ଦକ୍ଷିଣ ଭାରତୀୟ ଅଭିନେତ୍ରୀଙ୍କୁ ବିବାହ କରିବେ ମନୀଷ ପାଣ୍ଡେ
ବେଙ୍ଗାଲୁରୁ,୧୦ା୧୦: ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ନିଜ ଜୀବନ ସାଥୀ ପାଇଯାଇଛନ୍ତି। ସେ ହେଉଛନ୍ତି ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ଶେଟ୍ଟି। ଆସନ୍ତା ଡିସେମ୍ବର ୨ରେ ଏଦୁହିଁଙ୍କର ବିବାହ ମୁମ୍ବାଇଠାରେ ହେବ। କର୍ନାଟକ ଦଳର ଅଧିନାୟକ ପାଣ୍ଡେ ଏବେ…
ପିଲାଦିନେ ପିତାଙ୍କୁ ହରାଇଥିଲେ, ପ୍ରତିଦିନ ଗୋଟିଏ ଡ୍ରେସ୍ ସଫା କରି ପିନ୍ଧୁଥିଲେ, ଆଜି ଟିମ୍ ଇଣ୍ଡିଆର ସଫଳ ବୋଲର୍
ସଫଳତା ସ୍ବାଦ ଚାଖିବା ପାଇଁ ପ୍ରଥମେ ଅସଫଳ ହେଲେ ଭାଙ୍ଗି ପଡିବା ବୁଦ୍ଧିମାନର କାର୍ଯ୍ୟ ନୁହେଁ। ହାରିଯାଇ ପୁଣି ଜିତିବାର ଅଭିପ୍ସା ନେଇ ଆଗେଇ ଯିବାକୁ ହିଁ ପ୍ରକୃତ ସଫଳତା କୁହାଯାଏ। ଏହାର ନିଚ୍ଛକ ଉଦାହରଣ ହେଉଛନ୍ତି ଭାରତୀୟ କ୍ରିକେଟ୍ ଦଳର…
୭ମ ବିଶ୍ୱ ଟାଇଟଲଠାରୁ ଦୁଇ ପାଦ ଦୂରରେ ମେରୀକମ୍
ଉଲାନ-ଉଡେ(ରୁଷିଆ), ୧୦।୧୦: ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍.ସି. ମେରୀକମ୍ ଏଠାରେ ଚାଲିଥିବା ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ଟୁର୍ନାମେଣ୍ଟ ଇତିହାସରେ ଏହା ତାଙ୍କର ୮ମ ପଦକ। ମହିଳା ବିଶ୍ୱ ଚାମ୍ପିୟନଶିପ ଟୁର୍ନାମେଣ୍ଟ…
ପୁଣି ଶତକ କଲେ ମୟଙ୍କ
ପୁଣେ, ୧୦।୧୦: ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଏବେ ଫୁଲ ଫର୍ମରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଦ୍ୱିଶତକ ଲଗାଇଥିବା ମୟଙ୍କ ଦ୍ୱିତୀୟ ମ୍ୟାଚ୍ରେ ମଧ୍ୟ ଶତକୀୟ ଇନିଂସ ଖେଳିଛନ୍ତି। ପ୍ରଥମ ଇନିଂସର ୫୬ତମ ଓଭରରେ ବର୍ନନ ଫିଲାଣ୍ଡରଙ୍କ…
ପ୍ରଥମ ଟେଷ୍ଟ ସଫଳତାକୁ ଦୋହରାଇ ପାରିଲେନି ହିଟ୍ମ୍ୟାନ୍: ଲଞ୍ଚ୍ ପର୍ଯ୍ୟନ୍ତ ଭାରତର ସ୍କୋର ୭୯/୧
ପୁଣେ,୧୦।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟରେ ସଫଳତା ଅର୍ଜନ କରିଥିବା ହିଟ୍ମ୍ୟାନ୍ ରୋହିତ ଶର୍ମା ଦ୍ୱିତୀୟ ଟେଷ୍ଟରେ ତାକୁ ଦୋହରାଇ ପାରିନାହାନ୍ତି। ମାତ୍ର ୧୪ ରନରେ ରୋହିତ କଗିସୋ ରବାଡାଙ୍କ ଶିକାର ହୋଇଥିଲେ। ଏହାପରେ ମୟଙ୍କ ଅଗ୍ରଓ୍ବାଲ ଏବଂ ଚେତେଶ୍ୱର…
ପାକିସ୍ତାନ ଖେଳୁଥିଲା ମ୍ୟାଚ୍, ଷ୍ଟାଡିୟମରେ ପହଞ୍ଚିଲେ କୋହଲିଙ୍କ ପ୍ରଶଂସକ
ଲାହୋର, ୧୦।୧୦:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ସମୟର ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିସାରିଲେଣି। ତାଙ୍କ ପ୍ରଶଂସକ କେବଳ ଭାରତରେ ନାହାନ୍ତି, ସାରା ବିଶ୍ୱରେ…
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ:ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି
ପୁଣେ,୧୦।୧୦: ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ହନୁମା ବିହାରୀଙ୍କ ସ୍ଥାନରେ…
ଏଜିଏମ୍ରେ ଭାଗ ନେଇପାରିବେ ନାହିଁ ଟିଏନ୍ସିଏ, ହରିୟାଣା, ମହାରାଷ୍ଟ୍ର
ପୁଣେ,୧୦।୧୦(ପି.ଟି.)- ମୁମ୍ବାଇରେ ଆସନ୍ତା ୨୩ ତାରିଖରେ ଆରମ୍ଭ ହେବାକୁ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ବୈଠକ (ଏଜିଏମ୍)ରେ ଅଂଶଗ୍ରହଣ କରିବାକୁ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍ସିଏ), ହରିୟାଣା କ୍ରିକେଟ ଆସୋସିଏଶନ (ଏଚ୍ସିଏ) ଓ ମହାରାଷ୍ଟ୍ର କ୍ରିକେଟ…
ବିଜୟ ହଜାରେ ଟ୍ରଫି: ଶୁଭ୍ରାଂଶୁଙ୍କ ଶତକରେ ଜିତିଲା ଓଡ଼ିଶା
ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ଅପରାଜିତ ଶତକ ବଳରେ ଓଡ଼ିଶା ସୋମବାର ଭଦୋଦରାରେ ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ମହାରାଷ୍ଟ୍ରକୁ ୩ ଉଇକେଟରେ ପରାସ୍ତ କରିଛି। ମହାରାଷ୍ଟ୍ର ପକ୍ଷରୁ ଧାର୍ଯ୍ୟ ୨୬୦…
ସିରିଜ ବିଜୟ ଲକ୍ଷ୍ୟରେ ଭାରତ
ପୁଣେ,୧୦।୧୦ (ପି.ଟି.)- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍ସିଏ) ଗ୍ରାଉଣ୍ଡରେ ଗୁରୁବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେବ। ଚଳିତ ଟେଷ୍ଟ ଶୃଙ୍ଖଳାରେ ଭାରତ ଏବେ ସିରିଜ ବିଜୟଠାରୁ ଆଉ ଗୋଟିଏ ପାଦ…
ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍ଯାପିତ
ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ବୁଧବାର ଉଦ୍ଯାପିତ ହୋଇଛି। ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଅନ୍ତର୍ଗତ ସଫ୍ଟ ଟେନିସ ପୁରୁଷ ବିଭାଗରେ ପଞ୍ଜାବ ବିଶ୍ୱବିଦ୍ୟାଳୟ (ଚଣ୍ଡିଗଡ଼) ଚାମ୍ପିୟନ ଏବଂ ପଞ୍ଜାବୀ…
ବିଶ୍ୱ ବିଚ୍ ପେନ୍ଚାକ୍ ସିଲାଟ୍ ଚାମ୍ପିୟନଶିପ୍: ଭବାନୀଙ୍କୁ ବ୍ରୋଞ୍ଜ ପଦକ
ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ବିଚ୍ ପେନ୍ଚାକ୍ ସିଲାଟ ଚାମ୍ପିୟନଶିପ୍ର ପ୍ରଥମ ସଂସ୍କରଣ ଥାଇଲାଣ୍ଡର ଫୁକେଟଠାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ଭବାନୀ କୁମାରୀ ସାହୁ ଟେନ୍ଡିଗ୍ (ଫାଇଟ୍) ଇଭେଣ୍ଟର ୫୦-୫୫…
Archives


