ଅଭ୍ୟାସ ମ୍ୟାଚ୍: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ
ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍ ଦ୍ୱିତୀୟ ଦିନରେ ପହଞ୍ଚିଛି। ପ୍ରଥମ ଦିନର ଖେଳ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ରୂପେ…
ବ୍ୟାଡ୍ମିଣ୍ଟନ ହାଇ ପରଫର୍ମାନ୍ସ ସେଣ୍ଟର ପାଇଁ ତତ୍ପରତା
ଭୁବନେଶ୍ୱର,୨୮।୯(ସ୍ପୋଟର୍ସ ବ୍ୟୁରୋ)- ଭୁବନେଶ୍ୱରରେ ବ୍ୟାଡ୍ମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ପ୍ରତିଷ୍ଠା କରିବାରେ ଡାଲମିଆ ସିମେଣ୍ଟ୍ସ ଭାରତ ଲିମିଟେଡ ସହାୟତାର ହାତ ବଢ଼ାଇଛି। ଏଥିପାଇଁ ଡାଲମିଆ ସିମେଣ୍ଟ୍ସ ପୁଲେଲା ଗୋପୀଚାନ୍ଦ ବ୍ୟାଡମିଣ୍ଟନ ଫାଉଣ୍ଡେଶନ (ପିଜିବିଏଫ୍)କୁ ସହାୟତା କରିବ। କର୍ପୋରେଟ ସୋସିଆଲ ରେସପନସିବିଲିଟି (ସିଏସ୍ଆର)କୁ ଦୃଷ୍ଟିରେ…
କ୍ରିକେଟକୁ ମିଳିଲା ନୂଆ ମାଲିଙ୍ଗା: ୭ ରନ୍ ଦେଇ ନେଲେ ୬ ଉଇକେଟ୍
ଶ୍ରୀଲଙ୍କା ପ୍ରସିଦ୍ଧ ବୋଲର୍ ଲାସିଥ୍ ମାଲିଙ୍ଗା ନିଜ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ଟେଷ୍ଟ କ୍ରିକେଟରୁ ଅବସର ନେଇସାରିଥିବା ମାଲିଙ୍ଗା ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ମାଲିଙ୍ଗାଙ୍କ ସ୍ଥାନ…
ଓ୍ବେଷ୍ଟଇଣ୍ଡିଜ୍ ଗସ୍ତ: ଜୁନିୟର ସପୋର୍ଟ ଷ୍ଟାଫ୍ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ
ନୂଆଦିଲ୍ଲୀ,୨୭।୯(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଗସ୍ତ ଅବସରରେ ଭାରତୀୟ କ୍ରିକେଟର ଦଳରେ ଜଣେ ଜୁନିୟର ସପୋର୍ଟ ଷ୍ଟାଫ୍ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ ଆସିଥିଲା। ଆଣ୍ଟିଗୁଆରେ ଜଣେ ମହିଳା ହଟେଲ କର୍ମଚାରୀଙ୍କୁ ସମ୍ପୃକ୍ତ ସଦସ୍ୟ ଜଣକ ଦୁର୍ବବ୍ୟବହାର କରିଥିଲେ। ଆଣ୍ଟିଗୁଆରେ ଅଗଷ୍ଟ ୨୨ରୁ ୨୬…
ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ
ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା ବିଗ୍ ବାଶ ଲିଗ୍ (ଡବ୍ଲ୍ୟୁବିବିଏଲ)ର ପ୍ରଥମାର୍ଦ୍ଧରେ ନ ଖେଳି ପାରନ୍ତି। ଡବ୍ଲୁବିବିଏଲ ଓ ଭାରତୀୟ…
ପାକିସ୍ତାନକୁ ଦୋହଲାଇ ଦେଇଥିଲେ ଏହି ଭାରତୀୟ କ୍ରିକେଟର୍
ଆଜି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ଲକ୍ଷ୍ମୀପତି ବାଲାଜୀଙ୍କ ୩୮ତମ ଜନ୍ମଦିନ। ୧୯୮୧ ସେପ୍ଟେମ୍ବର ୨୭ରେ ସେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ସେ ବେଶୀ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ନ ଥିଲେ କିନ୍ତୁ ୨୦୦୪ରେ ପାକିସ୍ତାନରେ ଗସ୍ତରେ ସେ ଏଭଳି…
ମେସିଙ୍କୁ କଦାପି ଭୋଟ ଦେଇ ନାହନ୍ତି ରୋନାଲ୍ଡୋ
ମାଡ୍ରିଡ୍,୨୭।୯: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଲିଭରପୁଲ ଡିଫେଣ୍ଡର ଭିର୍ଗିଲ ଭାନ ଡିଜିକ ଓ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ପଛରେ ପକାଇ ଶ୍ରେଷ୍ଠ ପୁରୁଷ ଫିଫା ଖେଳାଳି ପୁରସ୍କାର ହାତେଇଛନ୍ତି। ଏହି ସମ୍ମାନକୁ ଅନ୍ତର୍ଜାତୀୟ ସ୍ତରରେ ବାଲୋନ ଡି’ଅର ବିବେଚନ କରାଯାଏ। ଜାତୀୟ…
ଧୋନୀଙ୍କ ପରେ ଆଉ ଜଣେ କ୍ରିକେଟ ଖେଳାଳି ସେନାରେ ଯୋଗ ଦେବେ
କଲମ୍ବୋ,୨୯।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୯ ବିଶ୍ୱକପ୍ ପରେ ଭାରତୀୟ ସେନାରେ ଟ୍ରେନିଂ ନେଇଥିଲେ। ତେବେ ତାଙ୍କ ପରେ ଆଉ ଜଣେ କ୍ରିକେଟର ସେନାରେ ଯୋଗ ଦେଇଛନ୍ତି। ସେ ହେଉଛନ୍ତି ଶ୍ରୀଲଙ୍କାର ଦିନେଶ ଚାଣ୍ଡିମାଲ।…
ଓସିଏ ସମ୍ପାଦକ ସଞ୍ଜୟ
ଭୁବନେଶ୍ୱର,୨୭।୯(ସ୍ପୋଟର୍ସ ବ୍ୟୁରୋ): ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ନିର୍ବାଚନ ଶୁକ୍ରବାର ଶେଷ ହୋଇଛି। ବରିଷ୍ଠ କ୍ରୀଡ଼ା ପ୍ରଶାସକ ତଥା ପୂର୍ବତନ ଓସିଏ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଗୋଷ୍ଠୀ କ୍ଲିନ ସୁଇପ୍ କରିଛି। ସଭାପତି ପଦରେ ପଦ୍ମଲୋଚନ ମହାନ୍ତି ନିର୍ବାଚିତ…
ଓସିଏ ନିର୍ବାଚନ: ପଙ୍କଜ ସଭାପତି, ସଞ୍ଜୟ ହେଲେ ସମ୍ପାଦକ
ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ୍(ଓସିଏ)ର କର୍ମକର୍ତ୍ତା ନିର୍ବାଚନ। ବାରବାଟୀ ଷ୍ଟାଡିୟମର ଓସିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ବୈାଦ୍ଧ ଜିଲାର ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ସେହିଭଳି ସମ୍ପାଦକ…
ଦୀପକ ପୁନିଆ ନଂ ୧ କୁସ୍ତିଯୋଦ୍ଧା
ନୂଆଦିଲ୍ଲୀ,୨୭।୯(ପିଟି): ନିକଟରେ ଶେଷ ହୋଇଥିବା ବିଶ୍ୱ ରେସ୍ଲିଂ ଚାମ୍ପିୟନଶିପ୍ରେ ରୌପ୍ୟ ପଦକ ଜିତିଥିବା ଦୀପକ ପୁନିଆ ୮୬ କେଜି ଓଜନ ବର୍ଗର ର଼୍ୟାଙ୍କିଙ୍ଗ୍ରେ ଶୀର୍ଷସ୍ଥାନ ହାସଲ କରିଛନ୍ତି। କିନ୍ତୁ ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ ନଂ୧ ର଼୍ୟାଙ୍କ ହରାଇଛନ୍ତି ବୋଲି…
ସେମିରେ କାଶ୍ୟପ
ଇଞ୍ଚିଅନ,୨୭।୯(ପିଟି):ଭାରତୀୟ ଶଟଲର ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କୋରିଆ ଓପନ ଓ୍ବାଲର୍ଡ ଟୁର ସୁପର ୫୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ କାଶ୍ୟପ ବିଶ୍ୱ ୨ୟ ର଼୍ୟାଙ୍କ ଡେନମାର୍କର ଜାନ ଓ ଜୋର୍ଗେନସେନଙ୍କୁ ସିଧାସଳଖ…
Archives


