କପିଳଙ୍କ ନେତୃତ୍ୱରେ ଗଠିତ ସିଏସି ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ
ନୂଆଦିଲ୍ଲୀ, ୩୦।୯ (ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ନେତୃତ୍ୱାଧୀନ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ବିରୋଧରେ କୌଣସି ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନାହିଁ ବୋଲି ପ୍ରଶାସକ କମିଟି ମୁଖ୍ୟ (ସିଓଏ) ମୁଖ୍ୟ ବିନୋଦ ରାୟ କହିଛନ୍ତି। ଭାରତୀୟ ପୁରୁଷ ଦଳ…
ଭାରତୀୟ ମହିଳା ଫେନ୍ସର ଭବାନୀଙ୍କୁ ରୌପ୍ୟ ପଦକ
ଚେନ୍ନାଇ,୩୦।୯(ପି.ଟି)- ବେଲଜିୟମର ବନ୍ଦର ସହଜର ଘେଣ୍ଟଠାରେ ଅନୁଷ୍ଠିତ ଟୋରନୋଇ ସାଟ୍ଲାଇଟ୍ ଫେନ୍ସିଙ୍ଗ ପ୍ରତିଯୋଗିତା (ବିଶ୍ୱ ସ୍ତରୀୟ)ରେ ରବିବାର ଭାରତୀୟ ମହିଳା ଫେନ୍ସର ଭବାନୀ ଦେବୀ ରୌପ୍ୟ ପଦକ ହାସଲ କରିଛନ୍ତି। ଚେନ୍ନାଇ ଜନ୍ମିତ ଭବାନୀ ଫାଇନାଲରେ ଆଜରବୈଜାନର ବସ୍ତା ଆନ୍ନାଙ୍କଠାରୁ ୧୦-୧୫ରେ…
୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷିତ
ବେଙ୍ଗାଲୁରୁ,୩୦।୯(ପି.ଟି.)- ଆଗାମୀ ଅଷ୍ଟ୍ରେଲିଆ ଗସ୍ତକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ଜୁନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ଏକ ୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷଣା କରିଛି। ସ୍ଥାନୀୟ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)ରେ ସୋମବାରଠାରୁ ଏହି ଶିବିର ଆରମ୍ଭ…
ଭାରତୀୟ ହକି ଦଳର ବିଜୟଧାରା ଜାରି
ଆଣ୍ଟରେପ (ବେଲଜିୟମ),୩୦।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବା ଭାରତୀୟ ପୁରୁଷ ହକି ଦଳ ଦମ୍ଦାର ପ୍ରଦର୍ଶନ କରି ବିଜୟଧାରା ଅବ୍ୟାହତ ରଖିଛି। ରବିବାର ଅନୁଷ୍ଠିତ ତୃତୀୟ ମ୍ୟାଚ୍ରେ ଭାରତ ୫-୧ ଗୋଲରେ ସ୍ପେନ୍କୁ ହରାଇଛି। ଏଥିସହ ସ୍ପେନ୍ ବିପକ୍ଷରେ ଭାରତ କ୍ରମାଗତ ଦ୍ୱିତୀୟ…
୧୮ ବର୍ଷରୁ କମ୍ ସାଫ ଫୁଟ୍ବଲ: ପ୍ରଥମ ଥର ଚାମ୍ପିୟନ ଭାରତ
କାଠମାଣ୍ଡୁ,୩୦।୯: ଏଠାରେ ଚାଲିଥିବା ୧୮ ବର୍ଷରୁ କମ୍ ସାଫ ଫୁଟ୍ବଲ ଚାମ୍ପିୟନଶିପରେ ଭାରତୀୟ ଦଳ ପ୍ରଥମ ଥର ଚାମ୍ପିୟନ ହୋଇଛି। ରବିବାର ଖେଳାଯାଇଥିବା ଫାଇନାଲରେ ଭାରତୀୟ ଦଳ ୨-୧ ଗୋଲରେ ବାଂଲାଦେଶକୁ ହରାଇ ଦେଇଛି। ମ୍ୟାଚ୍ ଆରମ୍ଭରୁ ଭାରତୀୟ ଦଳକୁ ଖାତା…
ମହିଳା ହକି: ଭାରତ- ବ୍ରିଟେନ ମ୍ୟାଚ୍ ଡ୍ର
ମାର୍ଲୋ (ଇଂଲଣ୍ଡ), ୩୦।୯ (ପି.ଟି.)- ୟୁକେ ଗସ୍ତରେ ଯାଇଥିବା ଭାରତୀୟ ମହିଳ ହକି ଦଳ ତା’ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ଗ୍ରେଟ ବ୍ରିଟେନ୍ ବିପକ୍ଷରେ ମ୍ୟାଚ୍ ଡ୍ର ରଖିଛି। ରବିବାର ଏଠାରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ୧-୧…
ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ: ସିଏସି, ଆଇସିଏରୁ ରଙ୍ଗାସ୍ବାମୀଙ୍କ ଇସ୍ତଫା
ନୂଆଦିଲ୍ଲୀ,୩୦।୯(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ଶନ୍ଥା ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦରୁ ଇସ୍ତଫା ଦେଇଛନ୍ତି। ସେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସଭ୍ୟ ପଦରୁ ଓ ଇଣ୍ଡିଆ କ୍ରିକେଟର୍ସ ଆସୋସିଏଶନ (ଆଇସିଏ) ନିର୍ଦ୍ଦେଶକ ପଦବୀରୁ ଇସ୍ତଫା ଦେଇଛନ୍ତି। ଭାରତୀୟ ଏଥିକ୍ସ ଅଫିସର ତଥା…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍: କୋଲମେନଙ୍କ ଚମକ
ଦୋହା,୩୦।୯ (ଏଏଫ୍ପି)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ୧୭ତମ ସଂସ୍କରଣରେ ଆମେରିକା ତାରକା ସ୍ପ୍ରିଣ୍ଟର କ୍ରିଷ୍ଟିଆନ କୋଲମେନ ଅତି ସୁନ୍ଦର ଢଙ୍ଗରେ ୧୦୦ମିଟର ଦୌଡରେ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ଖଲିଫା ଇଣ୍ଟର ନ୍ୟାଶନାଲ ଷ୍ଟାଡିୟମରେ ସେ ଏହି ରେସ୍ର…
ହାମିଲ୍ଟନ ଜିତିଲେ ରୁଷିଆନ ଗ୍ରାଁ ପ୍ରି
ସୋଚି, ୨୯।୯-ମର୍ସିଡିଜ୍ ଡ୍ରାଇଭର ବ୍ରିଟେନର ଲୁଇସ ହାମିଲ୍ଟନ ରବିବାର ଅନୁଷ୍ଠିତ ରୁଷିଆନ ଗ୍ରାଁ ପ୍ରି ଫର୍ମୁଲା ଓ୍ବାନ୍ ମୋଟର ରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ରୁଷିଆରେ ଏହା ହାମିଲ୍ଟନଙ୍କ ୪ର୍ଥ ଏବଂ ଓଭରଅଲ୍ ୮୨ତମ ଗ୍ରାଁ ପ୍ରି ବିଜୟ। ୨…
ଚାଇନା ପାରା ବ୍ୟାଡ୍ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସରେ ପ୍ରମୋଦ ଚାମ୍ପିୟନ
ଭୁବନେଶ୍ୱର, ୨୯।୯(କ୍ରୀଡ଼ା ପ୍ରତିନିଧି)-ଚାଇନାର ୟୁହାଙ୍ଗ ହାଙ୍ଗ୍ଝୋଉଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଚାମ୍ପିୟନ ହୋଇଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ ୧୯-୨୧, ୨୧-୧୩, ୨୧-୧୪…
ରୁଷିଆ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ ପ୍ରୋଗ୍ରାମ ‘ମନ କି ବାତ୍’ରେ ରବିବାର ରୁଷିଆ ଟେନିସ ଖେଳାଳି ଡାନିଏଲ ମେଡ୍ଭେଡେଭଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ୟୁଏସ୍ ଓପନ ଫାଇନାଲରେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ରୁଷିଆର ମେଡ୍ଭେଡେଭଙ୍କୁ ହରାଇ…
କୋଲେମାନଙ୍କୁ ୧୦୦ ମି. ସ୍ବର୍ଣ୍ଣ
ଦୋହା,୨୯।୯(ଏଏଫ୍ପି): ଏଠାରେ ଚାଲିଥିବା ବିଶ୍ୱ ଆଥ୍ଲେଟିକ୍ସର ସବୁଠୁ ଲୋକପ୍ରିୟ ଇଭେଣ୍ଟ ପୁରୁଷ ୧୦୦ ମିଟରରେ ଆମେରିକୀୟ ସ୍ପ୍ରିଣ୍ଟର କ୍ରିଷ୍ଟିଆନ କୋଲେମାନ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହି ସଫଳତା ସହ ସେ ବିଶ୍ୱ ଦୌଡ଼ ଇଭେଣ୍ଟରେ ନିଜ ଛାପ ଛାଡ଼ିଛନ୍ତି। ୨୩ ବର୍ଷୀୟ…
Archives


