ଖେଳ

ଶୃଙ୍ଖଳିତ ସୈନିକ ସୁନୀତା

ଭୁବନେଶ୍ୱର, ୩।୧(କ୍ରୀଡ଼ା ପ୍ରତିନିଧି)- ଆଘାତ ଜନିତ ସମସ୍ୟା ଯୋଗୁ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଭାରତୀୟ ମହିଳା ହକି ଦଳର ତାରକା ଡିଫେଣ୍ଡର ଓଡ଼ିଶାର ସୁନୀତା ଲାକ୍ରା। ବର୍ଷ ପ୍ରାରମ୍ଭରେ ତାଙ୍କର ଏହି ନିଷ୍ପତ୍ତି ହକି ଜଗତରେ ନିରାଶା ଖେଳାଇ…

ଏନ୍‌ସିଏ ସୁଧାର ଯୋଜନା: ସହାୟତା କରିବେ ମେଡିକାଲ ପ୍ୟାନେଲ, ସୋସିଆଲ ମିଡିଆ ଏକ୍ସପର୍ଟ

ନୂଆଦିଲ୍ଲୀ,୩।୧(ପି.ଟି.)- ଖେଳାଳିଙ୍କ ଇଞ୍ଜୁରି ତଥା ଆଘାତ ସମସ୍ୟାର ସମାଧାନ ନେଇ ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ବେଶ୍‌ ସମାଲୋଚିତ ହୋଇ ଆସୁଛି। ଏବେ ଏନ୍‌ସିଏର ସାମଗ୍ରିକ ସୁଧାର ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା ହାତକୁ ନେଇଛି।…

୩ ଫୁଟବଲ ପ୍ରଶଂସକ ଗିରଫ

ଲଣ୍ଡନ,୩।୧(ଏପି)- ପ୍ରିମିୟର ଲିଗ୍‌ ମ୍ୟାଚ୍‌ବେଳେ ଚେଲସି ଖେଳାଳିଙ୍କ ପ୍ରତି ବର୍ଣ୍ଣବୈଷମ୍ୟ ଭେଦଭାବ କରିଥିବା ଜଣେ ବ୍ରାଇଟନ ପ୍ରଶଂସକଙ୍କୁ ଗିରଫ କରାଯାଇଛି। ସମାନ ମ୍ୟାଚ୍‌ରେ ସମ୍ମଲିଙ୍ଗୀ ଭେଦଭାବ କରିଥିବା ଆଉ ଦୁଇ ଜଣ ପ୍ରଶଂସକ ମଧ୍ୟ ଗିରଫ ହୋଇଛନ୍ତି। ବ୍ରାଇଟନ ମୁଖ୍ୟ କାର୍ଯ୍ୟକାରୀ…

୪ ସହରରେ ଖେଳାଯିବ ପିଏସଏଲ୍‌

ଇସଲାମବାଦ,୩।୧(ଏ.ପି.)- ବିଦେଶୀ ଦଳକୁ ଦେଶକୁ ଆମନ୍ତ୍ରଣ କରିବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଉ ଏକ ପଦକ୍ଷେପ ନେଇଛି। ଦେଶକୁ ସୁରକ୍ଷିତ ଦର୍ଶାଇବା ଲାଗି ଚଳିତବର୍ଷର ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ର ସମସ୍ତ ମ୍ୟାଚ୍‌ ଦେଶର ୪ଟି ସହରରେ ଖେଳାଯିବ…

ପ୍ରଥମ ଟି୨୦: ଗୁଆହାଟୀରେ ଶ୍ରୀଲଙ୍କା ଦଳ

ଗୁଆହାଟୀ,୨।୧(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗାଙ୍କ ନେତୃତ୍ୱରେ ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳିବାକୁ ଶ୍ରୀଲଙ୍କା ଦଳ ଗୁଆହାଟୀରେ ପହଞ୍ଚିଛି। ଆସନ୍ତା ରବିବାର ସ୍ଥାନୀୟ ବର୍ଷପାରା କ୍ରିକେଟ ଷ୍ଟାଡିୟମରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌…

ବାତିଲ ହେବ ନାହିଁ ସୁଶିଲଙ୍କ ବର୍ଗର ଟ୍ରାଏଲ

ନୂଆଦିଲ୍ଲୀ,୨।୧(ପି.ଟି.)- ପୁରୁଷ ଫ୍ରିଷ୍ଟାଇଲ ୭୪ କେଜି ବର୍ଗର ଟ୍ରାଏଲ ଅନୁଷ୍ଠିତ ହେବ। ଏହାକୁ ବାତିଲ କରିବା ପାଇଁ ଆହତପ୍ରାପ୍ତ ସୁଶିଲ କୁମାର ଅନୁରୋଧ କରିଥିଲେ। କିନ୍ତୁ ତାଙ୍କ ଅନୁରୋଧକୁ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ପ୍ରତ୍ୟାଖ୍ୟାନ କରିଦେଇଛି। ଦୁଇ ଥର ଅଲିମ୍ପିକ୍‌…

ଅନୁଷ୍କାଙ୍କୁ ବେଷ୍ଟ୍‌ ଫଟୋଗ୍ରାଫର୍‌ କହିଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ସୁଇଜରଲାଣ୍ଡରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ବିରାଟ ଫଟୋ ଶେୟାର କରୁଥିବାର ଦେଖାଯାଇଛି। ନିକଟରେ ସେ ଏକ ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଅନୁଷ୍କା ଉଠାଇଥିଲେ। ଏହି…

ସୋଧୀ ରାଜସ୍ଥାନର ସ୍ପିନ ବୋଲିଂ ପରାମର୍ଶଦାତା

ଜୟପୁର, ୨।୧ (ପି.ଟି.)- ଆଇପିଏଲ୍‌ ଆଗାମୀ ୨୦୨୦ ସଂସ୍କରଣ ଲାଗି ରାଜସ୍ଥାନ ରୟାଲ୍ସ ନ୍ୟୁଜିଲାଣ୍ଡ ଲେଗ୍‌-ସ୍ପିନର ଇଶ୍‌ ସୋଧୀଙ୍କୁ ଦଳର ସ୍ପିନ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ ଦେଇଛି। ୨୭ ବର୍ଷୀୟ ଏହି ସ୍ପିନର ଆଇପିଏଲ୍‌ର ୨୦୧୮ ଓ ୨୦୧୯ ସଂସ୍କରଣରେ…

ଅଲିମ୍ପିକ କ୍ୱାଲିଫିକେଶନ ର଼୍ୟାଙ୍କିଙ୍ଗ୍‌: ୮ମ ସ୍ଥାନରେ ମୀରାବାଈ ଚାନୁ

ନୂଆଦିଲ୍ଲୀ, ୨।୧ (ପି.ଟି.)- ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲୁୃଏଫ୍‌) ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଷ୍ଟାର୍‌ ଭାରତୀୟ ଭାରୋତ୍ତୋଳିକା ମୀରାବାଈ ଚାନୁ ୮ମ ସ୍ଥାନରେ ରହିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବାକୁ ଲକ୍ଷ୍ୟ ରଖିଥିବା ମୀରାବାଈ ୪୯ କିଗ୍ରା ବର୍ଗରେ ମୋଟ୍‌…

ଯାହାଙ୍କ ପ୍ରେମରେ ବୋଲ୍ଡ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନୂଆବର୍ଷରେ ନୂଆ ଖବର ଦେଇଛନ୍ତି। ସେ ସର୍ବିୟାନ ମଡେଲ ତଥା ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ନିର୍ବନ୍ଧ କରିଛନ୍ତି। ଉଭୟ ଦୁବାଇରେ ନିର୍ବନ୍ଧ କରିଛନ୍ତି। କିନ୍ତୁ ନତାଶାଙ୍କ କିଏ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା…

ଓଡ଼ିଆ ହକି ତାରକା ସୁନୀତା ଲାକ୍ରାଙ୍କ ଅବସର

ନୂଆଦିଲ୍ଲୀ, ୨।୧ (ପି.ଟି.)- ଭାରତୀୟ ମହିଳା ହକି ଦଳର ଷ୍ଟାର୍‌ ଖେଳାଳି ତଥା ଓଡ଼ିଆ ଡିଫେଣ୍ଡର୍‌ ସୁନୀତା ଲାକ୍ରା ଗୁରୁବାର ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ଆଣ୍ଠୁଜନିତ ସମସ୍ୟା ଯୋଗୁ ଆଉ ଏକ ଅସ୍ତ୍ରୋପଚାରର ସମ୍ମୁଖୀନ ହେବାକୁ ଯାଉଥିବା ସୁନୀତା…

ହୋଲ୍ଡରଙ୍କୁ ବିଶ୍ରାମ

ଜାମାଇକା, ୨।୧- ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଦିନିକିଆ ସିରିଜର ପ୍ରଥମ ଦୁଇ ମ୍ୟାଚ୍‌ ଲାଗି ଗୁରୁବାର ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଅଧିନାୟକ ଜାସନ ହୋଲ୍ଡରଙ୍କୁ ପ୍ରଥମ ୨ଟି ଦିନିକିଆ ମ୍ୟାଚ୍‌ରୁ ବିଶ୍ରାମ ଦିଆଯାଇଛି। ତେବେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?