ଏହି ବ୍ୟକ୍ତିଙ୍କ ପାଇଁ ସଚିନ କ୍ରିକେଟର ଭଗବାନ ପାଲଟିଥିଲେ
ରାଜ ସିଂ ଡୁଙ୍ଗୁରପୁର,କ୍ରିକେଟରେ ଏହି ନାଁଟିକୁ ହୁଏତ ବେଶି ଲୋକ ଜାଣି ନ ଥିବେ। କିନ୍ତୁ ଏହି ବ୍ୟକ୍ତି ଜଣଙ୍କ ପାଇଁ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ବିଶ୍ୱ କ୍ରିକେଟର ନାଁ କମାଇଥିଲେ। ଯଦି ସେଦିନ ଡୁଙ୍ଗରପୁର ୧୬ବର୍ଷୀୟ ସଚିନଙ୍କୁ ଦଳରେ...
ପାକିସ୍ତାନ ଗସ୍ତ ପୂର୍ବରୁ ଶ୍ରୀଲଙ୍କା ଦଳକୁ ଆତଙ୍କବାଦୀ ଆକ୍ରମଣ ଧମକ
କଲମ୍ବୋ, ୧୨।୯ (ଏଏଫ୍ପି)- ଆଗାମୀ ପାକିସ୍ତାନ ଗସ୍ତ ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ୍ ଦଳକୁ ଆତଙ୍କବାଦୀ ଆକ୍ରମଣ ଧମକ ମିଳିଛି। ଶ୍ରୀଲଙ୍କା କ୍ରିକେଟ୍ (ଏସ୍ଏଲ୍) ପକ୍ଷରୁ ବୁଧବାର ରାତିରେ ଏନେଇ ସ୍ପଷ୍ଟ କରାଯାଇଛି। ଶ୍ରୀଲଙ୍କା ବୋର୍ଡ ପକ୍ଷରୁ କୁହାଯାଇଛି କି, ଏହି...
୧୭ର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ: ଭୁବନେଶ୍ୱର ସମେତ ୫ ସହର ଅନୁଧ୍ୟାନ
ମୁମ୍ବାଇ, ୧୨।୯(ପି.ଟି.)- ୨୦୨୦ ସେପ୍ଟେମ୍ବର ୨୧ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ବିଶ୍ୱରେ ଫୁଟବଲ ପରିଚାଳନାର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ଭୁବନେଶ୍ୱର ସମେତ ମୋଟ ୫ଟି ସହରକୁ...
ପ୍ରଥମ ଅନ୍ଅଫିସିଆଲ ଟେଷ୍ଟ: ବୃହତ୍ ବିଜୟର ନିକଟତର ଭାରତ ଏ’
ଥିରୁଭାନନ୍ତପୁରମ,୧୨।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍ ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ପ୍ରଥମ ଅନ୍ ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଘରୋଇ ଭାରତ ଏ’ ବୃହତ୍ ବିଜୟର ନିକଟତର ହୋଇଛି। ତୃତୀୟ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ...
ଏସିଆ କପ୍ ସାଇକ୍ଲିଂ: ପଦକ ତାଲିକାର ଶୀର୍ଷରେ ଭାରତ
ନୂଆଦିଲ୍ଲୀ, ୧୨।୯ (ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଇନ୍ଡୋର ସ୍ପୋଟର୍ସ କମ୍ପେକ୍ସଠାରେ ଅନୁଷ୍ଠିତ ଟ୍ରାକ୍ ଏସିଆ କପ୍ ସାଇକ୍ଲିଂ ପ୍ରତିଯୋଗିତାରେ ଭାରତର ରୋନାଲ୍ଡୋ ଲାଇତୋଞ୍ଜାମ ବ୍ୟକ୍ତିଗତ ୪ର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏଥିସହ ଭାରତ ଏହି ପ୍ରତିଯୋଗିତାର ପଦକ ତାଲିକାର...
୨୩ ବର୍ଷରୁ କମ୍ କ୍ରିକେଟ୍: ଭାରତ-ବାଂଲାଦେଶ ସିରିଜ ଭେନ୍ୟୁ ପରିବର୍ତ୍ତନ
ନୂଆଦିଲ୍ଲୀ, ୧୨।୯ (ପି.ଟି.)- ଘରୋଇ ଭାରତ ଓ ବାଂଲାଦେଶ ୨୩ ବର୍ଷରୁ କମ୍ କ୍ରିକେଟ୍ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜର ଭେନ୍ୟୁରେ ପରିବର୍ତ୍ତନ ହୋଇଛି। ଖରାପ ପାଣିପାଗ ଲାଗି ଭାରତୀୟ କ୍ରିlକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହି...
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷଣା: ରାହୁଲଙ୍କୁ ନେଇ ଦ୍ୱନ୍ଦ୍ୱ, ରୋହିତ ଫେରିବା ସମ୍ଭାବନା, ଈଶ୍ୱରନ ଡାର୍କ ହର୍ସ
ନୂଆଦିଲ୍ଲୀ,୧୨।୯ (ପି.ଟି.)- ଆସନ୍ତାମାସ ଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଘୋଷଣା ହେବ। ଚୟନକର୍ତ୍ତାମାନେ ବୈଠକରେ ବସି ଏହି ୩ ମ୍ୟାଚ୍ ବିଶିଷ୍ଟ ସିରିଜ ପାଇଁ ଦଳ ଚୟନ କରିବେ।...
ଆଶେସ ପଞ୍ଚମ ଟେଷ୍ଟ : ସିରିଜ୍ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଲଣ୍ଡନ,୧୨।୯(ଏଏଫ୍ପି)- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚଳିତ ଆଶେସର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ଆରମ୍ଭ ହେବ। ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍ ଉଭୟ ଦଳ...
ରୋନାଲ୍ଡୋଙ୍କ ଏକାଧିକ କିର୍ତ୍ତୀମାନ
ଲିସବନ (ପର୍ତ୍ତୁଗାଲ), ୧୨।୯- ୟୁରୋ ୨୦୨୦ ପ୍ରତିଯୋଗିତାର ଏକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ତାରକା ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଦମ୍ଦାର ପ୍ରଦର୍ଶନ ବଳର ପର୍ତ୍ତୁଗାଲ ୫-୧ ଗୋଲରେ ଲିଥୁଆନିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଏକାକୀ ୪ ଗୋଲସ୍କୋର କରି...
୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ
ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଗା ଇଭେଣ୍ଟ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍) ପକ୍ଷରୁ ପ୍ରକାଶିତ...
ଇଷ୍ଟ ଜୋନ୍ ସ୍ନୁକର: ବିପର୍ଯ୍ୟୟ ଘଟାଇଲେ ସୌଭାଗ୍ୟ କ୍ୱାର୍ଟର ଫାଇନାଲ ଚୂଡାନ୍ତ
ଭୁବନେଶ୍ୱର,୧୨।୯(ସ୍ପୋଟର୍ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍କନ ଚିଲିକା ଇଷ୍ଟ ଜୋନ୍ ସ୍ନୁକର ଚାମ୍ପିୟନଶିପ୍ ବୁଧବାର ସପ୍ତମ ଦିବସରେ ପହଞ୍ଚିଛି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ଲାଇନ୍ଅପ୍ ଚୂଡାନ୍ତ ହୋଇଛି। କ୍ୱାର୍ଟର ଫାଇନାଲରେ ପଶ୍ଚିମବଙ୍ଗର ମନୀଷ ଜୈନ ଓ...
ଟ୍ରାକ୍ ଏସିଆ କପ୍ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି
କଟକ ଅଫିସ, ୧୨ା୯- ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି...
Archives


