ଖେଳ

ଫ୍ୟାନ୍‌ ପାର୍କରେ ଭିଡ଼

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ଟିକେଟ ନ ପାଇ ନିରାଶ ହୋଇଥିବା ଦର୍ଶକମାନେ ଫ୍ୟାନ ପାର୍କରେ ଭିଡ଼ ଜମାଇଥିଲେ। ଷ୍ଟାଡିୟମ ସମ୍ମୁଖ କିଲା ପଡ଼ିଆରେ ଓସିଏ ପକ୍ଷରୁ ଫ୍ୟାନ ପାର୍କର ବ୍ୟବସ୍ଥା କରାଯାଇଥିଲା। ଯେଉଁଠାରେ ଏକ ବିଶାଳ ଆକାରର ଡିଜିଟାଲ ସ୍କ୍ରିନ ଲଗାଯାଇଥିଲା।…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର ବୃହତ୍‌ ପରାଜୟ

ମାରଗାଓ,୨୨।୧୨(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ପରାସ୍ତ ହୋଇଛି। ସ୍ଥାନୀୟ ଜାବହରଲାଲ ନେହେରୁ ଷ୍ଟାଡିୟମରେ ରବିବାର ଘରୋଇ ଏଫ୍‌ସି ଗୋଆ ଦଳ ୩-୦ ଗୋଲରେ ଓଡ଼ିଶାକୁ ହରାଇଛି। ଏଥିସହିତ ଗୋଆ ୯ ଟି…

ସଇନୀଙ୍କ କ୍ୟାରିୟର ଆରମ୍ଭ

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- କଟକର ବାରବାଟୀ ଷ୍ଟାଡିୟମରେ ରବିବାର ଭାରତର ୨୨୯ତମ ଖେଳାଳିଭାବେ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ଦ୍ରୁତ ବୋଲର ନବଦୀପ ସଇନୀ। ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ ପୂର୍ବରୁ ଅଧିନାୟକ…

ଜାତୀୟ ସବ୍‌ ଜୁନିୟର ବ୍ୟାଡମିଣ୍ଟନ: ଶ୍ୱେତପର୍ଣ୍ଣା ମିକ୍ସଡ ଡବଲ୍ସ ଚାମ୍ପିୟନ

ଭୁବନେଶ୍ୱର,୨୩।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ୟୋନେକ୍ସ- ସନରାଇଜ୍‌ ୩୩ତମ ଜାତୀୟ ସବ୍‌ ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ତାମିଲନାଡୁ, ରାଜସ୍ଥାନ, ହରିୟାଣା ଭିନ୍ନ ଭିନ୍ନ ବର୍ଗରେ ଏକାଧିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍‌ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ ପାଇଁ…

ଭାରତର ବାରବାଟୀ ବିଜୟ

କଟକ, ୨୨।୧୨ (ତପନ ସ୍ବାଇଁ)- ଐତିହାସିକ ବାରବାଟୀ ଷ୍ଟାଡିୟମ ଟିମ୍‌ ଇଣ୍ଡିଆ ପାଇଁ ପୁଣି ଶୁଭ ସାବ୍ୟସ୍ତ ହୋଇଛି। ଦର୍ଶକଭରା ଷ୍ଟାଡିୟମରେ ଉଡ଼ିଛି ଭାରତର ବିଜୟ ଧ୍ୱଜା। ରବିବାର ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ସହ ଭାରତ ସିରିଜ ବିଜୟୀ ହୋଇଛି।…

ଦ୍ୱିତୀୟ ଟେଷ୍ଟ: ବିଜୟ ଦ୍ୱାରରେ ପାକିସ୍ତାନ

କରାଚୀ, ୨୨।୧୨-ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ବିଜୟର ଦ୍ୱାର ଦେଶରେ ପହଞ୍ଚିଛି। ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପକିସ୍ତାନ ଦ୍ୱିତୀୟ ଇନିଂସରେ ଦମ୍‌ଦାର ବ୍ୟାଟିଂ କରି ପ୍ରତ୍ୟାବର୍ତ୍ତନ…

ମୀରାବାଙ୍କୁ ଦ୍ୱିତୀୟ ଟାଇଟଲ

ଢାକା, ୨୨ା୧୨ (ପି.ଟି.)- ଭାରତର ମୀରାବା ଲୁଓ୍ବାଙ୍ଗ ବିଡବ୍ଲ୍ୟୁଏଫ୍‌ ବାଂଲାଦେଶ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ସିରିଜ ୨୦୧୯ ଜିତିଛନ୍ତି। ମଣିପୁରର ତଥା ଟପ୍‌ ସିଡ୍‌ ମୀରାବା ଫାଇନାଲରେ କେନ୍‌ ୟଙ୍ଗ ଅଙ୍ଗ୍‌ଙ୍କୁ ୨୧-୧୪, ୨୧-୧୮ରେ ହରାଇ ଦେଇଛନ୍ତି। ସେମିଫାଇନାଲରେ ସେ ଆହୁରି…

୨୨ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ

କଟକ,୨୨।୧୨(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଓପନର ତଥା ଉପ ଅଧିନାୟକ ରୋହିତ ଶର୍ମା କଟକରେ ୬୩ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିବା ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗୋଟିଏ ବର୍ଷରେ କ୍ରିକେଟର ସମସ୍ତ ଫର୍ମାଟରେ ସର୍ବାଧିକ ରନ ସଂଗ୍ରହକାରୀ ଓପନର ହେବାର…

ସିରିଜ୍‌ ଜିତିବା ପାଇଁ ଭାରତକୁ ଦରକାର ୩୧୬ ରନ୍‌

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଆଗରେ ଓ୍ବେଷ୍ଟଇଣ୍ଡିଜ ୩୧୬ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପୂର୍ବରୁ ସିରିଜ୍‌ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ୍‌ ଜିତି ଭାରତୀୟ ଦଳ ସିରିଜ୍‌କୁ କବ୍‌ଜା…

ବାବର, ଭିଭିଆନଙ୍କୁ ପଛରେ ପକାଇଲେ ଶାଇ ହୋପ

ଭୁବନେଶ୍ୱର,୨୨।୧୨- ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶାଇ ହୋପ ପାକିସ୍ତାନର ବାବର ଆଜାମ ଓ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାଡର୍‌ସଙ୍କୁ ପଛରେ ପକାଇ ଦେଇଛନ୍ତି। ରବିବାର କଟକସ୍ଥ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ରେ ୪୨ ରନ୍‌ର ଇନିଂସ ଖେଳି ଅନ୍ତର୍ଜାତୀୟ ଦିନିକିଆ କ୍ୟାରିୟରରେ…

ଲିଭରପୁଲ ଜିତିଲା କ୍ଲବ ବିଶ୍ୱକପ୍‌

ଦୋହା, ୨୨।୧୨- ଅତିରିକ୍ତ ମିନିଟ୍‌ରେ ରବର୍ଟୋ ଫିର୍ମିନୋଙ୍କ ଗୋଲ ଯୋଗୁ ଲିଭରପୁଲ ୧-୦ ଗୋଲରେ ବ୍ରାଜିଲର ଫ୍ଲାମେଙ୍ଗୋଙ୍କୁ ହରାଇ କ୍ଲବ ବିଶ୍ୱକପ୍‌ ଜିତିଛି। ସ୍ଥାନୀୟ ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ୧୩ ହଜାର ଦର୍ଶକଙ୍କ ସାମ୍ନାରେ ଲିଭରପୁଲ ତା’ର ପ୍ରଥମ କ୍ଲବ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?