ଖେଳ

ପ୍ରଶଂସକଙ୍କ ବିବାହ ଭୋଜିରେ ଯୋଗଦେଇପାରନ୍ତି ରୋନାଲ୍ଡୋ

ଜାକର୍ତ୍ତା,୩।୧- ସକର ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଇଣ୍ଡୋନେସିଆନ ବିବାହରେ ଯୋଗଦେଇପାରନ୍ତି। ଏ ନେଇ ଜୁଭେଣ୍ଟସ ଫରଓ୍ବାର୍ଡଙ୍କ ଜଣେ ବିଶେଷ ପ୍ରଶଂସକ ସୂଚନା ଦେଇଛନ୍ତି। ପ୍ରଳୟଙ୍କରୀ ସୁନାମିରୁ ବର୍ତ୍ତିଯାଇଥିବା ମାର୍ଟନିସ ଚଳିତ ସପ୍ତାହରେ ନିଜ ମହିଳା ବାନ୍ଧବୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ନିକଟରେ…

ଉଥପାଙ୍କ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳରେ ୫ ଭାରତୀୟ

ନୂଆଦିଲ୍ଲୀ,୩।୧-୨୦୧୯ବର୍ଷ ଶେଷ ହେବା ପରେ ପୂର୍ବତନ ଓ ବର୍ତ୍ତମାନ କ୍ରିକେଟରମାନେ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳ ଚୟନ କରୁଛନ୍ତି। ଏହି ଧାରାରେ ଯୋଡ଼ି ହୋଇଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ ରବିନ ଉଥପା। ତାଙ୍କ ଏକାଦଶରେ ୫ ଭାରତୀୟ ଖେଳାଳିଙ୍କୁ ସାମିଲ କରିଛନ୍ତି। ଓପନର…

ନୂଆବର୍ଷରେ କୋହଲିଙ୍କ ନୂଆ ଲୁକ୍‌

ଆଜିକାଲି କ୍ରିକେଟରେ ଫ୍ୟାଶନ୍‌ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ନୂଆବର୍ଷରେ ନୂଆ ଲୁକ୍‌ରେ ନଜର ଆସିଛନ୍ତି ବିରାଟ। ଶ୍ରୀଲଙ୍କ ବିପକ୍ଷରେ ଟି-୨୦ ସିରିଜ୍‌ ପୂର୍ବରୁ ସେ ନୂଆ…

ଚଳିତ ଦଶନ୍ଧିର ପ୍ରଥମ ଶତକ ହାସଲକାରୀ ଲାବୁସାନ

ସିଡ୍‌ନୀ,୩।୧- ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସାନ ଚଳିତବର୍ଷ ତଥା ଦଶନ୍ଧିର ପ୍ରଥମ ଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ୩ୟ ତଥା ଅନ୍ତିମ ଟେଷ୍ଟରେ ୧୩୦ ରନ୍‌ର ଅପରାଜିତ ଇନିଂସ ଖେଳିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ ୨୧୦ ବଲର ସମ୍ମୁଖୀନ…

ଗର୍ଲଫ୍ରେଣ୍ଡ ସହ ଫଟୋ ଶେୟାର କଲେ ପନ୍ତ

ନୂଆଦିଲ୍ଲୀ,୩।୧: ଭାରତୀୟ କ୍ରିକେଟରେ ଭଲ ଉଇକେଟ କିପ୍‌ର ଓ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ତାଙ୍କ ଖେଳ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୂଆବର୍ଷ ଆରମ୍ଭରୁ ସେ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ଏବେ ନିଜ ଖେଳ ପାଇଁ ବରଂ ତାଙ୍କ ଲଭ୍‌…

ଗାଳି ହେବାରୁ ନିଷ୍ପତ୍ତି ବଦଳାଇଲେ ଅମ୍ପାୟର

ମୋହାଲି,୩।୧-ସ୍ଥାନୀୟ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମଠାରେ ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଏକ ବିବାଦୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଜାବର ଯୁବ ବ୍ୟାଟ୍ସମ୍ୟାନ ଶୁବମନ ଗିଲ୍‌ ଆଉଟ୍‌ ହେବା ପରେ କ୍ରିଜ୍‌ ଛାଡ଼ିବାକୁ ମନା କରିଥିଲେ। ଅମ୍ପାୟରଙ୍କୁ…

ଗୁରୁଙ୍କୁ ମନେପକାଇ ଭାବୁକ ହେଲେ ସଚିନ

ଗୁରୁ ରମାକାନ୍ତ ଆଚରେକରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧଞ୍ଜଳି ଜଣାଇ ଭାବୁକ ହୋଇଛନ୍ତି ଭାରତର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର। ଗୁରୁଙ୍କର ଏକ ପୁରୁଣା ଫଟୋ ଶେୟାର୍‌ କରି ସଚିନ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଚରେକର୍‌ ସାର୍‌, ଆପଣ…

ସୋଧି ରୟାଲ୍ସ ସ୍ପିନ୍‌ ବୋଲିଂ ପରାମର୍ଶଦାତା

ଜୟପୁର,୩।୧- ନ୍ୟୁଜିଲାଣ୍ଡ ଲେଗ୍‌ ସ୍ପିନର ଇଶ ସୋଧି ଆଇପିଏଲ୍‌ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସଙ୍କୁ ଦଳର ସ୍ପିନ୍‌ ବୋଲିଂ ପରାମର୍ଶଦାତା ଓ ଅପରେଶନ ଏକ୍‌ଜିକ୍ୟୁଟିଭ ଭାବେ ନିଯୁକ୍ତ କରାଯାଇଛି। ୨୭ ବର୍ଷୀୟ ଲେଗ୍‌ ସ୍ପିନର ରୟାଲ୍ସ ଦଳର ବୋଲିଂ କୋଚ୍‌ ସାଇରାଜ ବାହୁତୁଲେ…

ହାର୍ଦ୍ଦିକଙ୍କ ପ୍ରତି ବର୍ଣ୍ଣବୈଷମ୍ୟ କମେଣ୍ଟକୁ ବିରୋଧକଲେ ଫ୍ୟାନ୍ସ

ନୂଆଦିଲ୍ଲୀ,୩।୧- ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ତାଙ୍କ ବାନ୍ଧବୀ ସର୍ବୀୟ ଅଭିନେତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କ ସହ ନିର୍ବନ୍ଧ ହୋଇଛିି। ସୋସିଆଲ ମିଡିଆରେ କିଛି ଫଟୋ ଶେୟାରକରି ହାର୍ଦ୍ଦିକ ଏ ନେଇ ଘୋଷଣା କରିଥିଲେ। ଟୁଇଟର, ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ୍‌ରେ ଶେୟାର କରାଯାଇଥିବା…

ମହିଳା ହକି ତାରକା ସୁନୀତାଙ୍କ ଅବସର

ଭୁବନେଶ୍ୱର, ୩।୧(କ୍ରୀଡ଼ା ପ୍ରତିନିଧି)- ବର୍ଷ ଆରମ୍ଭରୁ ଓଡ଼ିଶା ହକି ପାଇଁ ଆସିଛି ଏକ ଖରାପ ଖବର। ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ଓଡ଼ିଶାର ସୁନୀତା ଲାକ୍ରା ଗୁରୁବାର ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ଆଣ୍ଠୁରେ ଆଘାତ ଜନିତ…

ମହିଳା ଚ୍ୟାଲେଞ୍ଜର ଟ୍ରଫି:  ଆଜି ବାରବାଟୀରେ ଭାରତ ‘ଏ’, ‘ବି’ର ଅଭ୍ୟାସ

କଟକ ଅଫିସ,୩ା୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଆସନ୍ତା ୪ରୁ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ୯ ତାରିଖ ପର୍ଯ୍ୟନ୍ତ ଭାରତ-ଏ, ଭାରତ-ବି ଓ ଭାରତ-ସି ମଧ୍ୟରେ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ରହିଥିବା ବେଳେ…

ରଣଜୀ ଟ୍ରଫି: ଓଡ଼ିଶା-ତ୍ରିପୁରା ମ୍ୟାଚ୍‌, ସ୍ପିନରଙ୍କ ଉପରେ ଓଡ଼ିଶାର ଭରସା

କଟକ ଅଫିସ,୩ା୧- ତ୍ରିପୁରାର ଅଗରତାଲାସ୍ଥିତ ମହାରାଜା ବୀରବିକ୍ରମ କଲେଜ ଷ୍ଟାଡିୟମରେ ଶୁକ୍ରବାରଠାରୁ ଚଳିତ ରଣଜୀ ସିଜନର ୪ର୍ଥ ମ୍ୟାଚ୍‌ ଖେଳିବ ଓଡ଼ିଶା। ଘରୋଇ ତ୍ରିପୁରା ବିପକ୍ଷରେ ହେବାକୁ ଥିବା ଏହି ମ୍ୟାଚ୍‌କୁ ଜିତି ଓଡ଼ିଶା ଦଳ ସିଜନରେ ବିଜୟ ଅଭିଯାନ ଅବ୍ୟାହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?