ଖେଳ

ଡେଭିସ୍‌ କପ୍‌: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା

ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି ମଙ୍ଗଳବାର ନିଷ୍ପତ୍ତି ନେଇଛି। ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍‌) ଯଦି ନିରପେକ୍ଷ ଭେନ୍ୟୁରେ ମ୍ୟାଚ…

ଲକ୍ଷ୍ୟଙ୍କୁ କ୍ୟାରିୟର ଶ୍ରେଷ୍ଠ ମାନ୍ୟତା

ନୂଆଦିଲ୍ଲୀ, ୧୫।୧୦- ଭାରତୀୟ ଯୁବ ବ୍ୟାଡ୍‌ମିଣ୍ଟନ ତାରକା ଲକ୍ଷ୍ୟ ସେନ୍‌ଙ୍କୁ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା ମିଳିଛି। ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ୧୮ ବର୍ଷୀୟ ଲକ୍ଷ୍ୟ ଏକାଥରରେ ୨୦ ପାହାଚ ଉପରକୁ ଉଠି ୫୧ତମ ସ୍ଥାନ…

ଡେନମାର୍କ ଓପନ୍‌: ସିନ୍ଧୁଙ୍କ କଷ୍ଟସାଧ୍ୟ ବିଜୟ

ଓଡେନସେ, ୧୫।୧୦ (ପି.ଟି.)- ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୭ ଲକ୍ଷ ୭୫ ହଜାର ଆମେରିକୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଡେନମାର୍କ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ କଷ୍ଟସାଧ୍ୟ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ମହିଳା ସିଙ୍ଗଲ୍ସ…

ଓ୍ବେଷ୍ଟଇଣ୍ଡିଜ କୋଚ୍‌ ପଦକୁ ଫେରିଲେ ସିମନ୍ସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୧୫।୧୦ (ଏଏଫ୍‌ପି)- ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳର କୋଚ୍‌ ପଦକୁ ପୁଣିଥରେ ଫିଲ୍‌ ସିମନ୍ସ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଗାମୀ ୪ ବର୍ଷ ପର୍ଯ୍ୟନ୍ତ ସିମନ୍ସ ମୁଖ୍ୟ କୋଚ୍‌ ରହିବେ ବୋଲି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ଏକ ବିବୃତିରେ…

ସୁପର ଓଭର ନିୟମରେ ପରିବର୍ତ୍ତନ କଲା ଆଇସିସି

ଦୁବାଇ,୧୫ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ଏହାର ସମସ୍ତ ପ୍ରମୁଖ ଇଭେଣ୍ଟଗୁଡ଼ିକ ଲାଗି ସୁପର ଓଭର ନିୟମରେ ପରିବର୍ତ୍ତନ କରିଛି। ଏଣିକି ସେମିଫାଇନାଲ କିମ୍ବା ଫାଇନାଲ ମ୍ୟାଚରେ ଟାଇ ଭାବେ ହେଲେ ସୁପର ଓଭରରେ ଯଦି ଫଇସଲା ନ ହୁଏ…

ପ୍ରାର୍ଥିପତ୍ର ଦାଖଲ କଲେ ଗାଙ୍ଗୁଲି

ମୁମ୍ବାଇ, ୧୫ା୧୦ (ପି.ଟି.)- ଅକ୍ଟୋବର ୨୩ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏଥିରେ ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ସୋମବାର ପୂର୍ବତନ ଭାରତ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ଜୟ…

ପିକେଏଲ୍‌: ବେଙ୍ଗାଲୁରୁ, ୟୁ ମୁମ୍ବା ସେମିଫାଇନାଲରେ

ଅହମ୍ମଦାବାଦ, ୧୫।୧୦ (ପି.ଟି.)- ଡିଫେଣ୍ଡିଂ ଚାମ୍ପିୟନ ବେଙ୍ଗାଲୁରୁ ବୁଲ୍ସ ଓ ୟୁ ମୁମ୍ବା ଚଳିତ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌) ୭ମ ସିଜନର ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଖେଳାଯାଇଥିବା ପ୍ରଥମ ଏଲିମିନେଟର୍‌ ମ୍ୟାଚ୍‌ରେ ବେଙ୍ଗାଲୁରୁ ୪୮-୪୫ ପଏଣ୍ଟରେ ୟୁପି ଯୋଦ୍ଧାକୁ…

ବାହାରିନ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ : ଟପ୍‌ ସିଡ୍‌ ଜାସନଙ୍କୁ ହରାଇ ପ୍ରିୟାଂଶୁ ଚାମ୍ପିୟନ

ଇସା ଟାଉନ(ବାହାରିନ), ୧୫।୧୦(ପି.ଟି.)- ଭାରତୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଭା ପ୍ରିୟାଂଶୁ ରାଜାଓ୍ବତ କ୍ୟାରିୟରରେ ଏକ ବଡ଼ ସଫଳତା ଅର୍ଜନ କରିଛନ୍ତି। ସୋମବାର ଶେଷ ହୋଇଥିବା ବାହାରିନ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ସିରିଜର ଫାଇନାଲରେ ସେ ଟପ୍‌ ସିଡ୍‌ କାନାଡ଼ାର ଜାସନ ଆନ୍ଥୋନୀ ହୋ-ଶୁଇଙ୍କୁ ହରାଇ…

ପ୍ରଥମ ଶ୍ରେଣୀ କ୍ରିକେଟର୍‌ଙ୍କ ଆର୍ଥିକ ସ୍ଥିତିକୁ ଗୁରୁତ୍ୱ ଦେବି: ଗାଙ୍ଗୁଲି

ମୁମ୍ବାଇ, ୧୫।୧୦ (ପି.ଟି.)- ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିଶ୍ୱର ସବୁଠାରୁ ବିତ୍ତଶାଳୀ କ୍ରିକେଟ୍‌ ବୋର୍ଡ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂତନ ସଭାପତି ଭାବେ ପଦ ମଣ୍ଡନ କରିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ…

ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟର ୪ର୍ଥ ସଂସ୍କରଣ ସୋମବାର ଉଜ୍ଜୟିନୀରେ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଝାଡ଼ଖଣ୍ଡକୁ ୬୬ ରନରେ ହରାଇ ଓଡ଼ିଶା ପ୍ରଥମଥର ପାଇଁ ଚାମ୍ପିୟନ ହୋଇଛି। ଟସ୍‌ ଜିତିଥିବା ଓଡ଼ିଶା ପ୍ରଥମେ ବ୍ୟାଟିଂ କରି…

କଳିଙ୍ଗରେ ହକି କ୍ୟାମ୍ପ ଆରମ୍ଭ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)- ଆସନ୍ତା ନଭେମ୍ବର ୧ ଓ ୨ ତାରିଖରେ ହେବାକୁଥିବା ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ପାଇଁ କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ମହିଳା ଦଳର କ୍ୟାମ୍ପ ସୋମବାର ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ପୁରୁଷ ଦଳର ଖେଳାଳିମାନେ ପର୍ଯ୍ୟାୟକ୍ରମେ ଭୁବନେଶ୍ୱରରେ…

ମହିଳା କ୍ରିକେଟ୍‌: ଭାରତର ସିରିଜ ସୁଇପ୍‌

ଭଦୋଦରା, ୧୪।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ସୋମବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିନେଇଛି। ଏଥିସହ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜକୁ ଭାରତ ୩-୦ରେ କ୍ଲିନ ସୁଇପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri