ଖେଳ

କଟକ ଜିଲା ଚେସ୍‌ ଉଦ୍‌ଯାପିତ: ଅଂଶୁମାନ, ସ୍ବସ୍ତିକ ଚାମ୍ପିୟନ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- କଟକସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଷ୍ଟିଚ୍ୟୁଟ୍‌ଠାରେ କଟକ ଜିଲା ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏହାର ସିନିୟର ବିଭାଗରେ ଅଂଶୁମାନ ସାମଲ ଓ ଜୁନିୟରରେ ସ୍ବସ୍ତିକ ଶୁଭମ୍‌ ପଟ୍ଟନାୟକ ଚାମ୍ପିୟନ ହୋଇଛନ୍ତି। ସିନିୟରରେ ଅଂଶୁମାନ ଓ ଶ୍ରେୟାଂଶ…

ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନ୍‌, ୩୦ା୧୨ (ଏଏଫ୍‌ପି)-ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସିରିଜରେ ଦକ୍ଷିଣ ଆଫ୍ରିକା ଏହାର ପ୍ରଥମ ଟେଷ୍ଟ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କଠାରେ ଦଳ ୧୦୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୪ ଦିନରେ ଶେଷ ହୋଇଥିବା ଏହି…

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର ଚତୁର୍ଥ ବିଜୟ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ଚତୁର୍ଥ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ ଛତିଶଗଡ଼ଠାରୁ ୦-୩ରେ ହାରିଥିବା ହାରିଥିବା ଓଡ଼ିଶା ରବିବାର…

ରାଜ୍ୟ ଆଥଲେଟିକ୍‌ ମିଟ୍‌: ଦ୍ୱିତୀୟ ଦିବସରେ ୫ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୬୭ତମ ରାଜ୍ୟ ଆଥଲେଟିକ୍‌ ମିଟ୍‌ର ଦ୍ୱିତୀୟ ଦିବସରେ ୫ଟି ମିଟ୍‌ ରେକର୍ଡ ସ୍ଥାପନ ହୋଇଛି। ମହିଳା ୨୦ କିଲୋମିଟର ଚାଲିରେ କଟକର ପ୍ରିୟଙ୍କା ମହାଳିକ ୧…

ବକ୍ସିଂ ଡେ ଟେଷ୍ଟ: ନ୍ୟୁଜିଲାଣ୍ଡ ୨୪୭ ରନରେ ପରାସ୍ତ, ସିରିଜ କବ୍‌ଜା କଲା ଅଷ୍ଟ୍ରେଲିଆ

ମେଲବୋର୍ନ, ୨୯।୧୨ (ଏଏଫ୍‌ପି)- ନାଥନ ଲିୟନ ଓ ଜେମ୍ସ ପାଟିନସନଙ୍କ ମିଳିତ ବୋଲିଂ ସଫଳତା ବଳରେ ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ୨ୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡକୁ ୨୪୭ ରନର ବୃହତ୍‌ ରନ୍‌ ବ୍ୟବଧାନରେ ପରାସ୍ତ କରିଛି। ଘରୋଇ ଅଷ୍ଟ୍ରେଲିଆ ପକ୍ଷରୁ…

ହମ୍ପି ଓ୍ବାଲର୍‌ଡ ରାପିଡ୍‌ ଚାମ୍ପିୟନ

ମସ୍କୋ, ୨୯ା୧୨ (ପି.ଟି.)-ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ମହିଳା ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଏଠାରେ ଚାଇନାର ଲି’ ଟିଙ୍ଗ୍‌ଜି ବିପକ୍ଷ ଆର୍ମାଗେଡନ ଗେମ୍‌ ଡ୍ର ରଖିବା ପରେ ସେ ଏହି ସଫଳତା ହାସଲ କରିଛନ୍ତି। ଭାରତର ଏହି…

ମୁମ୍ବାଇ ପାଇଁ ଫିଟ୍‌ ନୁହେଁ ୨୩ ବର୍ଷରୁ କମ୍‌ ଭାରତୀୟ ଦଳର ଖେଳାଳି

ମୁମ୍ବାଇ, ୨୯।୧୨- ନିର୍ଦ୍ଦିଷ୍ଟ ବୟସ ବର୍ଗରେ ଭାରତୀୟ ଦଳ ପାଇଁ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ସମାନ ବୟସ ବର୍ଗର ମୁମ୍ବାଇ ଦଳରେ ସ୍ଥାନ ମିଳୁନାହିଁ। ଅର୍ମାନ ଜାଫର ଏସିଆନ କ୍ରିକେଟ ପରିଷଦ ଇମର୍ଜିଂ କପ୍‌(୧୩ ବର୍ଷରୁ କମ୍‌)ରେ ଭାରତୀୟ ଦଳ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଶଂସାରେ ଶତମୁଖ ହେଲେ ଏହି ଅଭିନେତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ ବଲିଉଡର…

ପ୍ରଥମ ନଜରରେ ହରଭଜନ ସିଂଙ୍କ ପ୍ରେମରେ ପଡିଥିଲେ ଏହି ଖେଳାଳି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅଧିନାୟକ କ୍ୟାରିୟର ବେଳର ଏକ ରୋଚକ କଥା ଉନ୍ମୋଚନ କରିଛନ୍ତି। ୨୦୦୧ରେ ଅଷ୍ଟ୍ରେଲିଆ ବିପକ୍ଷରେ ମିଳିଥିବା ଟେଷ୍ଟ ବିଜୟ ସବୁଠାରୁ ଜୀବନରେ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି…

ପୂଜାରାଙ୍କ ମଜାକ ଉଡାଇଲେ ଧାଓ୍ବନ

ରାଜକୋଟ,୨୯।୧୨- ଏଠାରେ ଉତ୍ତର ପ୍ରଦେଶ ଓ ସୌରାଷ୍ଟ୍ର ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଏଭଳି ଏକ ଘଟଣା ଘଟିଥିଲା, ଯାହା ପ୍ରାୟତଃ ଦେଖିବାକୁ ମିଳେ ନାହିଁ। ମ୍ୟାଚ୍‌ରେ ସୌରାଷ୍ଟ୍ର ପାଇଁ ଖେଳୁଥିବା ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ବୋଲିଂ କରି ଉଇକେଟ ହାସଲ…

ଟୁଇଟରରେ ରୋନାଲ୍ଡୋଙ୍କ ଫଲୋଅର୍ସ ସବୁଠୁ ଅଧିକ, ତାଲିକାରେ ଅଛନ୍ତି କୋହଲି

ନୂଆଦିଲ୍ଲୀ,୨୯।୧୨- ପର୍ତ୍ତୁଗାଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ, ବ୍ରାଜିଲର ନେମାର କ୍ରିକେଟରଙ୍କ ମଧ୍ୟରେ ବିରାଟ କୋହଲି ଓ ସଚିନ ତେନ୍ଦୁଲକରଙ୍କ ଭଳି କ୍ରୀଡ଼ାବିତଙ୍କ ଟୁଇଟରରେ ଫଲୋଅର୍ସ ସଂଖ୍ୟା ସବୁଠୁ ଅଧିକ। ରୋନାଲ୍ଡୋଙ୍କ ୮୧.୭ ନିୟୁତ ପ୍ରଶଂସକ ସହ ଶୀର୍ଷରେ ରହିଛନ୍ତି। ଏହା କେବଳ…

ସୁଇଜରଲାଣ୍ଡରେ ଛୁଟି କାଟୁଛନ୍ତି ବିରୁଷ୍କା

ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ପରିବାର ସହ ଏବେ ନୂଆବର୍ଷ ଛୁଟି କଟାଇବା ପାଇଁ ଯାଇଛନ୍ତି। ଏହି କ୍ରମରେ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ସୁଇଜରଲାଣ୍ଡରେ ପହଞ୍ଚିଛନ୍ତି। ଇନଷ୍ଟାଗ୍ରାମରେ ଅନୁଷ୍କାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?