ଖେଳ

ପୂର୍ବତନ ସିଏସ୍‌କେ ଖେଳାଳିଙ୍କ ଅବସର

ଚେନ୍ନାଇ, ୨୮।୧୨- ପୂର୍ବତନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସ୍ପିନର ଶଦାବ ଜାକାତି କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏ ନେଇ ଟୁଇଟର ଜରିଆରେ ସେ ଘୋଷଣା କରିଛନ୍ତି। ମୂଳତଃ ଗୋଆ ଖେଳାଳି ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

କାହିଁକି ବିଶ୍ରାମ ନେଲେ ଆୟାର ଓ ଦୁବେ

ମୁମ୍ବାଇ, ୨୮।୧୨- ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ଦଳ ଅପେକ୍ଷାକୃତ ରେଲ୍‌ଓ୍ବେଠାରୁ ଶୋଚନୀୟ ପରାଜୟ ବରଣ କରିବା ପରେ ଶ୍ରେୟାସ ଆୟାର ଓ ଶିବମ ଦୁବେଙ୍କ ଉପରେ ବହୁ ପ୍ରଶ୍ନ ଉଠିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳ ପାଇଁ…

ଜୋକୋଭିଚ୍‌ଙ୍କ ଟ୍ରେନର ସାଜିଲେ ରୋନାଲ୍ଡୋ

ଲିସବନ, ୨୮।୧୨- ଟେନିସ କିମ୍ବଦନ୍ତୀ ନୋଭାକ ଜୋକୋଭିଚ୍‌ଙ୍କ ଟ୍ରେନର ସାଜିଛନ୍ତି ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ। ୧୬ ଗ୍ରାଣ୍ଡସ୍ଲାମ ଜିତିସାରିଥିବା ଜୋକୋଭିଚ୍‌ଙ୍କୁ ପର୍ତ୍ତୁଗାଲ ଷ୍ଟାର କେଉଁଭଳି ଉପରକୁ ଡେଇଁ ହେଡର ଜରିଆରେ ଗୋଲ କରିବାକୁ ହୁଏ, ତାହାର ଟ୍ରେନିଂ ଦେଇଛନ୍ତି। ଏହାର…

ଶ୍ରୀକାନ୍ତ, ଅଞ୍ଜୁମ ପାଇବେ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର

ନୂଆଦିଲ୍ଲୀ, ୨୮ା୧୨(ପି.ଟି.)-ଭାରତର ପୂର୍ବତନ ଅଧିନାୟକ ତଥା ୧୯୮୩ ବିଶ୍ୱକପ୍‌ ବିଜୟୀ ଭାରତୀୟ ଦଳର ଅନ୍ୟତମ ସଦସ୍ୟ କ୍ରିଷ୍ଣାମାଚାରୀ ଶ୍ରୀକାନ୍ତ ଚଳିତବର୍ଷ ସମ୍ମାନଜନକ ସିକେ ନାୟୁଡୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପାଇବେ। ତାଙ୍କ ସହିତ ଭାରତ ମହିଳା ଦଳର ପୂର୍ବତନ ଅଧିନାୟିକା…

କ୍ରିକେଟରୁ ଅବସର ନେଲେ ଜାକଟି

ପଣଜୀ, ୨୮ା୧୨ (ପି.ଟି.)- ଗୋଆ ସ୍ପିନର ଶଦାବ ଜାକଟି ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଗତ ଏକ ବର୍ଷ ହେଲା ତାଙ୍କ କ୍ରିକେଟ ଖେଳିବା କମିଯାଇଥିଲା। ବାମହାତୀ ରକ୍ଷଣଶୀଳ ବୋଲର ଜାକଟି ୧୯୯୮/୯୯ ସିଜନରେ ପ୍ରଥମଶ୍ରେଣୀ…

ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲ ଫୁଲବାଣୀ, ବାଲେଶ୍ୱର ସେମିଫାଇନାଲରେ

ଭୁବନେଶ୍ୱର, ୨୭।୧୨(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ୨ଟି ମ୍ୟାଚରେ ଫୁଲବାଣୀ ଓ ବାଲେଶ୍ୱର ସ୍ପୋଟର୍‌ସ ହଷ୍ଟେଲ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ମ୍ୟାଚରେ…

ଶାନ୍ତନୁଙ୍କ ଶତକ: ବିଜୟ ଦ୍ୱାରରେ ଓଡ଼ିଶା

କଟକ ଅଫିସ,୨୮ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ରେ ଘରୋଇ ଓଡ଼ିଶା ଦଳ ବିଜୟ ଦ୍ୱାରରେ ପହଞ୍ଚିଛି। ପ୍ରଥମ ଇନିଂସରେ ଓଡ଼ିଶା ୧୩୬ରନ ଅଗ୍ରଣୀ ହାସଲ କରିବା ପରେ ଉତ୍ତରାଖଣ୍ଡ ଦ୍ୱିତୀୟ ଇନିଂସ ଆରମ୍ଭ କରି…

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର କ୍ରମାଗତ ତୃତୀୟ ବିଜୟ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶାର ଦଳର ଭଲ ପ୍ରଦର୍ଶନ ଅବ୍ୟାହତ ରହିଛି। ଶୁକ୍ରବାର ତୃତୀୟ ଦିବସରେ ଓଡ଼ିଶା ଦଳ ୩-୨ ସେଟ୍‌ରେ…

ଗୁରୁକୁଳ ଟେନିସ: ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଅନୁଷ୍ଠିତ ଏଆଇଟିଏ-ଓଟିଏ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଅଂଶୁ କୁମାର ଭୂୟାଁ ଚାମ୍ପିୟନ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ସର୍ବଭାରତୀୟ ର଼୍ୟାଙ୍କ୍‌ର ୨୪ତମ ସ୍ଥାନରେ…

ରୋମାଞ୍ଚକ ମୋଡ଼ରେ ସେଞ୍ଚୁରିଆନ ଟେଷ୍ଟ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଇଂଲଣ୍ଡ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୮୪.୪ ଓଭରରେ ୨୮୪ ରନ…

ଇଣ୍ଡିଆନ୍‌ ସୁପର ଲିଗ୍‌: କଳିଙ୍ଗରେ ଓଡ଼ିଶା ଏଫ୍‌ସିର ବିଜୟ ଅଭିଯାନ

ଭୁବନେଶ୍ୱର, ୨୮।୧୨(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ଏଫ୍‌ସି ଘରୋଇ ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଏଠାରେ ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ତାରକା ଷ୍ଟ୍ରାଇକର ଆରିଡେନ ଜେସସ୍‌ କାବେରା ସାନ୍ତାନାଙ୍କ ଡବଲ୍‌ ଗୋଲ ସହାୟତାରେ ଭ୍ରମଣକାରୀ ଜାମସେଦପୁର ଏଫ୍‌ସିକୁ…

ବକ୍ସିଂ ଡେ ଟେଷ୍ଟ: ହେଡ୍‌ଙ୍କ ଶତକ, ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମେଲବୋର୍ନ.୨୭।୧୨(ଏଏଫ୍‌ପି)- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡଙ୍କ ଶତକ ଓ ପରେ ବୋଲରଙ୍କ ପ୍ରାରମ୍ଭିକ ସଫଳତା ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ସ୍ଥିତି ଦୃଢ଼ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?