ଖେଳ

ଗୁଜରାଟ ବିପକ୍ଷ ମ୍ୟାଚ୍‌ରୁ ଦିଣ୍ଡା ବାଦ୍‌

କୋଲକାତା,୩୧।୧୨- ସିନିୟର ପେସର ଅଶୋକ ଦିଣ୍ଡାଙ୍କୁ ଗୁଜରାଟ ବିପକ୍ଷ ମ୍ୟାଚ୍‌ ପାଇଁ ୧୬ ଜଣିଆ ବେଙ୍ଗଲ ଦଳରେ ସ୍ଥାନ ମିଳିନାହିଁ। ଦଳର ବୋଲିଂ କୋଚ୍‌ ରଣାଦେବ ବୋଷଙ୍କୁ ଗାଳିଗୁଲଜ କରିବା ପାଇଁ ଆନ୍ଧ୍ର ବିପକ୍ଷ ମ୍ୟାଚ୍‌ରୁ ତାଙ୍କୁ ବିଦା କରାଯାଇଥିଲା। ପୂର୍ବରୁ…

ଫେରିବେ ଶାରାପୋଭା

ସିଡ୍‌ନୀ,୩୧।୧୨- ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ମହିଳା ଟେନିସ ଖେଳାଳି ମାରିଆ ଶାରାପୋଭା କୋର୍ଟକୁ ଫେରିବାକୁ ଯାଉଛନ୍ତି। ଆସନ୍ତା ମାସରେ ବ୍ରିସବେନ ଇଣ୍ଟରନ୍ୟାଶନାଲ ଇଭେଣ୍ଟରେ ଖେଳିବେ। ତାଙ୍କୁ ୨୦୨୦ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନରେ ଖେଳିବା ପାଇଁ ଓ୍ବାଇଲ୍ଡ କାର୍ଡ…

କେହି ଦେଖିପାରି ନ ଥିଲେ କି ଆଉ ହେବନାହିଁ ଦେଖି କପିଳ ଦେବଙ୍କ ଶ୍ରେଷ୍ଠ ଇନିଂସ

ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଇନିଂସ ୧୭୫*, ଯାହାକି ୧୯୮୩ ବିଶ୍ୱକପ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳିଥିଲେ। ଏହାକୁ କେବଳ ସେ ନୁହେଁ, ଅନ୍ୟ କେହି ଦେଖିପାରି ନାହାନ୍ତି। ଉକ୍ତ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିବା…

ମାର୍ଚ୍ଚ ୨୯ରୁ ଆଇପିଏଲ-୧୩

ମୁମ୍ବାଇ,୩୧।୧୨- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ) ୨୦୨୦ ସଂସ୍କରଣ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରୁ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ସିଜନର ଉଦ୍‌ଘାଟନୀ ମ୍ୟାଚ୍‌ରେ ଖେଳିବ। ଏ ନେଇ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜର ଜଣେ ଅଫିସିଆଲ ଏକ ସାକ୍ଷାତ୍‌କାରରେ କହିଛନ୍ତି।…

ଏହି ଅଭିନେତ୍ରୀଙ୍କ ସହ ଫଟୋ ଶେୟାର କରି ଚର୍ଚ୍ଚାରେ କ୍ରିକେଟର କେ.ଏଲ୍‌. ରାହୁଲ

ଭାରତୀୟ କ୍ରିକେଟରମାନେ ବଲିଉଡ୍‌ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ…

ମ୍ୟାଚ୍‌ବେଳେ ହୃଦ୍‌ଘାତରେ ଫୁଟ୍‌ବଲରଙ୍କ ମୃତ୍ୟୁ

ମାଲାପୁରମ (କେରଳ), ୩୧ା୧୨ (ପି.ଟି.)- କେରଳର ପରିଣ୍ଟାଲ୍‌ମାନାଠାରେ ଏକ ମ୍ୟାଚ ଖେଳୁଥିବାବେଳେ ଫୁଟ୍‌ବଲର ଧନରାଜନ ରାଧାକ୍ରିଷ୍ଣନଙ୍କର ହୃଦ୍‌ଘାତରେ ପ୍ରାଣହାନୀ ଘଟିଛି। ରବିବାର ସନ୍ଧ୍ୟାରେ ଏଫ୍‌ସିସ ପରିଣ୍ଟାଲମାନ୍ନା ତରଫରୁ ସାସ୍ଥା ମେଡିକାଲ୍ସ ଏଫ୍‌ସି ତ୍ରିସୂର ବିପକ୍ଷ ସେଭେନ୍ସ ଟୁର୍ନାମେଣ୍ଟ (ସେଭେନ-ଏ ସାଇଡ୍‌ )ମ୍ୟାଚ…

ବାଂଲାଦେଶରେ ପ୍ରଥମଥର ମହିଳା ବଡି ବିଲ୍ଡିଂ ଇଭେଣ୍ଟ

ଢାକା, ୩୧।୧୨ (ଏଏଫ୍‌ପି)- ବାଂଲାଦେଶରେ ପ୍ରଥମଥର ଲାଗି ମହିଳାଙ୍କ ଲାଗି ବଡି ବିଲ୍ଡିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୯ ବର୍ଷୀୟା ଛାତ୍ରୀ ଆହୋନା ରହମାନ ଚାମ୍ପିୟନ ହୋଇଛନ୍ତି। କିନ୍ତୁ ବାଂଲାଦେଶ ଯେହେତୁ ମୁସଲିମ ବହୁଳ ରାଷ୍ଟ୍ର ତେଣୁ ବିବାଦକୁ ଏଡ଼ାଇବା…

କିଟ୍‌ ରଗ୍‌ବୀ ଦଳକୁ ୩ ଟାଇଟଲ

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)- କିଟ୍‌ ବିଶ୍ୱବିଦ୍ୟାଳୟର ଉଭୟ ମହିଳା ଓ ପୁରୁଷ ରଗ୍‌ବୀ ଦଳ ଚମତ୍କାର ପ୍ରଦର୍ଶନ କରି ୩ଟି ଟାଇଟଲ ହାସଲ କରିଛନ୍ତି। ପଞ୍ଜାବର ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟରେ ସୋମବାର ଶେଷ ହୋଇଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ରଗ୍‌ବୀ (ମହିଳା ଓ…

ଜାତୀୟ ସିନିୟର ଖୋଖୋ: ଓଡିଶା ମହିଳା ଦଳକୁ ବ୍ରୋଞ୍ଜ

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)- ଛତିଶଗଡରେ ଅନୁଷ୍ଠିତ ୫୩ତମ ଜାତୀୟ ସିନିୟର ଖୋଖୋ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଛି। ଏଥିରେ ଓଡ଼ିଶା ମହିଳା ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ପ୍ରଥମଥର ପାଇଁ ଓଡ଼ିଶା ଦଳ ସେମିଫାଇନାଲରେ ପ୍ରବେଶ କରି ଏୟାରପୋର୍ଟ ଅଥୋରିଟି…

ଜାତୀୟ ରୋଲ୍‌ବଲ ଚାମ୍ପିୟନଶିପ୍‌ ପ୍ରଥମଥର ପାଇଁ କ୍ୱାର୍ଟରରେ ଓଡ଼ିଶା

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)- ଆସାମର ଗୁଆହାଟୀଠାରେ ଚାଲିଥିବା ୧୩ତମ ଜାତୀୟ ରୋଲ୍‌ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଚମତ୍କାର ପ୍ରଦର୍ଶନ କରିଛି। ପ୍ରଥମଥରପାଇଁ ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଛି। ପ୍ରତିଯୋଗିତାରେ ଦଳ ଏପର୍ଯ୍ୟନ୍ତ ୨ଟି ମ୍ୟାଚ ଜିତିଥିବାବେଳେ…

ରାଜ୍ୟ ଆଥଲେଟିକ୍‌ ମିଟ୍‌ କଟକ ଚାମ୍ପିୟନ, ସୁନ୍ଦରଗଡ଼ ରନର୍ସଅପ୍‌

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)- କଟକ ବାରବାଟୀ ଷ୍ଟାଡିୟମରେ ରାଜ୍ୟ ଆଥଲେଟିକ୍‌ ମିଟ୍‌ର ୬୭ତମ ସଂସ୍କରଣ ସୋମବାର ଉଦ୍‌ଯାପିତ ହୋଇଛି। ଏଥିରେ କଟକ ଦଳ ୫୫୭ ପଏଣ୍ଟ ପାଇ ଓଭରଅଲ୍‌ ଚାମ୍ପିୟନ ହୋଇଛି। ୨୬୪ ପଏଣ୍ଟ ସହିତ ସୁନ୍ଦରଗଡ଼ ରନର୍ସଅପ୍‌ ହୋଇଛି। ୨୦…

ଇଂଲଣ୍ଡ ଦଳର ସଦ୍ୟ ଅସୁସ୍ଥ ଖେଳାଳି ସିବ୍‌ଲି

ସେଞ୍ଚୁରୀଅନ୍‌, ୩୦ା୧୨ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଟୁର୍‌ରେ ଥିବା ଇଂଲଣ୍ଡ କ୍ରିକେଟ ଦଳର ଆଉ ଜଣେ ଖେଳାଳି ଓପନିଂ ବ୍ୟାଟ୍ସମ୍ୟାନ ଡୋମିନିକ୍‌ ସିବ୍‌ଲି ଅସୁସ୍ଥ ହୋଇ ପଡ଼ିଛନ୍ତି। ଦଳର ଜଣେ ମୁଖପାତ୍ର ସୋମବାର ଏକଥା ପ୍ରକାଶ କରିଛନ୍ତି। ଚଳିତ ମାସ ପ୍ରାରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?