୪୭ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ମୟଙ୍କ ଯୋଡି
ବିଶାଖାପାଟନା,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ମଜଭୁତ୍ ସ୍ଥିତିରେ ପହଞ୍ଚିଛି। ଦୁଇ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲଙ୍କ ଜବରଦସ୍ତ ପ୍ରଦର୍ଶନରେ ଭାରତ ବିନା ଉଇକେଟ ହରାଇ ୨୦୦ ରନ୍ ସଂଗ୍ରହ କରିଛି। ଟସ୍ ଜିଣି ପ୍ରଥମେ…
ରୋହିତ ଶର୍ମାଙ୍କ ଦମଦାର୍ ଶତକ, ଭାରତର ସ୍ଥିତି ମଜଭୁତ
ବିଶାଖାପାଟନା,୨।୧୦: ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରୁଥିବା ରୋହିତ ଶର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମଦାର୍ ବ୍ୟାଟିଂ କରିଛନ୍ତି। ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ରୋହିତ ଟେଷ୍ଟରେ ୪ର୍ଥ ଶତକ ହାସଲ କରିଛନ୍ତି। ସେହିପରି ଅନ୍ୟତମ ଓପନର୍ ମୟଙ୍କ ଅଗ୍ରୱାଲ ୭୬…
ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ରୋହିତଙ୍କ ଅର୍ଦ୍ଧଶତକ, ଲଞ୍ଚ୍ ପର୍ଯ୍ୟନ୍ତ ଭାରତ ସ୍କୋର ୯୧/୦
ବିଶାଖାପାଟଣା,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ଆରମ୍ଭ ହୋଇଛି। ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରାରମ୍ଭରୁ ରକ୍ଷାତ୍ମକ ଖେଳ ପ୍ରଦର୍ଶନ କରିଛି। ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରିବାକୁ ଆସିଥିବା ରୋହିତ…
ଓଡ଼ିଆ ପ୍ରଶଂସକଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ କୋହଲି
ବିଶାଖାପାଟନା,୨।୯: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଅଛନ୍ତି। କିନ୍ତୁ ମଙ୍ଗଳବାର କୋହଲି ତାଙ୍କର ଜଣେ ବଡ ପ୍ରଶଂସକଙ୍କୁ ଭେଟି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ପ୍ରଥମ ଟେଷ୍ଟ ପୂର୍ବରୁ…
ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍ ଜିଣି ପ୍ରଥମେ ଭାରତର ବ୍ୟାଟିଂ ନିଷ୍ପତ୍ତି
ବିଶାଖାପାଟଣା,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବୁଧବାରଠାରୁ ଆରମ୍ଭ ହୋଇଛି। ସିରିଜର ପ୍ରଥମ ମ୍ୟାଚରେ ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ ପାଇଁ ଭାରତ ପାଇଁ ଚୂଡାନ୍ତ ଏକାଦଶ…
ବିଶ୍ୱ ଆଥଲେଟିକ୍ସ ଚାମ୍ପିନଶିପ୍: ୩୦୦୦ମି. ଷ୍ଟିପଲଚେଜ୍ ଫାଇନାଲରେ ଅବିନାଶ
ଦୋହା,୨।୧୦(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍ରେ ଭାରତର ଅବିନାଶ ସାବଲ୍ ପୁରୁଷ ୩୦୦୦ ମି. ଷ୍ଟିପଲଚେଜ୍ ଫାଇନାଲ୍ରେ ପ୍ରବେଶ କରିଛନ୍ତି। ପ୍ରଥମେ ସେ ହାସଲ କରିଥିବା ଜାତୀୟ ରେକର୍ଡଠାରୁ ଉନ୍ନତ ପ୍ରଦର୍ଶନ କରିଥିଲେ ମଧ୍ୟ ଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିଲେ। ତାଙ୍କ ଜାତୀୟ…
ମାଉଣ୍ଟ ଏଲବୃଶ୍ ଆରୋହଣ ଅଭିମୁଖେ ଲିପିକା
ଭୁବନେଶ୍ୱର, ୨।୧୦(କ୍ରୀଡ଼ା ପ୍ରତିନିଧି)-ବରଗଡ଼ର ପର୍ବତାରୋହୀ ଲିପିକା ସେଠ୍ ୟୁରୋପ ମହାଦେଶର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲବୃଶ୍ (୫,୬୪୨ ମିଟର/୧୮, ୫୧୦ ଫୁଟ) ଆରୋହଣ ଅଭିଯାନରେ ବାହାରିଛନ୍ତି। ସେ ସାଥୀ ପର୍ବତାରୋହୀଙ୍କ ସହ ନିଜର ସମସ୍ତ ଔପଚାରିକତା ପୂରଣ କରି ବେସ୍ କ୍ୟାମ୍ପ(୩,୮୦୦…
ମନଦୀପ ସିଂଙ୍କ ୧୫୦ତମ ମ୍ୟାଚ
ଆଣ୍ଟ୍ବେର୍ପ(ବେଲଜିୟମ), ୨।୧୦-ମଙ୍ଗଳବାର ବେଲଜିୟମ ବିପକ୍ଷରେ କ୍ୟାରିୟରର ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ ମନଦୀପ ସିଂ। ମ୍ୟାଚ ପୂର୍ବରୁ କୋଚ୍ ଗ୍ରାହାମ ରିଡ୍ ତାଙ୍କୁ ୧୫୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ପଞ୍ଜାବ ଜଳନ୍ଧରର ମନଦୀପ ୨୦୧୩ରେ ନୂଆଦିଲ୍ଲୀଠାରେ ହକି ଓ୍ବାଲର୍ଡ…
ବିଶ୍ୱ ଚାମ୍ପିୟନ ବେଲଜିୟମକୁ ହରାଇଲା ଭାରତ
ଆଣ୍ଟ୍ବେର୍ପ(ବେଲଜିୟମ), ୨।୧୦-ସମ୍ପ୍ରତି ବେଲଜିୟମ ଟୁର୍ରେ ଥିବା ଭାରତୀୟ ହକି ଦଳ ମଙ୍ଗଳବାର ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଏବଂ ୟୁରୋପିଆନ ଚାମ୍ପିୟନ ବେଲଜିୟମକୁ ୨-୧ ଗୋଲରେ ପରାସ୍ତ କରିଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ଅମିତ ରୋହିଦାସ ଏବଂ ସିମରନଜିତ ସିଂ…
ସିବିଏସ୍ଇ କ୍ଲଷ୍ଟର ଆଥଲେଟିକ୍ ଚାମ୍ପିୟନଶିପ୍: ଶ୍ରେଷ୍ଠ ପ୍ରଦର୍ଶନ ସହ ଆଂଶିକାଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୨।୧୦(କ୍ରୀଡ଼ା ପ୍ରତିନିଧି)-ଛତିଶଗଡ଼ର ରାୟପୁରଠାରେ ଅନୁଷ୍ଠିତ ସିବିଏସ୍ଇ କ୍ଲଷ୍ଟର ଆଥଲେଟିକ୍ ଚାମ୍ପିୟନଶିପ୍ରେ ଓଡ଼ିଶାର ଆଂଶିକା ରାଉତରାୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୧୭ ବର୍ଷରୁ କମ୍ ବାଳିକା ଶଟ୍ପୁଟ ଇଭେଣ୍ଟରେ ସେ ଏହି ସଫଳତା ପାଇଛନ୍ତି। ସମ୍ପ୍ରତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ…
ବୟସ ଜାଲିଆତି ରୋକିବାକୁ ବୋର୍ଡର ୨୪ ଘଣ୍ଟିଆ ହେଲ୍ପ ଲାଇନ୍
ନୂଆଦିଲ୍ଲୀ,୨।୧୦(ପି.ଟି.)- କ୍ରିକେଟରେ ବୟସ ଜାଲିଆତି ଏବେ ଉତ୍କଟ ସମସ୍ୟା ରୂପେ ଉଭା ହୋଇଛି। ଏହାକୁ ରୋକିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ୨୪/୭ ହେଲ୍ପଲାଇନ୍ ଜାରି କରିଛି। ପୂର୍ବରୁ ବୋର୍ଡ ମଧ୍ୟ ଆଣ୍ଟି ଡୋପିଂ ହେଲ୍ପ ଲାଇନ୍…
ମହିଳା ଟି୨୦: ଭାରତ ସିରିଜ ବିଜୟୀ
ସୁରଟ,୨।୧୦(ପି.ଟି.)- ୧୫ ବର୍ଷୀୟା ସେଫାଳି ବର୍ମାଙ୍କ ଉପଯୋଗୀ ବ୍ୟାଟିଂ ଓ ପୁନମ ଯାଦବଙ୍କ ଦମ୍ଦାର ବୋଲିଂ ବଳରେ ଭାରତୀୟ ମହିଳା ଦଳ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଚତୁର୍ଥ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୫୧ ରନରେ ପରାସ୍ତ କରିଛି। ଏଥିସହ…
Archives


