ଖେଳ

ବର୍ଷା ଯୋଗୁ ଘୁଞ୍ଚିଲା ଦୁଇଦିନ ପରେ ଥିବା ମ୍ୟାଚ୍‌

କରାଚୀ,୨୮।୯: ଦୀର୍ଘ ୧୦ ବର୍ଷ ପରେ ଏଠାକୁ ଅନ୍ତର୍ଜାତୀୟ କ୍ରିକେଟ ଫେରିଛି। ହେଲେ ଟସ୍‌ ପଡ଼ିବା ପୂର୍ବରୁ ମ୍ୟାଚ୍‌ ବାତିଲ ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ କେବଳ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ ବାତିଲ…

ଖାତା ଖୋଲିପାରିଲେ ନାହିଁ ରୋହିତ

ବିଜୟନଗରମ,୨୮।୯: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଅନ୍ତିମ ଦିନରେ ପହଞ୍ଚତ୍ଛି। ଏହି ମ୍ୟାଚ୍‌ରେ ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଫର୍ମାଟରେ…

ସୁର ସମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୮।୯: ସୁର ସମ୍ରାଜ୍ଞୀ ଲତା ମଙ୍ଗେସ୍‌କର ଶନିବାର ୯୦ତମ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ଲତାଙ୍କ ଜନ୍ମଦିନ ଉପଲକ୍ଷେ ବଲିଉଡ୍‌ରୁ ଆରମ୍ଭ କରି କ୍ରିକେଟ ଜଗତରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ଭାରତ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କୋକିଳକଣ୍ଠୀଙ୍କୁ…

କ୍ଲୁଜନର ଆଫଗାନିସ୍ତାନ ମୁଖ୍ୟ କୋଚ୍‌

କାବୁଲ, ୨୮।୯ (ପି.ଟି.)- ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କୁ ଶୁକ୍ରବାର ଆଫଗାନିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଆଫଗାନିସ୍ତାନ ଦଳର ମୁଖ୍ୟ କୋଚ୍‌ ରହିଥିବା ଓ୍ବେଷ୍ଟଇଣ୍ଡିଜର ଫିଲ୍‌ ସିମନ୍ସଙ୍କ କାର୍ଯ୍ୟକାଳ ଗତ ଆଇସିସି ବିଶ୍ୱକପ୍‌…

୧୮ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌ :ମାଳଦ୍ୱୀପକୁ ହରାଇ ଫାଇନାଲରେ ଭାରତ

କାଠମାଣ୍ଡୁ, ୨୮।୯ (ପି.ଟି.)- ଏଠାରେ ଚାଲିଥିବା ସାଉଥ୍‌ ଏସିଆନ୍‌ ଫୁଟ୍‌ବଲ ଫେଡେରେଶନ (ସାଫ୍‌) ୧୮ ବର୍ଷରୁ କମ୍‌ ଫୁଟ୍‌ବଲ ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୪-୦ ଗୋଲରେ ମାଳଦ୍ୱୀପକୁ ହରାଇ ଦେଇଛି। ଭାରତ…

ଏସିଆନ ଏଜ୍‌ଗ୍ରୁପ ସୁଇମିଂ ଚାମ୍ପିୟନଶିପ୍‌: ୧୫ ସ୍ବର୍ଣ୍ଣ ସହ ଭାରତକୁ ୫୨ ପଦକ

ବେଙ୍ଗାଲୁରୁ, ୨୮।୯- ଏଠାରେ ଶୁକ୍ରବାର ଶେଷ ହୋଇଥିବା ୧୦ମ ଏସିଆନ ଏଜ୍‌ଗ୍ରୁପ ସୁଇମିଂ ଚାମ୍ପିୟନଶିପ୍‌ରେ ଭାରତ ମୋଟ ୫୨ ପଦକ ସହ ପଦକ ତାଲିକାର ୪ର୍ଥ ସ୍ଥାନ ଅଧିକାର କରିଛି। ଏହା ମଧ୍ୟରେ ୧୫ ସ୍ବର୍ଣ୍ଣ, ୧୯ ରୌପ୍ୟ ଓ ୧୮ବ୍ରୋଞ୍ଜ…

ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି)- କଲିକତାରେ ଅନୁଷ୍ଠିତ ସର୍ବଭାରତୀୟ ଏବଂ ଦକ୍ଷିଣ ଏସୀୟ ରଗ୍‌ବୀ ଚାମ୍ପିୟନଶିପ୍‌ରେ ଓଡ଼ିଶା ମହିଳା ଦଳ ଚାମ୍ପିୟନ ହୋଇଛି। ଲିଗ୍‌ ପର୍ଯ୍ୟାୟରେ ପଶ୍ଚିମବଙ୍ଗ ଜଙ୍ଗଲ କ୍ରୋକୁ ୧୫-୦ରେ ହରାଇଥିବା ଓଡ଼ିଶା ସେମିଫାଇନାଲରେ ସିସିଏଫସିକୁ ୧୭-୭ ଏବଂ ଫାଇନାଲରେ ଦିଲ୍ଲୀ…

ପଙ୍କଜ ୧୦ମ ସଭାପତି, ସଞ୍ଜୟ ୬ଷ୍ଠ ସମ୍ପାଦକ

କଟକ ଅଫିସ,୨୮ା୯- ଓସିଏର ୧୦ମ ସଭାପତି ହୋଇଛନ୍ତି ପଙ୍କଜ ଲୋଚନ । ୧୯୪୯ ଜୁଲାଇ ୧୪ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବ ପ୍ରଥମ ସଭାପତି ଭାବେ ଏହି ପଦବୀରେ ବସିଥିଲେ। ୧୯୭୬ ମସିହା ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା, କର୍ନାଟକ ଚାମ୍ପିୟନ

କାନ୍‌ପୁର, ୨୮।୯- ସ୍ଥାନୀୟ ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଶୁକ୍ରବାର ଶେଷ ହୋଇଥିବା ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ମହିଳା ବିଭାଗରେ ହରିୟାଣା ଓ ପୁରୁଷରେ କର୍ନାଟକ ଚାମ୍ପିୟନ ହୋଇଛି। ମହିଳା ବିଭାଗ ଫାଇନାଲରେ ହରିୟାଣା ୪-୨ ଗୋଲରେ ଉତ୍ତର ପ୍ରଦେଶକୁ ପରାସ୍ତ କରିଛି।…

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ସେମିଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚର ସ୍ଥିତି ୨୩-୨୫,…

ବିଶ୍ୱ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ

କାତାର,୨୮।୯(ପି.ଟି.)- ସ୍ଥାନୀୟ ଖଲିଫା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାରଠାରୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୧୭ତମ ସଂସ୍କରଣ ଆରମ୍ଭ ହୋଇଛି। ୧୦ଦିନ ଧରି ଚାଲିବାକୁ ଥିବା ଏହି ମେଗା ଇଭେଣ୍ଟ ଆସନ୍ତା ୬ ତାରିଖରେ ଶେଷ ହେବ। ୨୦୮ଟି ଦେଶର ମୋଟ ୧,୯୭୨ଜଣ ଆଥଲେଟ୍‌…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ : ନିରାଶ କଲେ ଲଙ୍ଗ ଜମ୍ପର ଶ୍ରୀଶଙ୍କର

ଦୋହା,୨୮।୯(ପି.ଟି.)- କାତାର ରାଜଧାନୀ ଦୋହାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଆଥଲେଟିକ ଚାମ୍ପୟିନଶିପ୍‌। ପ୍ରଥମ ଦିବସରେ ଭାରତ ପାଇଁ ଅଭିଯାନ ଆରମ୍ଭ କରିଥିବା ଲଙ୍ଗ୍‌ ଜମ୍ପର ମୁରଲୀ ଶ୍ରୀଶଙ୍କର ନିରାଶ କରିଛନ୍ତି। ସେ ପୁରୁଷ ଲଙ୍ଗ ଜମ୍ପର ଫାଇନାଲରେ ପ୍ରବେଶ କରିବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri