ସ୍ମିଥ୍ଙ୍କ ଦ୍ୱିଶତକ
ମାଞ୍ଚେଷ୍ଟର, ୬ା୯ (ଏଏଫ୍ପି)-ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍ ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ପରେ ଇଂଲଣ୍ଡ ବିପକ୍ଷ ଚଳିତ ଆଶେସ ସିରିଜରେ ତାଙ୍କ ପ୍ରଭାବୀ ବ୍ୟାଟିଂ ଜାରି ରଖିଛନ୍ତି। ଓଲ୍ଡ ଟ୍ରାଫୋର୍ଡଠାରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ସ୍ମିଥଙ୍କ ଦ୍ୱିଶତକ...
ନାଡାଲ ସେମିଫାଇନାଲରେ
ନ୍ୟୁୟର୍କ, ୬|୯ (ଏଏଫ୍ପି)-ରାଫାଲ ନାଡାଲ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୨୦ତମ ସିଡ୍ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ବିପକ୍ଷରେ ୬-୪, ୭-୫, ୬-୨ ସେଟ୍ରେ ବିଜୟ ହାସଲ କରିଛନ୍ତି। ଏଠାରେ ୩...
ଦୁଲୀପ୍ ଟ୍ରଫି ଫାଇନାଲ: ଈଶ୍ୱରନଙ୍କ ଶତକ: ଦୃଢ଼ସ୍ଥିତିରେ ଇଣ୍ଡିଆ ରେଡ୍
ବେଙ୍ଗାଲୁରୁ, ୬।୯ (ପି.ଟି.)- ଓପନର୍ ଅଭିମନ୍ୟୁ ଈଶ୍ୱରନଙ୍କ ଅପରାଜିତ ଶତକୀୟ ଇନିଂସ ବଳରେ ଇଣ୍ଡିଆ ଗ୍ରୀନ୍ ବିପକ୍ଷରେ ଚାଲିଥିବା ଦୁଲୀପ୍ ଟ୍ରଫି ଫାଇନାଲରେ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍ ଦୃଢ଼ସ୍ଥିତିରେ ରହିଛି। ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ...
ଜନ୍ମଦିନରେ ଖୁସି ଖବର: ବାପା ହେବେ କ୍ରିକେଟର୍ ପ୍ରଜ୍ଞାନ ଓଝା
ମୁମ୍ବାଇ, ୬।୯- ଓଡ଼ିଆ କ୍ରିକେଟର୍ ପ୍ରଜ୍ଞାନ ଓଝା ଗୁରୁବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ଓଝା ଏକ ଖୁସି ଖବର ଶେୟାର କରିଛନ୍ତି। ଚଳିତ ମାସରେ ତାଙ୍କ ସ୍ତ୍ରୀ କର୍ବି କୈଳାଶ ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି।...
ଭାରତୀୟ ମହିଳା ଦଳରେ ୧୫ ବର୍ଷୀୟା ଶେଫାଳୀ
ନୂଆଦିଲ୍ଲୀ, ୬।୯ (ପି.ଟି.)- ଦକ୍ଷିଣ ଆଫ୍ରିକା ମହିଳା ଦଳ ବିପକ୍ଷ ଆଗାମୀ ସୀମିତ ଓଭର ସିରିଜ ଲାଗି ଗୁରୁବାର ଭାରତୀୟ ଦଳ ଘୋଷଣା କରାଯାଇଛି। ୫ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୩ଟି ମ୍ୟାଚ୍ ପାଇଁ ଘୋଷିତ ଭାରତୀୟ ଦଳରେ...
ଇଷ୍ଟ ଜୋନ୍ ସ୍ନୁକର ଚାମ୍ପିୟନଶିପ୍ ଆରମ୍ଭ
ଭୁବନେଶ୍ୱର, ୬।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଇଷ୍ଟ ଜୋନ୍ ସ୍ନୁକର ଚାମ୍ପିୟନଶିପ୍। ଫାଲକନ ଚିଲିକା ଫ୍ରେଶ୍ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ...
ଜାତୀୟ ସବ୍ଜୁନିୟର ବାସ୍କେଟବଲ୍: ରାଜସ୍ଥାନ, ତାମିଲନାଡୁ କ୍ବାର୍ଟର ଫାଇନାଲରେ
କଟକ ଅଫିସ,୬ା୯- କଟକରେ ଚାଲିଥିବା ୪୬ତମ ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ବାଳକ ବର୍ଗରେ ରାଜସ୍ଥାନ ଓ ବାଳିକା ବର୍ଗରେ ତାମିଲନାଡୁ କ୍ବାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛନ୍ତି। ବାଳକ ବର୍ଗର ପୁଲ-ବିରେ ସ୍ଥାନ ପାଇଥିବା ରାଜସ୍ଥାନ ଗୁରୁବାର ଅନୁଷ୍ଠିତ...
ରହମତଙ୍କ ଶତକ, ଆଫଗାନିସ୍ତାନ ୨୭୧/୫
ଚିଟ୍ଟାଗଙ୍ଗ, ୫ା୯ (ଏଏଫ୍ପି)- ବ୍ୟାଟ୍ସମ୍ୟାନ ରହମତ ଶାହ ଆଫଗାନିସ୍ତାନର ପ୍ରଥମ କ୍ରିକେଟର ଭାବେ ଏକ ଟେଷ୍ଟ ଶତକ ହାସଲ କରିଛନ୍ତି। ଏଠାରେ ଗୁରୁବାର ବାଂଲାଦେଶ ବିପକ୍ଷରେ ଆରମ୍ଭ ହୋଇଥିବା ଏକମାତ୍ର ଟେଷ୍ଟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି।...
ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ପରାସ୍ତ
ଥିରୁଭାନନ୍ତପୁରମ, ୫।୯ (ପି.ଟି.)- ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ୪ର୍ଥ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ବରିଷ୍ଠ ଓପନର୍ ଶିଖର ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ଦଳ ଭିଜେଡି ପଦ୍ଧତି ୪ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ନିକଟରୁ ପରାସ୍ତ ହୋଇଛି।...
ଦକ୍ଷିଣ ଆଫ୍ରିକା ଟି୨୦ ଦଳରେ ପରିବର୍ତ୍ତନ
ଜୋହାନ୍ସବର୍ଗ,୫।୯(ପିଟି): ଆସନ୍ତା ୧୫ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍ ଲାଗି ଘୋଷିତ ଦକ୍ଷିଣ ଆଫ୍ରିକା ଦଳରେ ପରିବର୍ତ୍ତନ ହୋଇଛି। ପୂର୍ବରୁ ସ୍ଥାନ ପାଇଥିବା ଅଲରାଉଣ୍ଡର ଜନ-ଜନ ଟ୍ରେଭର ସ୍ମୁଟ୍ସ ଦଳରୁ ବାଦ୍ ପଡ଼ିଛନ୍ତି।...
୧୫ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରସିଦ
ଚଟୋଗ୍ରାମ,୫।୯: ଆଫଗାନିସ୍ତାନ ଅଧିନାୟକ ରସିଦ ଖାନ୍ ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମ୍ରେ ଗୁରୁବାରଠାରୁ ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟରେ ଆଫଗାନିସ୍ତାନ ଦଳର ନେତୃତ୍ୱ ନେଇ ରସିଦ ସର୍ବକନିଷ୍ଠ ଟେଷ୍ଟ...
ନାବାଳିକାଙ୍କୁ ଅସଦାଚରଣ, ବିଦା ହେଲେ ସନ୍ତରଣ କୋଚ୍
ନୂଆଦିଲ୍ଲୀ,୫।୯(ପିଟି): ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦା ହୋଇଛନ୍ତି ସନ୍ତରଣ କୋଚ୍। ଘଟଣାର ଭିଡିଓ ଭାଇରାଲ ହୋଇଥିବାରୁ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କୋଚ୍ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଗୋଆ ସନ୍ତରଣ ମହାସଂଘ (ଜିଏସ୍ଏ)ରେ କୋଚ୍ ଭାବେ...
Archives


