ଖେଳ

ଦୀପା ଖେଳରତ୍ନରେ ସମ୍ମାନିତ, ପୁନିଆ ଅନୁପସ୍ଥିତ, ପ୍ରମୋଦ ପାଇଲେ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୨୯ା୮(ପି.ଟି.)-ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପାରା ଅଲିମ୍ପିକ ରୌପ୍ୟ ବିଜୟିନୀ ଦୀପା ମଲିକ ପ୍ରଥମ ଭାରତୀୟ ପାରାଆଥଲେଟ ହିସାବରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ଜାତୀୟ ଖେଳରତ୍ନ ପୁରସ୍କାର...

କୋହଲି ହୋଇପାରନ୍ତି ଦେଶର ସବୁଠୁ ସଫଳ ଅଧିନାୟକ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮- ବିରାଟ କୋହଲି କ୍ରିକେଟର ଲମ୍ବା ଫର୍ମାଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାରୁ ମାତ୍ର ଆଉ ଗୋଟିଏ ପାଦ ଦୂରରେ ଅଛନ୍ତି। ଏଠାରେ ଶୁକ୍ରବାରଠାରୁ ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଭାରତ ଜିତିବାକୁ ସକ୍ଷମ...

ପରିପକ୍ୱ ହୋଇପାରିବେ ନାହିଁ ଆଫ୍ରିଦୀ: ଗମ୍ଭୀର

ନୂଆଦିଲ୍ଲୀ,୨୯।୮: ଜମ୍ମୁ-କଶ୍ମୀର ଭାଇଙ୍କ ନିମନ୍ତେ ପାକିସ୍ତାନ ବାସୀଙ୍କ ସହ ଏକତା ଦେଖାଇବା ପାଇଁ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି) ଗସ୍ତ କରିବା ପାଇଁ ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦୀ ମନ୍ତବ୍ୟ ଦେଇଥିଲେ। ଏହାକୁ ଆଫ୍ରିଦୀ ଓ ପୂର୍ବତନ ଭାରତୀୟ ଓପନର...

ମେଜର ଧ୍ୟାନଚାନ୍ଦଙ୍କୁ କ୍ରୀଡ଼ାମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୯।୮: ହକି ଓ୍ବିଜାର୍ଡ୍‌ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ବାର୍ଷକୀରେ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଧ୍ୟାନଚାନ୍ଦଙ୍କ ଜନ୍ମ ଦିନକୁ ଦେଶରେ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ। ସେ ଆମର ଗର୍ବ। ପ୍ରଥମ ଭାରତୀୟ ଭାବେ ସେ ଅନ୍ତର୍ଜାତୀୟ...

ଡ୍ରାଭିଡ୍‌ଙ୍କ ସ୍ଥାନରେ କୋଟାକ, ମହାମ୍ବ୍ରେ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ସୌରାଷ୍ଟ୍ର ଅଧିନାୟକ ସିତାଂଶୁ କୋଟାକ ଓ ପୂର୍ବତନ ଭାରତୀୟ ସିମର ପାରସ ମହାମ୍ବ୍ରେ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ସ୍ଥାନ ନେଇଛନ୍ତି। ଦୁହେଁ ଯଥାକ୍ରମେ ଭାରତ ଏ’ ଓ ୧୯ ବର୍ଷର କମ୍‌ ଭାରତୀୟ ଦଳର...

ଧୋନୀଙ୍କ ପାଇଁ ପାଗଳ ସମର୍ଥକ: ଗାଡି ନମ୍ବର ପ୍ଲେଟରେ ଲେଖିରେ ନାଁ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ବରଂ ବିଦେଶରେ ମଧ୍ୟ ଅଛନ୍ତି। ଯଦିଓ ଧୋନୀ ଏବେ କ୍ରିକେଟରୁ ଦୂରେଇ ଅଛନ୍ତି କିନ୍ତୁ ତାଙ୍କ ପ୍ରଶଂସକ ତାଙ୍କୁ ଏବେ ବି ପାଗଳଙ୍କ...

ଏହି କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ ସାରା

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବେ ଜଣେ କ୍ରିକେଟ୍‌ରଙ୍କ ପ୍ରେମରେ ପଡିଛନ୍ତି। ସେ ହେଉଛନ୍ତି ୧୯ ବର୍ଷୀୟ ଶୁଭମନ ଗିଲ୍‌। ସେ ଏବେ ଭାରତ ‘ଏ’ ପାଇଁ ଖେଳୁଛନ୍ତି। ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ମଧ୍ୟ...

ଜାମାଇକା ହାଇ କମିଶନରଙ୍କ ସହ ଭାରତୀୟ ଦଳର ରାତ୍ରଭୋଜନ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ ଏବେ ଜାମାଇକାରେ ଅଛି। ସେଠାକାର ଭାରତୀୟ ହାଇ କମିଶନର ଏମ୍‌. ସେଭାଲା ନାଏକଙ୍କ ବାସଭବନରେ ବୁଧବାର ଭାରତୀୟ ଦଳର ସଦସ୍ୟମାନେ ରାତ୍ରଭୋଜନ କରିଛନ୍ତି। ଏ ନେଇ ବିସିସିଆଇ ପକ୍ଷରୁ...

ମ୍ୟାଚ୍‌ ମଝିରେ କଫି ମଗାଇଲେ ଟେନିସ ଷ୍ଟାର

ନ୍ୟୁୟର୍କ,୨୯।୮: କଫି ପିଇବା କ୍ରୀଡ଼ାବିତଙ୍କ ମଧ୍ୟରେ ସାଧାରଣ କଥା। ତେବେ ମ୍ୟାଚ୍‌ ମଝିରେ କଫି ମଗାଇବା ନିଶ୍ଚିତ ଭିନ୍ନ ଘଟଣା। ଏଠାରେ ଚାଲିଥିବା ଚଳିତ ସିଜନର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ଏଭଳି...

ଏହି କ୍ରିକେଟରଙ୍କୁ ବିବାହ ପ୍ରସ୍ତାବ ଦେଲେ ଅଭିନେତ୍ରୀ

ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଲରାଉଣ୍ଡର ଜିମି ନିଶାମଙ୍କ ବିବାହ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ଅଭିନେତ୍ରୀ ସେହର ଶିନଓ୍ବାରୀ। ସେ ଜିମିଙ୍କ ଏକ ଟୁଇଟରେ ଲେଖିଛନ୍ତି, କ’ଣ ଆପଣ ଭବିଷ୍ୟତରେ ହେବାକୁ ଥିବା ମୋ ପିଲାଙ୍କ ପିତା ହେବାକୁ ଚାହିଁବେ। ଏହା...

ସମୟ ପାଇଲେ ଏହି ବହି ପଢୁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଭାରତ ବିଜୟ ହାସଲ କରିଥିବାବେଳେ ଦ୍ୱିତୀୟ ଟେଷ୍ଟ ହାତେଇବା ପାଇଁ ଦଳ ଜୋରସୋରରେ ପ୍ରସ୍ତୁତି ଚଳାଇଛି। ଏଥିରୁ ସମୟ ମିଳିଲେ କୋହଲି ଷ୍ଟିଭେନ୍‌...

ରିଓରେ ସ୍ବର୍ଣ୍ଣ ଜିତିଲେ ଇଲାଭେନିଲ

ନୂଆଦିଲ୍ଲୀ,୨୯।୮: ଯୁବା ଭାରତୀୟ ଶୁଟର ଇଲାଭେଲିନ ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ (ରାଇଫଲ୍‌/ପିସ୍ତଲ) ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନିୟର ସ୍ତରରେ ଚଳିତ ବର୍ଷ ପଦାର୍ପଣ କରିଥିବା ଇଲାଭେଲିନ ସାଥୀ ଶୁଟର ଅପୂର୍ବୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri