ବୁମ୍ରାଙ୍କ ପ୍ରତ୍ୟାବର୍ତ୍ତନ: ରୋହିତ୍, ସାମିଙ୍କୁ ବିଶ୍ରାମ
ନୂଆଦିଲ୍ଲୀ, ୨୩।୧୨ (ପି.ଟି.)- କଟକ ଦିନିକିଆ ମ୍ୟାଚ୍ ସହ ୨୦୧୯ ବର୍ଷ ଲାଗି ଭାରତୀୟ କ୍ରିକେଟ୍ ଦଳର କାର୍ଯ୍ୟସୂଚୀ ସମାପ୍ତ ହୋଇଛି। ନୂଆବର୍ଷର ପ୍ରଥମ ସପ୍ତାହରୁ ଘରୋଇ ମାଟିରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ସହ ଭାରତ ଏହାର ୨୦୨୦ ସିଜନ…
ଶେଷରେ ଜିତିଲେ କୋହଲି
ନୂଆଦିଲ୍ଲୀ,୨୩।୧୨- ଚଳିତବର୍ଷ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଚାଲିଥିବା ଦୌଡ଼ ଶେଷ ହୋଇଛି। ରୋହିତଙ୍କୁ ପଛରେ ପକାଇ କୋହଲି ୨୦୧୯ରେ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ରନ୍ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଚଳିତବର୍ଷ…
କ୍ରିକେଟ୍ରୁ ବିରତି ନେବେ ରୋହିତ
ମୁମ୍ବାଇ,୨୩।୧୨: ଶେଷରେ ଭାରତୀୟ ଦଳର ଉପଅଧିନାୟକ ତଥା ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ରିକେଟ୍ରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି, ପ୍ରତ୍ୟେକ ଫର୍ମାଟ୍ରେ ନିୟମିତ ଖେଳୁଥିବା ରୋହିତ ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ୍ରେ…
ବାରବାଟୀ ମ୍ୟାଚ୍ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା
ବାରବାଟୀ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ…
ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀଙ୍କୁ ପୂରିଲା ୧୫
ନୂଆଦିଲ୍ଲୀ,୨୩।୧୨: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍ ୧୫ ବର୍ଷ ତଳେ ୨୦୦୪, ଡିସେମ୍ବର ୨୩ ତାରିଖରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ବାଂଲାଦେଶ ବିପକ୍ଷ…
ଜିରୋରୁ ଏମିତି ହିରୋ ବନିଥିଲେ ଧୋନୀ
ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ତଥା କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସୋମବାର କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ୨୦୦୪ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ ମାହି। ଡେବ୍ୟୁ ମ୍ୟାଚ୍ରେ ୭ନଂ.ରେ ବ୍ୟାଟିଂ…
କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ ଭୁବନେଶ୍ୱର ବିମାନବନ୍ଦରକୁ ନିଆଯାଇଥିଲା। ନିଜ ପ୍ରିୟ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ହୋଟେଲ…
ଦିନେ ପ୍ରାକ୍ଟିସ୍ କରିବାକୁ ଏହି ଖେଳାଳିଙ୍କ ପାଖରେ ଜୋତା ନ ଥିଲା, କଟକରେ ଦେଖାଇଲେ ଜଲଓ୍ବା
କଟକର ବାରବାଟୀ ଷ୍ଟାଡିୟମ୍ ଯୁବ ବୋଲର ନବଦୀପ ସଇନୀଙ୍କ ପାଇଁ ଲକି ସାବ୍ୟସ୍ତ ହୋଇଛି। ୨୭ ବର୍ଷୀୟ ସଇନି ୨୨୯ତମ ଭାରତୀୟ ଖେଳାଳି ଭାବେ ବାରବାଟୀରେ ଦିନିକିଆ ପଦାର୍ପଣ କରିଥିଲେ। ହରିୟାଣାର କର୍ନଲରେ ଜନ୍ମଗ୍ରହଣ କରିଥିବା ନବଦୀପ ଭାରତୀୟ ଟିମ୍ ପାଇଁ…
କ୍ରିକେଟ୍ରେ କ୍ୟାରିୟର ଗଢ଼ିବାକୁ ଯାଉଛନ୍ତି ଏହି ଅଭିନେତାଙ୍କ ପୁଅ
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମନ୍ସୁର ଅଲ୍ଲୀ ଖାନ୍ ପଟୌଦିଙ୍କ ପୁଅ ସୈଫ ଅଲ୍ଲୀ ଖାନ୍ କ୍ରିକେଟ ନୁହେଁ, ଅଭିନୟକୁ କ୍ୟାରିୟର ରୂପେ ବାଛିଥିଲେ। କିନ୍ତୁ ତାଙ୍କ ପୁଅ ଇବ୍ରାହିମ୍ ଅଲ୍ଲୀ ଖାନ୍ ଜେଜେଙ୍କ ପଦାଙ୍କ ଅନୁସରଣ କରିଛନ୍ତି। ଇବ୍ରାହିମ୍ଙ୍କ…
ଲାରାଙ୍କ ପଛକୁ ହୋପ୍
କଟକ, ୨୩0।୧୨(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ମ୍ୟାଚରେ ୫୦ ବଲ୍ରୁ ୪୨ ରନ ସଂଗ୍ରହ କରିଛନ୍ତି ୱେଷ୍ଟଇଣ୍ଡିଜ ଓପନର ଶାଇ ହୋପ୍। ଏଥିସହ ସେ ଚଳିତ କ୍ୟାଲେଣ୍ଡର ବର୍ଷରେ ୧୩୪୫ ରନ କରିବାକୁ ସକ୍ଷମ…
କ୍ରିକେଟରେ ୧୫ ବର୍ଷ ପୂରଣ କଲେ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। କ୍ୟାପେଟନ କୁଲ ଭାବେ ପରିଚିତ ଧୋନୀକୁ ସବୁ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ୨୦୦୪ମସିହାରେ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ ଦିନିକିଆ…
୫ମ ଉଇକେଟରେ ରେକର୍ଡ ଭାଗୀଦାରି
ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ନିକୋଲାସ ପୁରନ ଓ କିରନ ପୋଲାର୍ଡ ୫ମ ଉଇକେଟ ଯୋଡ଼ିରେ ୧୩୫ ରନ ସଂଗ୍ରହ କରିଥିଲେ। ବାରବାଟୀ ଗ୍ରାଉଣ୍ଡରେ ୫ମ ଉଇକେଟରେ ଏହା ରେକର୍ଡ ପାର୍ଟନରଶିପ୍। ପୂର୍ବରୁ ୨୦୦୩ ନଭେମ୍ବର ୬ରେ ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର ସ୍କଟ…

