ଖେଳ

ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ: ଲକ୍ଷ୍ୟଙ୍କୁ ଟାଇଟଲ

ଅଲମେର,୧୩।୧୦(ପି.ଟି.)- ଉଦୀୟମାନ ବ୍ୟାଡମିଣ୍ଟନ ତାରକା ଭାରତର ଲକ୍ଷ୍ୟ ସେନ ଆଉ ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସର ଅଲମେରଠାରେ ଖେଳାଯାଇଥିବା ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ସେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ…

ସୁଲତାନ ଜୋହର କପ୍‌ ହକି: ଭାରତର କ୍ରମାଗତ ଦ୍ୱିତୀୟ ବିଜୟ ନ୍ୟୁଜିଲାଣ୍ଡ ୮-୨ ଗୋଲ୍‌ରେ ପରାସ୍ତ

ଜୋହର ବାହରୁ,୧୩।୧୦(ପି.ଟି.)- ଏଠାରେ ଚାଲିଥିବା ସୁଲତାନ ଜୋହାର କପ୍‌ ହକି ଟୁର୍ନାମେଣ୍ଟରେ ଭାରତୀୟ ଜୁନିୟର ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଶନିବାର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟୋଜକ ମାଲେସିଆକୁ ୪-୨ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ରବିବାର…

ରୌପ୍ୟରେ ସନ୍ତୁଷ୍ଟ ମଞ୍ଜୁ ରାଣୀ

ଉଲାନ-ଉଡେ(ରୁଷିଆ),୧୩।୧୦(ପି.ଟି.)- ଭାରତୀୟ ବକ୍ସର ମଞ୍ଜୁ ରାଣୀଙ୍କ ପ୍ରଥମ ବିଶ୍ୱ ଚାମ୍ପିୟନଶିପ୍‌ ଅଭିଯାନ ରୌପ୍ୟ ପଦକ ସହ ଶେଷ ହୋଇଛି। ରବିବାର ଅନୁଷ୍ଠିତ ୪୮ କେଜି ଓଜନ ବର୍ଗର ଫାଇନାଲରେ ମଞ୍ଜୁ ରୁଷିଆର ଇକାଟେରିନା ପାଲଟ୍‌ସେଭାଙ୍କଠାରୁ ପରାସ୍ତ ହୋଇଛନ୍ତି। ଦ୍ୱିତୀୟ ସିଡ୍‌ ଘରୋଇ…

ଆଗୁଆ ସିରିଜ୍‌ ଜିତିଲା ଭାରତ

ପୁଣେ,୧୩।୧୦- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏକ ଇନିଂସ ଓ ୧୩୭ ରନ୍‌ରେ ଜିତିନେଇଛି। ପ୍ରଥମ ଇନିଂସରେ ଭାରତୀୟ ଦଳ ୬୦୧ ରନ୍‌ କରି…

କୋହଲିଙ୍କ ପରେ ଆମିଷ ଛାଡ଼ିଲେ ଛେତ୍ରୀ

କୋଲକାତା,୧୩।୧୦(ପିଟି)- ଭାରତୀୟ କ୍ରିକେଟ ଦଳର କ୍ୟାପ୍‌ଟେନ ବିରାଟ କୋହଲିଙ୍କ ପରେ ଫୁଟ୍‌ବଲ ଅଧିନାୟକ ସୁନୀଲ ଛେତ୍ରୀ ଆମିଷଖାଦ୍ୟ ଛାଡ଼ି ଦେଇଛନ୍ତି। ଆମିଷ ଖାଦ୍ୟ ଓ ଦୁଗ୍ଧଜାତ ଦ୍ରବ୍ୟ ବର୍ଜନ କରି ଶାକାହାରୀ ହୋଇଥିବା ଛେତ୍ରୀ କହିଛନ୍ତି। ଏହା ତାଙ୍କୁ ଅଧିକ ଫିଟ୍‌…

ପ୍ରଶଂସକ ସୁରକ୍ଷା କର୍ଡନ ଭାଙ୍ଗିବାକୁ ଗାଭାସ୍କରଙ୍କ ନାପସନ୍ଦ

ପୁଣେ,୧୩।୧୦(ପି.ଟି.)- ଏଠାରେ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ତୃତୀୟ ଦିନ ତଥା ଶନିବାର ଜଣେ ପ୍ରଶଂସକ ସୁରକ୍ଷା କର୍ଡନ ଡେଇଁ ଫିଲ୍ଡ ମଧ୍ୟକୁ ପ୍ରବେଶ କରିଥିଲେ। ଏହାକୁ ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ନାପସନ୍ଦ…

ବିଜୟ ହଜାରେ ଟ୍ରଫି: ସଞ୍ଜୁ ସାମସନଙ୍କ ଦ୍ୱିଶତକ

ଅଲୁର,୧୩।୧୦- ଏଠାରେ ଚାଲିଥିବା ବିଜୟ ହଜାରେ ଟ୍ରଫିର ଦିନିକିଆ ଟୁର୍ନାମେଣ୍ଟରେ ଗୋଆ ବିପକ୍ଷ ମ୍ୟାଚ୍‌ରେ କେରଳର ସଞ୍ଜୁ ସାମସନ ଦ୍ୱିଶତକ ହାସଲ କରିଛନ୍ତି। ସେ ୧୨୯ ବଲର ସମ୍ମୁଖୀନ ହୋଇ ୨୧୨ ରନ୍‌ କରିଛନ୍ତି। ତାଙ୍କର ଏହି ବିସ୍ଫୋରକ ଇନିଂସରେ ୨୧…

ବିଜୟ ହଜାରେ ଟ୍ରଫି: ଶାନ୍ତନୁଙ୍କ ଚମତ୍କାର ବୋଲିଂ, ଓଡ଼ିଶା ବିଜୟୀ

କଟକ ଅଫିସ,୧୩ା୧୦- ଭଦୋଦରାର ମୋତିବାଗ୍‌ କ୍ରିକେଟ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚ୍‌ରେ ଓଡ଼ିଶା ୩୧ ରନରେ ବିଦର୍ଭକୁ ପରାସ୍ତ କରିଛି । ୮ଟି ମ୍ୟାଚ୍‌ ଖେଳି ସାରିଥିବା ଓଡ଼ିଶା ୩ଟି ବିଜୟ ସହ ୧୮ ପଏଣ୍ଟ…

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୨୦୦ ମିଟରରେ ମଧ୍ୟ ପଦକର ନିକଟତର…

ସୁଲତାନ ଜୋହର କପ୍‌ ହକି: ବିଜୟରୁ ଭାରତର ଅଭିଯାନ

ଜୋହର ବାହରୁ, ୧୩।୧୦(ପି.ଟି.) – ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ନବମ ସୁଲତାନ ଜୋହର ବାହରୁ କପ୍‌ରେ ଭାରତୀୟ ଜୁନିୟର ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ମାଲେସିଆ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚ୍‌ରେ…

ଦୁଇ ଘଣ୍ଟାରୁ କମ୍‌ ସମୟରେ ମାରାଥନ ଦୌଡ଼ିଲେ କିପଚୋଗେ

ଭିଏନା,୧୩।୧୦(ଏଏଫ୍‌ପି)- କେନିଆର ଅଭିଜ୍ଞ ଧାବକ ଇଲିଉଡ କିପଚୋଗେ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଦୁଇ ଘଣ୍ଟାରୁ କମ୍‌ ସମୟ ନେଇ ସେ ମାରାଥନ (୪୨.୨ କି.ମି.) ଦୌଡ଼ିଛନ୍ତି। ବୃହତ୍‌ ଭିଏନା ପାର୍କରେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିବା କୋର୍ସରେ ୩୪ ବର୍ଷୀୟ…

ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌: ଗିଲଖ୍ରୀଷ୍ଟ ଚାମ୍ପିୟନ

ମେଲବୋର୍ନ,୧୩।୧୦(ପି.ଟି.)- ଏଠାରେ ଅନୁଷ୍ଠିତ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସିଙ୍ଗାପୁରର ପିଟର ଗିଲଖ୍ରୀଷ୍ଟ ଭାରତର ସୌରଭ କୋଠାରୀଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। କୋଠାରୀଙ୍କୁ ୧୩୦୭- ୯୬୭ରେ ହରାଇ ଗିଲଖ୍ରୀଷ୍ଟ ଦୀର୍ଘ ୬ ବର୍ଷ ପରେ ଚାମ୍ପିୟନ ହୋଇଛନ୍ତି। ଏଥିସହିତ ସେ କୋଠାରୀଙ୍କଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri