ଖେଳ

ଦ୍ୱିତୀୟ ଟେଷ୍ଟ: ଆବିଦ୍‌, ମାସୁଦଙ୍କ ଶତକ; ପାକିସ୍ତାନର ଆଧିପତ୍ୟ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପାକିସ୍ତାନ ଦ୍ୱିତୀୟ ଇନିଂସରେ ଦୁଇ ଓପନର ସାନ୍‌ ମାସୁଦ ଓ ଆବିଦ୍‌ ଅଲିଙ୍କ ବୃହତ୍‌ ଶତକ ସହ…

ମାର୍ଟିନେଜ୍‌ ଜିତିଲେ ଓ୍ବାଲର୍‌ଡ ଫ୍ଲାଇଓ୍ବେଟ୍‌ ଟାଇଟଲ

ଲସ୍‌ ଆଞ୍ଜେଲ୍ସ, ୨୧ା୧୨ (ଏଏଫ୍‌ପି)-ମେକ୍ସିକୋର ଜୁଲିଓ ସେସାର୍‌ ମାର୍ଟିନେଜ୍‌ ଡବ୍ଲ୍ୟୁବିସି (ଓ୍ବାଲର୍‌ଡ ବକ୍ସିଂ କାଉନ୍‌ସିଲ) ଫ୍ଲାଇଓ୍ବେଟ୍‌ ଟାଇଟଲ ଜିତିଛନ୍ତି। ଶୁକ୍ରବାର ସେ ଏକ ୯ ରାଉଣ୍ଡ ବିଶିଷ୍ଟ ମୁକାବିଲାରେ ସେ ନିକାରାଗୁଆର କ୍ରିଷ୍ଟୋଫର ରୋସେଲ୍ସଙ୍କୁ ହରାଇ ଏହି ସଫଳତା ହାସଲ କରିଛନ୍ତି।…

ପ୍ରଦୂଷିତ ବାୟୁ ଯୋଗୁ ମ୍ୟାଚ୍‌ ରଦ୍ଦ

କାନବେରା,୨୧।୧୨- ମାନୁକା ଓଭାଲରେ ସିଡ୍‌ନୀ ଥଣ୍ଡର ଓ ଆଡିଲେଡ ଷ୍ଟ୍ରାଇକର୍ସ ମଧ୍ୟରେ ଶନିବାର ଖେଳାଯାଇଥିବା ବିଗ ବାଶ ଲିଗ୍‌ ମ୍ୟାଚ୍‌ ରଦ୍ଦ ହୋଇଯାଇଛି। ୧୬୨ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଥଣ୍ଡର ୪.୨ ଓଭରରେ ଏକ ଉଇକେଟ ହରାଇ ୪୦…

ସିଧାସଳଖ କ୍ଲବ କ୍ରିକେଟରୁ ଆଇପିଏଲ

ଆଇପିଏଲ ଏଭଳି ଏକ ପ୍ଲାଟଫର୍ମ, ଯେଉଁଠାରେ ପ୍ରାୟତଃ ଅନ୍ତର୍ଜାତୀୟ ଷ୍ଟାରମାନେ ଖେଳନ୍ତି। ମାତ୍ର ଆଇପିଏଲରେ ଏମିତି ଜଣେ ଖେଳାଳି ଅଛନ୍ତି, ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ତ ପର କଥା ସେ ଘରୋଇ କ୍ରିକେଟରେ ମଧ୍ୟ ଖେଳି ନ ଥିଲେ। ଆଉ ଯେଉଁ…

ସ୍ବତନ୍ତ୍ର ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଆବିଦ ଅଲି

କରାଚୀ,୨୧।୧୨- ପାକିସ୍ତାନ ଓପନର ଆବିଦ ଅଲି ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କରିଛନ୍ତି। ଏହା ସହିତ ଆବିଦ କ୍ରମାଗତ ପ୍ରଥମ ଦୁଇ ଟେଷ୍ଟରେ ଶତକ ହାସଲ କରିଥିବା ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଶ୍ରୀଲଙ୍କା ସ୍ପିନର ଲାସିଥ…

ଡ୍ରାଭିଡଙ୍କ ୧୪ ବର୍ଷୀୟ ପୁଅଙ୍କ ଦ୍ୱିଶତକ

ନୂଆଦିଲ୍ଲୀ,୨୧।୧୨- ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ଦି ଓ୍ବାଲ ଭାବେ ପରିଚିତ ରାହୁଲ ଡ୍ରାଭିଡଙ୍କ ପୁଅ ସମିତ ବାପାଙ୍କ ପଥରେ ଚାଲିବା ଆରମ୍ଭ କରିଛନ୍ତି। ବାପାଙ୍କ ଷ୍ଟାଇଲରେ ବ୍ୟାଟିଂ କରୁଥିବା ସମିତ ୧୪ ବର୍ଷରୁ କମ୍‌ କର୍ନାଟକ ଆନ୍ତଃ ଜୋନ…

କ୍ରିକେଟରୁ ବିରତି ନେଲେ ଦେଶର ଅନ୍ୟତମ ଧନୀ ଶିଳ୍ପପତି ବିର୍ଲାଙ୍କ ପୁଅ

ନୂଆଦିଲ୍ଲୀ,୨୧।୧୨- ଦେଶର ଅନ୍ୟତମ ଧନୀ ଶିଳ୍ପପତି ମଙ୍ଗଲମ ବିର୍ଲାଙ୍କ ପୁଅ ଆର୍ଯ୍ୟମାନ କ୍ରିକେଟରୁ ବିରତି ନେଇଛନ୍ତି। ମାନସିକ ସମସ୍ୟା ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ୨୨ ବର୍ଷୀୟ ବ୍ୟାଟ୍ସମ୍ୟାନ ବିଭିନ୍ନ ବୟସ…

ଫିଲ୍ମରେ ଖେଳୁଥିଲେ କ୍ରିକେଟ, ଏବେ ଆଇପିଏଲ୍‌ରେ ଖେଳିବେ

ନୂଆଦିଲ୍ଲୀ,୨୧।୧୨- ବଲିଉଡ ଫିଲ୍ମ ‘କାଇ ପୋ ଚେ’ ୨୦୧୩ରେ ରିଲିଜ ହୋଇ ସଫଳ ମଧ୍ୟ ହୋଇଥିଲା। ସେଥିରେ କ୍ରିକେଟ ପାଗଳ ଅଲି ଭୂମିକାରେ ଥିଲେ ଦିଗବିଜୟ ଦେଶମୁଖ ରେଡ୍ଡୀ। ରିଲ ଭଳି ରିୟଲରେ ମଧ୍ୟ କ୍ରିକେଟର ହେବା ତାଙ୍କ ସ୍ବପ୍ନ। ସେ…

ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼

କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ ଦଳ…

କାତାର ଇଣ୍ଟରନ୍ୟାଶନାଲରେ ଚାନୁଙ୍କୁ ସ୍ବର୍ଣ୍ଣ

ଦୋହା, ୨୧ା୧୨(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନ ଭାରୋତ୍ତୋଳକ ସାଇଖୋମ୍‌ ମୀରାବାଇ ଚାନୁ ଏଠାରେ ଚାଲିଥିବା ୬ଷ୍ଠ କାତାର ଇଣ୍ଟରନ୍ୟାଶନାଲ କପ୍‌ ମହିଳା ୪୯ କେଜି ଶ୍ରେଣୀରେ ସ୍ବର୍ଣ୍ଣ ହାସଲ କରିଛନ୍ତି। ଅଲିମ୍ପିକ ଯୋଗ୍ୟତା ହାସଲ ଇଭେଣ୍ଟରେ ୨୫ ବର୍ଷୀୟା ଚାନୁ ୧୯୪…

ଜାତୀୟ ସବ୍‌-ଜୁନିୟର ବ୍ୟାଡମିଣ୍ଟନ: କ୍ୱାର୍ଟରେ ଆୟୁଷ, ସେମିରେ ତାରା

ଭୁବନେଶ୍ୱର,୨୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନଡୋର ଷ୍ଟାଡିୟମରେ ଚାଲିଥିବା ୩୩ତମ ଜାତୀୟ ସବ- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏସିଆ ଜୁନିୟର ୧୫ ବର୍ଷରୁ କମ୍‌ ବାଳିକା ରନର୍ସଅପ୍‌ ତାରା ଶାହା ପ୍ରଥମ ଖେଳାଳିଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟପ୍‌…

ଏଆଇଏଫ୍‌ଏଫ୍‌ ହିରୋ ଏଲିଟ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସିର ବିଜୟ

ନୂଆଦିଲ୍ଲୀ,୨୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ୨ ନମ୍ବର ଟ୍ରେନିଂ ପିଚ୍‌ରେ ଖେଳାଯାଇଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ହିରୋ ଏଲିଟ୍‌ ଲିଗ୍‌ରେ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ପ୍ରଥମ ବିଜୟ ହାସଲ କରିଛି। ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?