ଖେଳ

ରୋନାଲ୍ଡୋଙ୍କ ହେୟାର ଷ୍ଟାଇଲକୁ ପ୍ରଶଂସକଙ୍କ ନାପସନ୍ଦ

ରୋମ,୧।୧- ଲୋକପ୍ରିୟତ ଅନ୍ତର୍ଜାତୀୟ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ନୂଆ ହେୟାର ଷ୍ଟାଇଲକୁ ପ୍ରଶଂସକମାନେ ନା ପସନ୍ଦ କରିଛନ୍ତି। ପର୍ତ୍ତୁଗାଲ ଷ୍ଟାରଙ୍କୁ ଚଳିତ ସପ୍ତାହରେ ଦୁବାଇଠାରେ ଗ୍ଲୋବ ସକର ପୁରସ୍କାର ବିତରଣ ଉତ୍ସବରେ ବିଶ୍ୱର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି…

ହୋଇପାରିଥାନ୍ତେ ବଡ଼ ଖେଳାଳି, ଆହତ ସମସ୍ୟା ସବୁ ଛଡ଼ାଇନେଲା

ଅନ୍ତର୍ଜାତୀୟ କ୍ରିକେଟରେ ବଡ଼ ଖେଳାଳି ହେବାର ଯୋଗ୍ୟତା ଥିଲା। ହେଲେ ଆହତ ସମସ୍ୟା ପଲ ବାଲଥାଟିଙ୍କଠାରୁ ସବୁ କିଛି ଛଡ଼ାଇନେଲା। ୨୦୧୧ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ଖେଳୁଥିବା ବାଲଥାଟି ମୋହାଲିଠାରେ ୬୩ ବଲରେ…

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରୁ ବାଦ୍‌ ପଡ଼ିଲେ ଅନ୍ତର୍ଜାତୀୟ ଷ୍ଟାର

ଲାହୋର,୧।୧- ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହଙ୍କୁ ୧୯ ବର୍ଷରୁ କମ୍‌ ପାକିସ୍ତାନ ବିଶ୍ୱକପ୍‌ ଦଳରୁ ବାଦ୍‌ ଦିଆଯାଇଛି। ଆସନ୍ତା ୧୭ ତାରିଖରୁ ଦକ୍ଷିଣ ଆଫ୍ରିକାରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଖେଳାଯିବ। ୧୬ ବର୍ଷୀୟ ନସିମଙ୍କ ବଦଳରେ ମହମ୍ମଦ…

ବରଫ ପାହାଡ ଉପରୁ ନୂଆବର୍ଷ ଶୁଭେଚ୍ଛା ଜଣାଇଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ନୂଆବର୍ଷ ପାଳିବା ପାଇଁ ସୁଇଜରଲାଣ୍ଡରେ ପହଞ୍ଚିଛନ୍ତି। ସେଠାରେ ବରଫ ପାହାଡ ଉପରେ ଛିଡା ହୋଇ ବିଶ୍ୱବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ଅନୁଷ୍କାଙ୍କ ସହ ଇନଷ୍ଟାଗ୍ରାମରେ…

ଆର୍ମିରେ କ୍ରିକେଟର୍‌: ଧୋନୀ, କଟ୍ରେଲଙ୍କ ପରେ ପେରେରା

କଲମ୍ବୋ, ୧।୧- ଶ୍ରୀଲଙ୍କା କ୍ରିକେଟ୍‌ ଦଳର ବରିଷ୍ଠ ଅଲ୍‌ରାଉଣ୍ଡର ଥିସାରା ପେରେରା ଜଣେ ‘ମେଜର’ ଭାବେ ଶ୍ରୀଲଙ୍କା ଆର୍ମିରେ ଯୋଗ ଦେଇଛନ୍ତି। ୩୦ ବର୍ଷୀୟ ପେରେରା ନିଜ ଟୁଇଟର୍‌ ଆକାଉଣ୍ଟ ଜରିଆରେ ଏହା ସ୍ପଷ୍ଟ କରିଛନ୍ତି। ଆର୍ମି କମାଣ୍ଡର ଲ୍ୟୁଟ୍‌ନାଣ୍ଟ ଜେନେରାଲ…

ପ୍ରଗତି ଜିତିଲା ଓସ୍କାର କପ୍‌

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ନିରୋଜ ମେମୋରିଆଲ ଓସ୍କାର କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୧୧ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଫାଇନାଲରେ ସହିଦ ସ୍ପୋର୍ଟିଂକୁ ୧୩ ରନରେ ହରାଇ ପ୍ରଗତି ସ୍ପୋର୍ଟିଂ ଚାମ୍ପିୟନ ହୋଇଛି। ୮୦ ବଲ୍‌ରୁ ୯୧ ରନ କରିବା ସହ ଗୋଟିଏ…

ସ୍ମୃତି ରଞ୍ଜନଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-କେରଳରେ ଗତ ୨୭ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ବଧିର କ୍ରୀଡ଼ାରେ ଓଡ଼ିଶାର ସ୍ମୃତି ରଞ୍ଜନ ବାରିକ ୨ଟି ସ୍ବର୍ଣ୍ଣ ପଦକ ଜିତି ରାଜ୍ୟକୁ ଗର୍ବିତ କରିଛନ୍ତି। ସେ ପ୍ରତିଯୋଗିତାର ୧୬ ବର୍ଷରୁ କମ୍‌ ହାଇଜମ୍ପ ଓ ଡିସକସ୍‌…

ଓଡ଼ିଶା ମହିଳା ଥ୍ରୋ ବଲ୍‌ ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ବର୍ଦ୍ଧମାନଠାରେ ମଙ୍ଗଳବାର ଶେଷ ହୋଇଥିବା ଜାତୀୟ ସିନିୟର ଥ୍ରୋ ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ମହିଳା ଦଳ ରନର୍ସଅପ୍‌ ହୋଇ ଐତିହାସିକ ସଫଳତା ଲାଭ କରିଛି। ସେମିଫାଇନାଲରେ ୪ ଥର ଚାମ୍ପିୟନ ତାମିଲନାଡ଼ୁକୁ ୧୫-୧୨ ଓ ୧୫-୯ ପଏଣ୍ଟରେ ହରାଇ…

ବ୍ଲିଜ୍‌ ପ୍ରତିଯୋଗିତା: ହମ୍ପିଙ୍କୁ ଦ୍ୱାଦଶ ସ୍ଥାନ

ମସ୍କୋ, ୩୧ା୧୨ (ପି.ଟି.)-ଗତ ତିନୋଟି ରାଉଣ୍ଡରେ ହ୍ୟାଟ୍ରିକ୍‌ ପରାଜୟ ଦ୍ୱାରା ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଏଠାରେ ଚାଲିଥିବା ମହିଳା ଓ୍ବାଲର୍‌ଡ ରାପିଡ୍‌ ଏବଂ ବ୍ଲିଜ୍‌ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ଟାଇଟଲ ଜିତିବାରେ ସଫଳ ହୋଇପାରି ନାହାନ୍ତି। ଦୁଇ ଦିନିଆ ବ୍ଲିଜ୍‌ ପ୍ରତିଯୋଗିତାରେ…

ବିହାର ରଣ୍‌ଜୀ ଦଳରେ ଆଦିତ୍ୟ ବର୍ମାଙ୍କ ପୁଅ

ନୂଆଦିଲ୍ଲୀ, ୩୧ା୧୨ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ସ୍ପଟ୍‌ଫିକ୍ସିଂ ମାମଲାର ଅନ୍ୟତମ ଚର୍ଚ୍ଚିତ ବ୍ୟକ୍ତି ଆଦିତ୍ୟ ବର୍ମାଙ୍କ ପୁଅ ବିହାର ରଣଜୀ ଦଳରେ ସ୍ଥାନ ପାଇଛନ୍ତି। ୨୦୧୩ରେ ବର୍ମା ବିହାରର ଅନଧିକୃତ କ୍ରିକେଟ ଅସୋସିଏଶନ ଅଫ୍‌ ବିହାର (ସିଏବି)ର ସମ୍ପାଦକ ଥିବାବେଳେ…

ଖେଳାଳିଙ୍କୁ ଚକିତ କଲା ଅମ୍ପାୟରଙ୍କ ଅଜବ ନିଷ୍ପତ୍ତି

ମେଲବୋର୍ନ,୩୧।୧୨- ଆଡିଲେଡ୍‌ ଷ୍ଟ୍ରାଇକର୍ସ ଓ ମେଲବୋର୍ନ ରେନେଗେଡ୍ସ ମଧ୍ୟରେ ଖେଳାଯାଇଥିବା ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ)ର ଏକ ମ୍ୟାଚ୍‌ରେ ଅଷ୍ଟ୍ରେଲିଆନ ଅମ୍ପାୟର ଗ୍ରେଗ ଡାଭିଡସନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ମ୍ୟାଚ୍‌ରେ ଏଲବିଡବ୍ଲ୍ୟ ଆଉଟ ଦେବାକୁ ହାତ ଉଠାଉଥିବାବେଳେ ଅମ୍ପାୟର ନିଷ୍ପତ୍ତି…

ବୟସ ଜାଲିଆତି କରିଥିଲେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ

ନୂଆଦିଲ୍ଲୀ,୩୧।୧୨- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଜଣେ ସଦସ୍ୟଙ୍କୁ ବୟସ ଜାଲିଆତି କାରଣରୁ ବାସନ୍ଦ କରାଯାଇଛି। ମନଜୋତ କାଲରାଙ୍କୁ ଦିଲ୍ଲୀ ଓ ଜିଲା କ୍ରିକେଟ ଆସୋସିଏଶନ (ଡିଡିସିଏ) ୨ ବର୍ଷ ପାଇଁ ବିଭିନ୍ନ ବୟସ ବର୍ଗର ଟୁର୍ନାମେଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?