୁଇ ଅନ୍ତର୍ଜାତୀୟ ବ୍ୟାଡ୍ମିଣ୍ଟନରୁ ଅବସର ଘୋଷଣା କରିଛନ୍ତି। ଓ୍ବାଲର୍ଡ ବ୍ୟାଡ୍ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍) ପକ୍ଷରୁ ଗୁରୁବାର ଏହା କୁହାଯାଇଛି। ୨୮ ବର୍ଷୀୟା ଏହି ଚାଇନିଜ ବ୍ୟାଡ୍ମିଣ୍ଟନ ଖେଳାଳି ୨୦୧୨ ଲଣ୍ଡନ…
ଜାତୀୟ ଜୁନିୟର ଖୋଖୋ ପାଇଁ ଓଡ଼ିଶା ଦଳ ମନୋନୀତ
ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଗୁଜରାଟର ସୁରଟଠାରେ ଜାତୀୟ ଜୁନିୟର ଖୋଖୋର ୩୯ତମ ସଂସ୍କରଣଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ମନୋନୀତ ଓଡ଼ିଶା ଦଳ ଗୁରୁବାର ସୁରଟ ଯାତ୍ରା କରିଛି। ବାଳିକା ଦଳ: ପୁଷ୍ପା ମାରାଣ୍ଡି, ସବ୍ନମ୍…
ବାଂଲାଦେଶ ଦଳରେ ଆରାଫତ, ଅଲ୍ ଅମିନ
ଢାକା, ୧୮।୧୦(ପି.ଟି.)- ଭାରତ ଓ ବାଂଲାଦେଶ ମଧ୍ୟରେ ଆସନ୍ତା ମାସରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଗୁରୁବାର ୧୫ ଜଣିଆ ବାଂଲାଦେଶ ଦଳ ଘୋଷିତ ହୋଇଛି। ଦଳକୁ ବାମହାତୀ ସ୍ପିନର ଆରାଫତ…
ଓଡ଼ିଶାରେ ଗ୍ରାଣ୍ଡମାଷ୍ଟର କୋଚିଂ କ୍ୟାମ୍ପ
ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଅଲ୍ ଓଡ଼ିଶା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟର ଖେଳାଳି ଓ କୋଚ୍ଙ୍କ ପାଇଁ ଏକ କୋଚିଂ କ୍ୟାମ୍ପ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ। କ୍ୟାମ୍ପରେ କୋଚିଂ ଦେବାପାଇଁ ଚିଲି ଗ୍ରାଣ୍ଡମାଷ୍ଟର ରୋଡ୍ରିଗୋ ଭାସ୍କ୍ବେଜ…
ବିଜୟ ହଜାରେ ଟ୍ରଫି: କ୍ୱାର୍ଟର ଫାଇନାଲରେ ପୁଡୁଚେରୀ
ଡେରାଡୁନ,୧୭।୧୦(ପି.ଟି.)-ବିଜୟ ହଜାରେ ଟ୍ରଫିରେ ପୁଡୁଚେରୀ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ପୁଡୁଚେରୀ ୫ ଉଇକେଟରେ ଆସାମକୁ ପରାସ୍ତ କରି କ୍ୱାର୍ଟରକୁ ଉଠିଛି। ଟସ୍ ଜିତି ପୁଡୁଚେରୀ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ ପାଇଥିବା ଆସାମ ୩୬.୧…
Archives


