ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ବକ୍ସିଂ: ପଦକ ନିଶ୍ଚିତ କଲେ ଶିବ ଥାପ୍ପା
ଟୋକିଓ, ୨୯।୧୦ (ପି.ଟି.)- ଚାରିଥର ଏସୀୟ ପଦକ ବିଜେତା ଭାରତୀୟ ଷ୍ଟାର୍ ବକ୍ସର ଶିବ ଥାପ୍ପା (୬୩ କିଗ୍ରା) ଏଠାରେ ଚାଲିଥିବା ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ବକ୍ସିଂର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ଶିବ ପଦକ ମଧ୍ୟ ନିଶ୍ଚିତ କରିଛନ୍ତି। ସେହିଭଳି…
କାରେଙ୍କୁ ଅଷ୍ଟ୍ରେଲିଆ-ଏ ଦଳର ନେତୃତ୍ୱ
ସିଡ୍ନୀ, ୨୯।୧୦ (ଏଏଫ୍ପି)- ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ପାକିସ୍ତାନ କ୍ରିକେଟ୍ ଦଳ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍ ଖେଳିବାର କାର୍ଯ୍ୟସୂଚୀ ରହିଛି। ଅଷ୍ଟ୍ରେଲିଆ-ଏ ବିପକ୍ଷରେ ଭ୍ରମଣକାରୀ ପାକିସ୍ତାନ ଦଳ ଏହି ୩ ଦିନିଆ ମ୍ୟାଚ୍…
ନିରାଶ କଲେ ଜ୍ୟୋତ୍ସ୍ନା
କାଇରୋ, ୨୯।୧୦ (ପି.ଟି.)- ଭାରତର ଏକ ନମ୍ବର ସ୍କ୍ବାଶ ଖେଳାଳି ଜ୍ୟୋତ୍ସ୍ନା ଚିନ୍ନାପା ସିଆଇବି ପିଏସ୍ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍ର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ଖେଳାଯାଇଥିବା ରାଉଣ୍ଡ-୧୬’ର ମ୍ୟାଚ୍ରେ ଟପ୍ ସିଡ୍ ଇଜିପ୍ଟର ନୁର୍ ଏଲ୍ ଶେର୍ବିନିଙ୍କ ନିକଟରୁ…
ଆତଙ୍କବାଦୀଙ୍କ ଟାର୍ଗେଟରେ ଭାରତୀୟ କ୍ରିକେଟ ଦଳ: ବାଂଲାଦେଶ ବିପକ୍ଷ ମ୍ୟାଚ୍ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି
ନୂଆଦିଲ୍ଲୀ,୨୦।୧୦: ଆସନ୍ତା ନଭେମ୍ବର ୩ରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଦିଲ୍ଲୀରେ ଖେଳାଯିବ। ଏହି ମ୍ୟାଚ୍ ପୂର୍ବରୁ ଆତଙ୍କବାଦୀଙ୍କ ନଜର ଭାରତୀୟ ଖେଳାଳିଙ୍କ ଉପରେ ପଡିଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ମିଳିଥିବା ଏକ ରିପୋର୍ଟ ମୁତାବକ ଅଧିନାୟକ…
ଗାଙ୍ଗୁଲିଙ୍କୁ ନେଇ ଏମିତି କହିଲେ ସେହ୍ବାଗ୍: ଗୋଟିଏ ଭବିଷ୍ୟବାଣୀ ସତ ହେଲା, ଆଉ ଗୋଟିଏ ବାକି ଅଛ
ନୂଆଦିଲ୍ଲୀ,୨୯।୧୦: ଭାରତୀୟ କ୍ରିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ୍ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍ ଥାଆନ୍ତି। କେତେବେଳେ ଅଜବ ଟୁଇଟ୍ ପାଇଁ ତ ଆଉ କେତେବେଳେ ଭିନ୍ନ ପ୍ରତିକ୍ରିୟା ଦେଇ ସେ ଚର୍ଚ୍ଚା ପରିସରକୁ ଆସିଥାନ୍ତି। ନିକଟରେ ଭାରତୀୟ…
ସଚିନ ତେନ୍ଦୁଲକରଙ୍କ ପରେ ବିଶ୍ୱର ଦ୍ୱିତୀୟ ସର୍ବାଧିକ ରନ୍ ସ୍କୋର କରିଛନ୍ତି ଏହି ବ୍ୟାଟ୍ସମ୍ୟାନ୍
ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ତଥା ବିଶ୍ୱର ମହାନ ଉଇକେଟକିପରଙ୍କ ମଧ୍ୟରେ ଅନ୍ୟତମ କୁମାର ସାଙ୍ଗାକାରାଙ୍କ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ବିଶ୍ୱ କ୍ରିକେଟରରେ ନିଜ ବ୍ୟାଟିଂ ଜରିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ସାଙ୍ଗାକାରା। ସଚିନ ତେନ୍ଦୁଲକରଙ୍କ…
ଅବସର ପୂର୍ବରୁ ରାଞ୍ଚିକୁ ଏକ ସ୍ବତନ୍ତ୍ର ଉପହାର ଦେବାକୁ ଯାଉଛନ୍ତି ଧୋନୀ
ରାଞ୍ଚି,୨୯।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଛି। ୨୦୧୯ ବିଶ୍ୱକପ୍ ପରେ କ୍ରିକେଟରୁ ନିଜକୁ ଦୂରେଇ ରଖିଥିବା ଧୋନୀ କିନ୍ତୁ ଏବେ ବିନ୍ଦାସ ଜୀବନ ବିତାଉଛନ୍ତି। କେବେ ତାଙ୍କୁ ଭାରତୀୟ କ୍ରିକେଟ…
ଜାତୀୟ ଶିବିରରେ ୨ ଓଡ଼ିଆ
କଟକ ଅଫିସ,୨୯|୧୦- ବାହାରିନ୍ଠାରେ ହେବାକୁ ଥିବା ଏଏଫ୍ସି ୧୫ ବର୍ଷରୁ କମ୍ ଫୁଟ୍ବଲ ଚାମ୍ପିୟନଶିପ୍-୨୦୨୦ ନିମନ୍ତେ ଜାତୀୟ ଦଳର ପ୍ରସ୍ତୁତି ଓ ଚୟନ ଶିବିର ଗୋଆଠାରେ ଅନୁଷ୍ଠିତ ହେବ। ଏଥିଲାଗି ଅଲ୍ ଇଣ୍ଡିଆ ଫୁଟ୍ବଲ ଫେଡେରେଶନ୍(ଏଆଇଏଫ୍ଏଫ୍) ଆନୁକୂଲ୍ୟରେ ଆସନ୍ତା ନଭେମ୍ବର ୧୫ରୁ…
ଓସିଏ କାଉନ୍ସିଲ ବୈଠକ : ‘ଭିଜନ୍-୨୦୨୪’ ଉପରେ ଗୁରୁତ୍ୱ
କଟକ ଅଫିସ,୨୯।୧୦- କ୍ରିକେଟ ତୃଣମୂଳସ୍ତରରୁ ବିକାଶ ହେବ। ଗାଁ ଗହଳିରୁ ଭଲ କ୍ରିକେଟ ଖେଳାଳି ଖୋଜାଯିବେ। ଏ ଦିଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମସ୍ତ ପ୍ରଚେଷ୍ଟା କରିବ। ଏପରି କି ସ୍କୁଲ, କଲେଜସ୍ତରରେ ବିଭିନ୍ନ ଟୁର୍ନାମେଣ୍ଟ ହେବା ସହ ରେସିଡେନ୍ସିଆଲ ବ୍ୟବସ୍ଥା…
ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷାରେ ପ୍ରେମ ସିଂ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୨୯|୧୦ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା ପେନଚାକ୍ ସିଲଟ୍ ଆସୋସିଏଶନର ସାଧାରଣ ସମ୍ପାଦକ ପ୍ରେମ ସିଂ ଥାପ୍ପା ଇଣ୍ଟରନ୍ୟାଶନାଲ ରେଫରି କ୍ଲାସ-୨ରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଗତ ୨୪ରେ ସିଙ୍ଗାପୁରଠାରେ ଏହି ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ…
ରାଜ୍ୟ କୁସ୍ତି ଉଦ୍ଯାପିତ : ଅନୁପମା ଦଙ୍ଗଲରେ ଚାମ୍ପିୟନ
ଭୁବନେଶ୍ୱର, ୨୯।୧୦ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା କୁସ୍ତି ଓ ପୁରୀ କୁସ୍ତି ସଂଘର ମିଳିତ ଆନୁକୂଲ୍ୟରେ ୩ ଦିନିଆ ରାଜ୍ୟ କୁସ୍ତି ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶା ଓଡ଼ିଶା ପୁଲିସରେ କାର୍ଯ୍ୟରତ ଥିବା ତାରକା ସାମରିକ କ୍ରୀଡ଼ାବିତ୍ ଅନୁପମା ସ୍ବାଇଁ…
ଫୁଟ୍ବଲ ପ୍ରତିଭାର ବିକାଶ ପାଇଁ ଅଭିନବ ଉଦ୍ୟମ
ଭୁବନେଶ୍ୱର, ୨୯।୧୦(କ୍ରୀଡ଼ା ପ୍ରତିନିଧି)- ରାଜ୍ୟରେ ଫୁଟ୍ବଲର ପ୍ରଚାର ଓ ପ୍ରସାର ପାଇଁ ନିରନ୍ତର ଉଦ୍ୟମ କରିଆସିଥିବା ୟୁନିଟ୍-୬ ଆଥ୍ଲେଟିକ୍ ଆସୋସିଏଶନ ପକ୍ଷରୁ ଏବେ ଆଉ ଏକ ପଦକ୍ଷେପ ହାତକୁ ନିଆଯାଇଛି। ଲୋକଲୋଚନକୁ ଆସିପାରୁ ନ ଥିବା ଫୁଟବଲ ପ୍ରତିଭାର ବିକାଶ ପାଇଁ…
Archives


