ଖେଳ

ସିଡ୍‌ଲଙ୍କ ଅବସର

ମେଲବୋର୍ନ,୨୯।୧୨- ଭେଟେରାନ ଅଷ୍ଟ୍ରେଲିଆନ ପେସର ପିଟର ସିଡ୍‌ଲ ରବିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦୀର୍ଘ ୧୧ ବର୍ଷର କ୍ୟାରିୟରର ଶେଷ ହୋଇଛି। ସେ ୬୭ ଟେଷ୍ଟ ଖେଳି ୩୦.୬୬ ହାରରେ ୨୨୧ ଉଇକେଟ ହାତେଇଛନ୍ତି। ଅନ୍ତିମ ଥର…

ଧୋନୀଙ୍କ ପାଇଁ ପାଇଜାମା ମଧ୍ୟ ବିକି ଦେବେ ଶାହରୁଖ ଖାନ୍‌

ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ କ୍ରିକେଟର ସବୁଠୁ ବଡ଼ ଖେଳାଳି କୁହାଯାଇ ନ ପାରେ। ମାତ୍ର ଅଧିନାୟକଙ୍କ କ୍ଷେତ୍ରରେ ସେ ଶ୍ରେଷ୍ଠ। ତାଙ୍କୁ ଆଇପିଏଲରେ କିଣିବା ପାଇଁ ସମସ୍ତ ଫ୍ରାଞ୍ଚାଇଜ ଆଗଭର। ଏକଦା ଧୋନୀଙ୍କ ସମ୍ପର୍କରେ କୋଲକତା ନାଇଟ୍‌ ରାଇଡର୍ସ (କେକେଆର)…

ଜାତୀୟ ସିନିୟର ଭଲିବଲ୍‌: ଓଡ଼ିଶାର ବିଜୟଧାରା ରୋକିଲା ଛତିଶଗଡ଼

ଭୁବନେଶ୍ୱର, ୨୯।୧୨ (ସ୍ପୋଟର୍‌ସ ବ୍ୟୁରୋ) – ଓଡ଼ିଶା ଭଲିବଲ୍‌ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ୍‌ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ର ଶନିବାର ଥିଲା ୪ର୍ଥ ଦିବସ। ହ୍ୟାଟ୍ରିକ ବିଜୟ ହାସଲ କରି ଦମ୍‌ଦାର ଅଭିଯାନ…

ରଣଜୀ ଟ୍ରଫି: ଓଡ଼ିଶାର ହ୍ୟାଟ୍ରିକ ବିଜୟ; ପଏଣ୍ଟ ଟେବୁଲ ଶୀର୍ଷରେ ଓଡ଼ିଶା

କଟକ ଅଫିସ,୨୯ା୧୨-ଚଳିତ ରଣଜୀ ଟ୍ରଫିରେ ଓଡ଼ିଶା ଦଳର ବିଜୟ ଧାରା ଅବ୍ୟାହତ ରହିଛି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍‌କୁ ଶନିବାର ୧୦ ଉଇକେଟରେ ଜିତିଛି ଓଡ଼ିଶା। ଏଥିସହିତ ଚଳିତ ଟୁର୍ନାମେଣ୍ଟରେ ଲଗାତର ୩ୟ ବିଜୟ ହାସଲ କରିଛି। ପେସ୍‌…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସକୁ ମୋନାଲିସାଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୯।୧୨- କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ କରାଯାଇଥିବା ‘ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ’କୁ ଜାତୀୟ ଟେବୁଲ ଟେନିସ ଚାମ୍ପିୟନ ତଥା ଅର୍ଜୁନ ପୁରସ୍କାର ବିଜୟିନୀ ମୋନାଲିସା ବରୁଆ ମେହେଟା ପ୍ରଶଂସା କରିଛନ୍ତି। ଏହା ଭାରତର କ୍ରୀଡ଼ା ସଂସ୍କୃତିକୁ ପୁନର୍ଜୀବିତ କରିବା…

ପ୍ରଥମ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୭୬

ସେଞ୍ଚୁରିଆନ,୨୯।୧୨(ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ପ୍ରଥମ ଇନିଂସରେ ୧୦୩ ରନର ଅଗ୍ରଣୀ ହାସଲ କରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୬୧.୪ ଓଭରରେ ୨୭୨ ରନକରି…

କଳିଙ୍ଗରେ ଜାତୀୟ ପୁରୁଷ ହକି କ୍ୟାମ୍ପ : ଦିଲପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ, ଓଡ଼ିଶାରୁ ୫ ସାମିଲ

ନୂଆଦିଲ୍ଲୀ,୨୯।୧୨(ପି.ଟି.)- ଆସନ୍ତା ମାସରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହକି ପ୍ରୋ ଲିଗ୍‌ ଆୟୋଜନ ହେବାକୁ ଯାଉଥିବା ବେଳେ ହକି ଇଣ୍ଡିଆ ଶନିବାର ଏକ ୩୨ ଜଣିଆ ସମ୍ଭାବ୍ୟ ପୁରୁଷ ଦଳ ଘୋଷଣା କରିଛି। ଦୁଇ ସପ୍ତାହ ଧରି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ…

ବକ୍ସିଂ ଡେ ଟେଷ୍ଟ: ଅଷ୍ଟ୍ରେଲିଆ ବୃହତ୍‌ ଅଗ୍ରଣୀ, ନ୍ୟୁଜିଲାଣ୍ଡର ସଂଘର୍ଷ ଜାରି

ମେଲବୋର୍ନ,୨୮।୧୨(ଏଏଫ୍‌ପି)- ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ବୃହତ୍‌ ଅଗ୍ରଣୀ ହାସଲ କରିବା ସହ ସ୍ଥିତି ଆହୁରି ମଜଭୁତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ…

୧୯ ବର୍ଷରୁ କମ୍‌ କ୍ରିକେଟ: ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଭାରତ ସିରିଜ ବିଜୟୀ

ଇଷ୍ଟ ଲଣ୍ଡନ, ୨୮ା୧୨ (ପି.ଟି.)- ସ୍ଥାନୀୟ ବଫାଲୋ ପାର୍କଠାରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଯୁବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଯଶସ୍ବୀ ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଭାରତର ୧୯ ବର୍ଷରୁ କମ୍‌ କ୍ରିକେଟ ଦଳ ୮ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ…

ଜରିନ୍‌ଙ୍କୁ ହରାଇଲେ ମେରୀକମ୍‌: ମ୍ୟାଚ୍‌ ପରେ ଫୁଲ ଡ୍ରାମା

ନୂଆଦିଲ୍ଲୀ, ୨୮।୧୨- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ (୫୧ କିଲୋ କାଟେଗୋରି) ଟ୍ରାଏଲରେ ନିଖତ ଜରିନଙ୍କୁ ହରାଇ ଦେଇଛନ୍ତି। ବିଜୟ ସହ ଆସନ୍ତା ବର୍ଷ ହେବାକୁ ଥିବା ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବା ସ୍ପଷ୍ଟ…

ଆର୍ଚରଙ୍କ ଉପରେ ଲାଗିପାରେ ବ୍ୟାନ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଚେତାବନୀ ସତ୍ତ୍ୱେ ବିମର ମାରିବା କାରଣରୁ ଇଂଲଣ୍ଡ ପେସର ଜୋଫ୍ରା ଆର୍ଚର ବାସନ୍ଦ ହୋଇପାରନ୍ତି। ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ଇନିଂସରେ ସେ ଲଗାତର ଦୁଇଟି ବିମର ପକାଇଥିଲେ। ଏହି…

ଓଡ଼ିଶାର କ୍ରମାଗତ ୩ୟ ବୃହତ୍‌ ବିଜୟ

କଟକ, ୨୮।୧୨- ଫୁଲ ଫର୍ମରେ ଥିବା ଓଡ଼ିଶା ଦଳ ଚଳିତ ରଣ୍‌ଜୀ ଟ୍ରଫିରେ ଗୋଟିଏ ପରେ ଗୋଟିଏ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍‌କୁ ଓଡ଼ିଶା ୧୦ ଉଇକେଟରେ ଜିତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?