ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍: ତେଜିନ୍ଦର, ଜିନସନ ବିଫଳ
ଦୋହା, ୫।୧୦(ପି.ଟି.)- ଏସିଆନ ଗେମ୍ସ ଗୋଲ୍ଡ ମେଡାଲିଷ୍ଟ ଭାରତୀୟ ଶଟ୍ପୁଟର ତେଜିନ୍ଦର ପାଲ୍ ସିଂ ତୁର୍ ଏବଂ ୧୫୦୦ ମିଟର ରନର ଜିନସନ ଜିନସନ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ବିଦାୟ ନେଇଛନ୍ତି। ୨୪ ବର୍ଷୀୟ ତୁର୍ ସିଜନ…
କ୍ରିକେଟରୁ ଦୂରେଇ ରହିବା କଷ୍ଟକର: ଅଶ୍ୱିନ
ବିଶାଖାପାଟଣା,୫।୧୦(ପି.ଟି.)- ଭାରତୀୟ ଅଭିଜ୍ଞ ସ୍ପିନର ଦୀର୍ଘଦିନ ପରେ ପ୍ରତ୍ୟାବର୍ତ୍ତନ କରି ଚଳିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ୫ ଉଇକେଟ ଅକ୍ତିଆର କରିଛନ୍ତି। ଗତବର୍ଷ ଡିସେମ୍ବରରେ ସେ ଶେଷଥର ପାଇଁ ଟେଷ୍ଟ ଖେଳିଥିଲେ। ପାଖାପାଖି ୧୦…
ଭାରତରେ ଏନ୍ବିଏ ମ୍ୟାଚ୍
ମୁମ୍ବାଇ, ୫।୧୦(ପି.ଟି.)- ସ୍ଥାନୀୟ ନ୍ୟାଶନାଲ ସ୍ପୋଟର୍ସ କ୍ଲବ୍ ଅଫ୍ ଇଣ୍ଡିଆ (ଏନ୍ଏସ୍ସିଆଇ) ଡୋମଠାରେ ଶୁକ୍ରବାର ଏନ୍ବିଏର ଐତିହାସିକ ମ୍ୟାଚ୍ ଆୟୋଜିତ ହୋଇଛି। ଆମେରିକାର ହାଇପ୍ରୋଫାଇଲ ବାସ୍କେଟ ବଲ୍ ଲିଗ୍ ଏନ୍ବିଏ (ନ୍ୟାଶନାଲ ବାସ୍ପେଟବଲ ଆସୋସିଏଶନ)ର ଦୁଇ ଦଳ ସାକ୍ରାମେଣ୍ଟୋ କିଙ୍ଗ୍ସ ଓ…
ଏନ୍ବିଏ: ସାକ୍ରାମେଣ୍ଟୋକୁ ହରାଇଲା ଇଣ୍ଡିଆନା
ମୁମ୍ବାଇ,୫।୧୦(ପି.ଟି.)- ଆମେରିକାର ଜଣାଶୁଣା ବାସ୍କେଟବଲ୍ ଲିଗ୍ ଏନ୍ବିଏ ଭାରତରେ ପଦାର୍ପଣ କରିଛି। ଶୁକ୍ରବାର ଏଠାରେ ପ୍ରଥମ ଏନ୍ବିଏ ମ୍ୟାଚ୍ ଅନୁଷ୍ଠିତ ହୋଇଛି। ଏହି ଐତିହାସିକ ମ୍ୟାଚ୍ରେ ଇଣ୍ଡିଆନା ପେସର୍ସ ୧୩୨-୧୩୧ ବ୍ୟବଧାନରେ ସାକ୍ରାମେଣ୍ଟୋ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଜବରଦସ୍ତ…
ସବିତା ଖେଳିଲେ ୨୦୦ତମ ମ୍ୟାଚ୍
ମାର୍ଲୋ(ୟୁକେ),୪।୧୦(ପି.ଟି.)- ଇଂଲଣ୍ଡ ଗସ୍ତର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ମହିଳା ହକି ମ୍ୟାଚରେ ଭାରତୀୟ ଗୋଲକିପର ସବିତା କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ମ୍ୟାଚ ପୂର୍ବରୁ କୋଚ୍ ଜୋର୍ଡ ମାରିଜନେ ତାଙ୍କୁ ୨୦୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ସବିତା…
୨୨ ବର୍ଷରେ ପନ୍ତ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଶୁକ୍ରବାର ୨୨ ବର୍ଷରେ ପାଦ ଦେଇଛନ୍ତି। ୪ ଅକ୍ଟୋବର ୧୯୯୭ରେ ଜନ୍ମ ହୋଇଥିବା ଏହି ଖେଳାଳି ଏବେ ଭାରତୀୟ ଟେଷ୍ଟ ଦଳରୁ ବାହାରେ ଅଛନ୍ତି। କିନ୍ତୁ ଗତ ଏକବର୍ଷ ହେଲା ତାଙ୍କ…
ରେକର୍ଡ ଭାଙ୍ଗିବାରୁ କୋହଲି, ବାବରଙ୍କୁ କ୍ଷମା ମାଗିଲେ ବ୍ୟାଟ୍ସମ୍ୟାନ
ଆମଷ୍ଟରଡାମ,୪।୧୦: ନେଦରଲାଣ୍ଡ କ୍ରିକେଟର ରାୟାନ ଟେନ୍ ଡୋସଚେଟଙ୍କଠାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପାକିସ୍ତାନ ସେନସେଶନ ବାବର ଆଜମ ପଛରେ ରହିଛନ୍ତି। ଦିନିକିଆ କ୍ରିକେଟରେ ଅତିକମ୍ରେ ଏକ ହଜାର ରନ୍ କରିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଡୋସଚେଟଙ୍କ ଆଭରେଜ ସର୍ବାଧିକ। ନିର୍ଦ୍ଦିଷ୍ଟ…
ଭାରତର ସ୍ଥିତି ଦୃଢ଼
ବିଶାଖାପାଟଣା,୪।୧୦: ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଡିନ ଏଲଗାର ଓ କ୍ୱିଣ୍ଟନ ଡି’ କକ୍ଙ୍କ ଶତକ ଲଗାଇଛନ୍ତି। ଏହାସତ୍ତ୍ୱେ ଭାରତୀୟ ଦଳ ଦୃଢ଼ ସ୍ଥିତିରେ ରହିଛି। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୫୦୨ ରନ୍…
ଜାଡେଜାଙ୍କ ରେକର୍ଡ
ବିଶାଖାପାଟଣା,୪।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡ ରବୀନ୍ଦ୍ର ଜାଡେଜା ଏକ ସ୍ବତନ୍ତ୍ର ରେକର୍ଡ ଅଧିକାରୀ ହୋଇଛନ୍ତି। ମ୍ୟାଚ୍ର ୩ୟ ଦିନ ତଥା ଶୁକ୍ରବାର ଜାଡେଜା ଟେଷ୍ଟ କ୍ୟାରିୟରର ୨୦୦ତମ ଉଇକେଟ ନେଇଛନ୍ତି।…
ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଆରସିଏ ସଭାପତି
ଜୟପୁର,୪।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ଗେହଲଟ ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆରସିଏ) ସଭାପତି ନିର୍ବାଚିତ ହୋଇଛନ୍ତି। ଶକୁବ୍ରାର ଅନୁଷ୍ଠିତ ନିର୍ବାଚନରେ ଗେହଲଟଙ୍କୁ ୨୫ ଖଣ୍ଡ ଭୋଟ ମିଳିଛି। ବୈଭବ ଡ. ସିପି ଜୋଶୀଙ୍କ ସ୍ଥାନ ନେବେ। ସେ…
ଡିନ୍ ଏଲଗାରଙ୍କ ଶତକ
ବିଶାଖାପାଟଣା,୪।୧୦: ଓ୍ବାଇ.ଏସ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଭାରତ ବିପକ୍ଷରେ ଶତକ ହାସଲ କରିଛନ୍ତି ଦକ୍ଷିଣ ଆଫ୍ରିକାର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ଡିନ୍ ଏଲଗାର। ଛକା ମାରି ସେ ନିଜ କ୍ୟାରିୟର ୧୨ତମ ଶତକ ଅର୍ଜନ କରିଥିଲେ। ଦ୍ୱିତୀୟ ଦିନ…
ନୂଆ ସ୍ପ୍ରିଣ୍ଟ ସେନ୍ସେସନ କୋଲମେନ
ଦୋହା ବିଶ୍ୱ ଚାମ୍ପିୟନଶିପ୍ରେ ୧୦୦ମି.ରେ ସ୍ବର୍ଣ୍ଣ ପଦକ ହାସଲ କରି ଆମେରିକୀୟ ଯୁବ ଧାବକ ଖ୍ରୀଷ୍ଟିଆନ କୋଲମେନ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ମାତ୍ର ୯.୭୬ ସେକେଣ୍ଡ ସମୟ ନେଇ ସେ ଇତିହାସର ଷଷ୍ଠ ଦ୍ରୁତତମ ଧାବକ ସାବ୍ୟସ୍ତ ହୋଇଛନ୍ତି। ୨୩…
Archives


