ଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହାର ଇତିହାସ

ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।…

ଡୋନାଙ୍କୁ ବିବାହ କରିବା ପରେ ବି ନଗ୍‌ମାଙ୍କ ପ୍ରତି ଆକର୍ଷିତ ହୋଇଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ବୁଧବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା ଅରବିନ୍ଦ ମୋରାରଜି ଥିଲା। ତେବେ ଫିଲ୍ମରେ ଅଭିନୟ ପରେ ତାଙ୍କର ନାମ ପରିବର୍ତ୍ତନ…

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ କରି…

ପ୍ରଫେସର ବଶିଷ୍ଠଙ୍କ ‘ରୋଡ୍‌ ଟୁ ଟୋକିଓ ୨୦୨୦’ କ୍ୟାଲେଣ୍ଡର

ଭୁବନେଶ୍ୱର, ୨୫।୧୨ (ସ୍ପୋଟର୍‌ସ ବ୍ୟୁରୋ)- ୨୦୧୯ ମସିହା ଅନ୍ତିମ ପର୍ଯ୍ୟାୟରେ ଉପନୀତ ହୋଇଛି। ନବବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ କୋଲକାତା ମଲ୍‌ବାର କ୍ରିଷ୍ଟିଆନ କଲେଜର ଇତିହାସ ବିଭାଗ ମୁଖ୍ୟ ପ୍ରଫେସର ବଶିଷ୍ଠ…

ଫେଡ୍‌ କପ୍‌ ଟିମ୍‌ ଘୋଷିତ: ୪ବର୍ଷ ପରେ ଦଳକୁ ଫେରିଲେ ସାନିଆ

ନୂଆଦିଲ୍ଲୀ,୨୫ା୧୨ (ପି.ଟି.)-ଭାରତୀୟ ଫେଡ୍‌ କପ୍‌ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଏଥିରେ ୫ଜଣ ଖେଳାଳିଙ୍କୁ ନିଆଯାଇଛି। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ଅଙ୍କିତା ରାଇନା ଏଥିରେ ସ୍ଥାନ ପାଇଛନ୍ତି। ଡବଲ୍ସ ଷ୍ଟାର ସାନିଆ ମିର୍ଜା ୪ ବର୍ଷ ବ୍ୟବଧାନରେ ଦଳକୁ ଫେରିଛନ୍ତି।…

ପ୍ରୁତ୍ର ସନ୍ତାନ ଲାଭ କଲେ ଗୀତା- ପବନ

ନୂଆଦିଲ୍ଲୀ, ୨୪।୧୨- ଅଭିଜ୍ଞ ମହିଳା ରେସଲର ଗୀତା ଫୋଗତ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ସେ ଓ ତାଙ୍କ ସ୍ବାମୀ ରେସଲର ପବନ କୁମାର ପୁତ୍ର ସନ୍ତାନ ଲାଭ କରିଛନ୍ତି। ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜୟିନୀ…

ରୋମାଞ୍ଚକ ହେବ ବକ୍ସିଂ ଡେ ଟେଷ୍ଟ: ସିରିଜ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୧୨(ଏଏଫ୍‌ପି)- ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ତଥା ବକ୍ସିଂ ଡେ ଟେଷ୍ଟ ମ୍ୟାଚ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଦୀର୍ଘ ୩୦ ବର୍ଷ ପରେ ନ୍ୟୁଜିଲାଣ୍ଡ ବକ୍ସିଂ ଡେ ଟେଷ୍ଟ ଖେଳିବାକୁ ଯାଉଛି। ତାରକା…

ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ନେଇ ଆଲୋଚନା

ଲଣ୍ଡନ,୨୫।୧୨(ପି.ଟି.)- ପ୍ରସ୍ତାବିତ ଏକ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଆୟୋଜନ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟରେ ଆଲୋଚନା ଚାଲିଛି। ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ ଏକ ମେଜର ଟୁର୍ନାମେଣ୍ଟ…

ଡବଲ୍ସ ଖେଳିବେ ସେରେନା-ଓଜନିଆକି

ଅକ୍‌ଲାଣ୍ଡ, ୨୪ା୧୨ (ଏପି)-ଦୀର୍ଘ ଦିନର ବାନ୍ଧବୀ ସେରେନା ଓ୍ବିଲିୟମ୍ସ ଓ କାରୋଲିନ୍‌ ଓଜନିଆକି ପ୍ରଥମ ଥର ପାର୍ଟନର ହୋଇ ଡବଲ୍ସ ମ୍ୟାଚ ଖେଳିବେ। ଜାନୁୟାରୀ ୬ରେ ଅକ୍‌ଲାଣ୍ଡଠାରେ ଆରମ୍ଭ ହେବାକୁଥିବା ଡବ୍ଲ୍ୟୁଟିଏ ଟୁର୍‌ ଅନ୍ତର୍ଗତ ଏଏସ୍‌ବି କ୍ଲାସିକ୍‌ ଟେନିସଥ ଟୁର୍ନାମେଣ୍ଟରେ ସେମାନଙ୍କ…

ଅଷ୍ଟ୍ରେଲିଆ ଓ୍ବେବ୍‌ସାଇଟ୍‌: କୋହଲି ଟେଷ୍ଟ, ଧୋନୀ ଦିନିକିଆ ଅଧିନାୟକ

ମେଲବୋର୍ନ, ୨୪ା୧୨ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆର ଅଫିସିଆଲ ନ୍ୟୁଜ୍‌ ଓ୍ବେବ୍‌ସାଇଟ୍‌ ଦ୍ୱାରା ବିରାଟ କୋହଲି ଦଶନ୍ଧିର ଟେଷ୍ଟ ଏକାଦଶ ଦଳର ଅଧିନାୟକ ମନୋନୀତ ହୋଇଛନ୍ତି। ଅନ୍ୟପକ୍ଷରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଦଶନ୍ଧିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଦଳର ଅଧିନାୟକ କରାଯାଇଛି। କୋହଲି ଉଭୟ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ ରହି ବର୍ଷ ଶେଷ କଲେ କୋହଲି

ଦୁବାଇ, ୨୪।୧୨ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହି ଚଳିତ ବର୍ଷ ଶେଷ କରିଛନ୍ତି। କୋହଲିଙ୍କ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ୯୨୮ ରହିଛି।…

ରଣ୍‌ଜୀରେ ଫିଟ୍‌ନେସ ପ୍ରମାଣ କରିବେ ବୁମ୍‌ରା

ସୁରଟ, ୨୪।୧୨ (ପି.ଟି.)- ରଣ୍‌ଜୀ ଟ୍ରଫି ୩ୟ ପର୍ଯ୍ୟାୟର ଏକ ମୁକାବିଲାରେ ବୁଧବାର କେରଳକୁ ଭେଟିବ ଘରୋଇ ଗୁଜରାଟ। ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯିବ। ଗୁଜରାଟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?