ପାକିସ୍ତାନ ଗସ୍ତ କରିବାକୁ ଚାହୁଁ ନାହାନ୍ତି ସିନିୟର ଶ୍ରୀଲଙ୍କା କ୍ରିକେଟର
କଲମ୍ବୋ,୩୦।୮: ଆସନ୍ତା ସେପ୍ଟେମ୍ବର ଓ ଅକ୍ଟୋବର ମଧ୍ୟରେ ପାକିସ୍ତାନ ଗସ୍ତରେ ଆସି ଶ୍ରୀଲଙ୍କା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍ ଖେଳିବ। ଏହି ସିରିଜ୍ରେ ଶ୍ରୀଲଙ୍କାର ସିନିୟର କ୍ରିକେଟର ଅଂଶଗ୍ରହଣ କରିବାକୁ ଚାହୁଁ ନାହାନ୍ତି। ଏ ନେଇ...
ଯୋଜନାବଦ୍ଧ ଉଦ୍ୟମ ଜରୁରୀ
ଆମ ଦେଶ ଲୋକ ସଂଖ୍ୟା ଦୃଷ୍ଟିରୁ ଯେତିକି ଅଗ୍ରଗତି କରିଛି କ୍ରୀଡା କ୍ଷେତ୍ରରେ ଗୋଟିଏ ଅଲିମ୍ପିକ ପଦକ ପାଇଁ ସେତିକି ସଂଘର୍ଷର ସାମ୍ନା କରୁୂଛି । ବିଶ୍ୱସ୍ତରୀୟ କ୍ରୀଡା ପ୍ରତିଯୋଗିତା ଗୁଡିକରେ ପଦକଟିଏ ପାଇଁ ଆମକୁ ବହୁ କଷ୍ଟ ସ୍ବୀକାର...
ସାବାସ୍ ସିନ୍ଧୁ
ଭାରତର ତାରକା ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏବେ ଟପ୍ ଫର୍ମରେ। ନିଜ ଜାଜ୍ୱଲ୍ୟମାନ କ୍ୟାରିୟରରେ ସେ ଯୋଡ଼ିଛନ୍ତି ଆଉ ଏକ ସ୍ବର୍ଣ୍ଣିମ ସଫଳତା। ସୁଇଜରଲାଣ୍ଡର ବାସେଲଠାରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର ମହିଳା ସିଙ୍ଗଲ୍ସରେ ସେ ହାସଲ...
ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ
ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍ ଦଳ ଘୋଷଣା କରାଯାଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ବରିଷ୍ଠ ଖେଳାଳି ମହେନ୍ଦ୍ର...
ଓସିଏ ନିର୍ବାଚନ: ଅକ୍ଟୋବର ୨୦ ସୁଦ୍ଧା ସରିବ
କଟକ ଅଫିସ,୩୦ା୮- ଆସନ୍ତା ଅକ୍ଟୋବର ୨୦ ତାରିଖ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏ ନେଇ ଗୁରୁବାର ଓସିଏର ନିର୍ବାଚନ ଅଧିକାରୀ ମାଖନ ଲାଲ ମଜୁମଦାର ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି। ଓସିଏ ନିର୍ବାଚନକୁ ନେଇ...
ସେରେନା, ଫେଡରରଙ୍କ କଷ୍ଟସାଧ୍ୟ ବିଜୟ
ନ୍ୟୁୟର୍କ, ୩୦ା୮ (ଏଏଫ୍ପି)- ଚଳିତ ୟୁଏସ ଓପନ୍ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସେରେନା ଓ୍ବିଲିୟମ୍ସ ଓ ଗତଥର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ନୋଭାକ୍ ଜୋକୋଭିଚ୍ଙ୍କ ଭଳି ଖେଳାଳି କଷ୍ଟସାଧ୍ୟ ବିଜୟ ସହ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବର୍ଷାରେ ବାଧାପ୍ରାପ୍ତ...
ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ
ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିଜ ପାଇଁ କିଛି ସମୟ ବାହାର କରି ବ୍ୟାୟାମରେ ନିୟୋଜିତ କରିବାକୁ...
ରବିକୁମାର ମୋର ଆଦର୍ଶ: ଭକ୍ତରାମ
ଭୁବନେଶ୍ୱର,୩୦।୮- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ରବିକୁବାର ମୋର ଆଦର୍ଶ ବୋଲି ସ୍ବତନ୍ତ୍ର ଭାବେ ପୁରସ୍କୃତ ହୋଇଥିବା ଯୁବ ଭାରୋତ୍ତୋଳକ ଭକ୍ତରାମ ଦେଷ୍ଟି କହିଛନ୍ତି। ୨୦୧୨ରେ ଖେଳିବା ଆରମ୍ଭ କରିଥିଲି। ଭଲ କୋଚ୍ ଥିଲେ ମଧ୍ୟ ମାଲକାନଗିରି ସ୍ପୋଟର୍ସ...
ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର
ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ ବିଶ୍ୱର କୌଣସି ଖେଳାଳି ହରାଇବା ନିଶ୍ଚିତ ଭାବେ କଷ୍ଟକର। ବିଭିନ୍ନ ରାଜ୍ୟ ଓ...
ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦ ପଦକ ଜିତିବେ: କୋଚ୍ ଶିବପ୍ରସାଦ
ଭୁବନେଶ୍ୱର, ୩୦।୮- ପ୍ରଥମ ପାରା ଆଥଲେଟ ହିସାବରେ ପ୍ରମୋଦ ବିଜୁ ପଟ୍ଟନାୟକ ପୁରସ୍କାର ହାସଲ କରୁଥିବାରୁ ଆମ ପାଇଁ ଗର୍ବ ବିଷୟ ବୋଲି ତାଙ୍କ କୋଚ୍ ଶିବପ୍ରସାଦ ଦାସ କହିଛନ୍ତି। କେବଳ ବିଜୁ ପଟ୍ଟନାୟକ ପୁରସ୍କାର ନୁହଁ ପ୍ରମୋଦ ଅର୍ଜୁନ...
କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ: ଫୋକସରେ ପନ୍ତ
କିଙ୍ଗ୍ଷ୍ଟନ (ଜାମାଇକା), ୩୦।୮(ପି.ଟି.)- ସ୍ଥାନୀୟ ସାବିନା ପାର୍କ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଭାରତ ୩୧୮ ରନରେ ବୃହତ୍ ବିଜୟ ହାସଲ କରି ୧-୦ରେ...
ପ୍ରମୋଦଙ୍କୁ କ୍ରୀଡ଼ା, ଶ୍ରୀମତୀଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ଭୁବନେଶ୍ୱର, ୨୯।୮(ସ୍ପୋଟର୍ସ ବ୍ୟୁରୋ)- ଜାତୀୟ କ୍ରୀଡ଼ା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ କ୍ରୀଡ଼ା ସାହସିକତା ଓ ସମାଜସେବା ପୁରସ୍କାର ପ୍ରଦାନ କରିଛନ୍ତି। କ୍ରୀଡ଼ା...
Archives


