ଖେଳ

୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି: ସିକ୍କିମକୁ ହରାଇଲା ଓଡିଶା, ପ୍ରିତମ ମ୍ୟାନ ଅଫ୍‌ ଦ ମ୍ୟାଚ

ସମ୍ବଲପୁର, ୭।୧(ବ୍ୟୁରୋ): ସୌରଭ ଗୌଡଙ୍କ ଦ୍ୱିଶତକ ଓ ବୋଲର ପ୍ରିତମ ସିଂ ଚୌହାନଙ୍କ ଘାତକ ବୋଲିଂ ସହାୟତାରେ ଓଡିଶା ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଅନୁଷ୍ଠିତ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚରେ ୧ ଇନିଂସ ୯୮ ରନ୍‌ରେ ସିକ୍କିମକୁ ପରାସ୍ତ…

ଯୋଗ୍ୟତା ଅର୍ଜନ କରିପାରିଲେନି ଲକ୍ଷ୍ୟ ସେନ

କୁଆଲାଲମ୍ପୁର, ୭ା୧ (ପି.ଟି.)- ଭାରତର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ ମାଲେସିଆ ମାଷ୍ଟର୍ସ ସୁପର ୫୦୦ ଟୁର୍ନାମେଣ୍ଟର ମୁଖ୍ୟ ଡ୍ର ପାଇଁ ଯୋଗ୍ୟତା ହାସଲ କରିପାରି ନାହାନ୍ତି। ମଙ୍ଗଳବାର ଏଠାରେ ଅନୁଷ୍ଠିତ ଏକ ପୁରୁଷ ସିଙ୍ଗଲ୍ସ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚରେ…

ଡବ୍ଲ୍ୟୁଟିଏ ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତା: ଓସାକାଙ୍କ କଷ୍ଟସାଧ୍ୟ ବିଜୟ

ବ୍ରିସ୍‌ବେନ, ୭ା୧ (ଏଏଫ୍‌ପି)- ଡବ୍ଲ୍ୟୁଟିଏ ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ଜାପାନିଜ ଷ୍ଟାର ନାଓମି ଓସାକା ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛନ୍ତି। ପୂର୍ବତନ ବିଶ୍ୱର ନମ୍ବର ଓ୍ବାନ ଖେଳାଳି ମାରିଆ ସାକାରିଙ୍କୁ ୬-୨, ୬-୭ (୭/୪), ୬-୩ରେ ହରାଇ…

ନିର୍ଭୟା ମାମଲାକୁ ନେଇ ଗମ୍ଭୀରଙ୍କ ଟୁଇଟ

ନୂଆଦିଲ୍ଲୀ,୭।୧: ନିର୍ଭୟା ଗଣହତ୍ୟା ମାମଲାରେ ୪ ଦୋଷୀଙ୍କ ବିରୋଧରେ ମଙ୍ଗଳବାର ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ଶୁଣାଣି କରିଛନ୍ତି। ଅଭିଯୁକ୍ତ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ ସକାଳ ୭ଟାରେ…

ରୋନାଲ୍ଡୋଙ୍କ ୫୬ତମ ହ୍ୟାଟ୍ରିକ

ମିଲାନ, ୭।୧ (ଏଏଫ୍‌ପି)- ପର୍ତ୍ତୁଗାଲ ଫୁଟ୍‌ବଲ ଲିଜେଣ୍ଡ କ୍ରିଷ୍ଟିଆନୋ ରୋନାଲ୍ଡୋ କ୍ୟାରିୟରର ୫୬ତମ ହ୍ୟାଟ୍ରିକ ସଫଳତା ପାଇଛନ୍ତି। ସ୍ଥାନୀୟ ଆଲିଆଞ୍ଜ ଷ୍ଟାଡିୟମରେ ଅନୁଷ୍ଠିତ ସିରିଏ ଏ’ର ଏକ ମୁକାବିଲାରେ ଦୁଇ ଇଟାଲୀର ପ୍ରଫେସନାଲ ଫୁଟ୍‌ବଲ କ୍ଲବ ଜୁଭେଣ୍ଟସ ଓ କାଗଲିଆରି ପରସ୍ପରକୁ…

ବିଶ୍ୱକପ୍‌ ବିଜେତା ଡି ରୋସିଙ୍କ ଅବସର

ବୁଏନ୍ସ ଏରିଜ୍‌, ୭।୧ (ଏଏଫ୍‌ପି)- ବିଶ୍ୱକପ୍‌ ବିଜେତା ଭେଟେରାନ ଇଟାଲୀ ଫୁଟ୍‌ବଲ ଖେଳାଳି ଡାନିଏଲ ଡି ରୋସି ଅବସର ଘୋଷଣା କରିଛନ୍ତି। ୩୬ ବର୍ଷୀୟ ରୋସି ୬ ମାସ ପୂର୍ବେ ଆର୍ଜେଣ୍ଟିନା ଭିତ୍ତିକ କ୍ଲବ ବୋକା ଜୁନିୟର୍ସରେ ଯୋଗ ଦେଇଥିଲେ। କିନ୍ତୁ…

ଭାରତ ଟୁର୍‌ରୁ ଲାଙ୍ଗରଙ୍କ ବିଶ୍ରାମ

ସିଡ୍‌ନୀ, ୭।୧ (ପି.ଟି.)- ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର ଆଗାମୀ ଭାରତ ଗସ୍ତରୁ ଓହରି ଯାଇଛନ୍ତି। କିଛି ବ୍ୟକ୍ତିଗତ କାମ ଲାଗି ସେ କିଛି ସମୟ କ୍ରିକେଟ୍‌ରୁ ବିରତି ନେଇଛନ୍ତି। ଫଳରେ ସିନିୟର ସହାୟକ କୋଚ୍‌ ଆଣ୍ଡ୍ରିଉ…

ମୋତେ କୁହ, ମୋ ପରିବାରକୁ ଟାଣନି

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ବିଶ୍ରାମ ନେଇଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଆଇସିସି ବିଶ୍ୱକପର ସେମିଫାଇନାଲରୁ ଭାରତୀୟ ଦଳ ବିଦାୟ ନେବା ପରେ ଖେଳାଳି ନିଜ…

କଳିଙ୍ଗରେ ଓଡ଼ିଶା ଏଫ୍‌ସିର ବିଜୟ ଜାରି

ଭୁବନେଶ୍ୱର, ୭।୧ (ସ୍ପୋଟର୍‌ସ ବ୍ୟୁରୋ)- ଘରୋଇ କଳିଙ୍ଗ ଷ୍ଟାଡିୟମରେ ବିଜୟ ଅବ୍ୟାହତ ରଖିଛି ଓଡ଼ିଶା ଏଫ୍‌ସି ଟିମ୍‌। ଚଳିତ ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭୁବନେଶ୍ୱର ଭିତ୍ତିକ ଦଳ ଓଡ଼ିଶା ଏଫ୍‌ସି ୨-୦ ଗୋଲରେ…

ଇଣ୍ଡିଆ-ସି ୧୦ରନରେ ବିଜୟୀ

କଟକ ଅଫିସ,୭।୧- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ସୋମବାର ଇଣ୍ଡିଆ-ସି ଦଳ ୧୦ରନରେ ଇଣ୍ଡିଆ-ଏ’କୁ ପରାସ୍ତ କରିଛି। ଇଣ୍ଡିଆ-ସି ପକ୍ଷରୁ ଧାର୍ଯ୍ୟ ୧୨୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଇଣ୍ଡିଆ-ଏ ୧୧୩ ରନ କରିଥିଲା।…

ସର୍ବଭାରତୀୟ ଆନ୍ତଃ ଜୋନ୍‌ ବିଶ୍ୱବିଦ୍ୟାଳୟ ଭଲିବଲ୍‌ : କୁରୁକ୍ଷେତ୍ର ଚାମ୍ପିୟନ, ଏସ୍‌ଆର୍‌ଏମ୍‌ ରନର୍ସଅପ୍‌

ଭୁବନେଶ୍ୱର, ୭।୧ (ସ୍ପୋଟର୍‌ସ ବ୍ୟୁରୋ)- କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ଜୋନ୍‌ ବିଶ୍ୱବିଦ୍ୟାଳୟ (ପୁରୁଷ) ଭଲିବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ସୋମବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଏସ୍‌ଆର୍‌ଏମ୍‌ ବିଶ୍ୱବିଦ୍ୟାଳୟ (ଚେନ୍ନାଇ)କୁ ପରାସ୍ତ କରି କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟ ଚାମ୍ପିୟନ ହୋଇଛି।…

ସିକେ ନାଇଡୁ ଟ୍ରଫି: ଦୃଢ଼ ସ୍ଥିତିରେ ଓଡ଼ିିଶା ଅମ୍ରିତ, ସୌରଭଙ୍କ ଶତକ

ସମ୍ବଲପୁର, ୭।୧ (ବ୍ୟୁରୋ): ଅମ୍ରିତ ଖଟୁଆ ଓ ସୌରଭ କୁମାର ଗୌଡ଼ଙ୍କ ଆକର୍ଷଣୀୟ ଶତକ ଯୋଗୁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ସିକିମ ବିପକ୍ଷ ୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚରେ ଓଡିଶା ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?