ଖେଳ

ଅତୁଲ ଜିତିଲେ ମଶଲ୍‌ ମାନିଆ ଏସିଆନ୍‌ ଟାଇଟଲ୍‌

କଟକ ଅଫିସ, ୧୮।୧୨- ସିଙ୍ଗାପୁରଠାରେ ଅନୁଷ୍ଠିତ ମଶଲ ମାନିଆ(ଜୁନିୟର ବର୍ଗ) ଏସିଆନ ଚାମ୍ପିୟନଶିପର ଟାଇଟଲ୍‌ ଜିତିଛନ୍ତି ଓଡ଼ିଶାର ଅତୁଲ କର୍ମକାର। ଏହି ସଫଳତା ସହ ଅତୁଲ ରାଜ୍ୟ ତଥା ଦେଶ ନିମନ୍ତେ ଗୌରବ ଆଣିଛନ୍ତି। ଅତୁଲ ଗତ ବର୍ଷ ଦିଲ୍ଲୀଠାରେ ଅନୁଷ୍ଠିତ…

ରଣଜୀ ଟ୍ରଫି:ବସନ୍ତଙ୍କୁ ୬; ସର୍ଭିସେସ୍‌ ୨୭୧ରେ ଅଲଆଉଟ

କଟକ ଅଫିସ,୧୮ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା-ସର୍ଭିସେସ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ ମଙ୍ଗଳବାର ଆରମ୍ଭ ହୋଇଛି। ପେସ୍‌ ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ସର୍ଭିସେସ୍‌ ପ୍ରଥମେ ବ୍ୟାଟିଂ କରି ୨୭୧ରନରେ ଅଲଆଉଟ ହୋଇଯାଇଛି। ଓଡ଼ିଶା ପକ୍ଷରୁ ବସନ୍ତ ମହାନ୍ତି ସର୍ବାଧିକ ୬ଟି ଉଇକେଟ…

ଅନ୍‌ଲାଇନରେ ଟିକେଟ କଳାବଜାର

କଟକ ଅଫିସ,୧୮ା୧୨- ଏବେ ଅନଲାଇନ୍‌ରେ ଉପଲବ୍ଧ ହେଉଛି ବାରବାଟୀ ଟିକେଟ୍‌। ଟିକେଟ୍‌ ବିକ୍ରି ପାଇଁ ହୋଇଥିବା କୌଣସି ଅଫିସିଆଲ ୱେବସାଇଟରେ ଏହା ମିଳୁନ, ବରଂ ପୁରୁଣା ଜିନିଷକୁ ବିକ୍ରି କରୁଥିବା ଏକ ନାମୀ ୱେବସାଇଟରେ ବାରବାଟୀ ମ୍ୟାଚ୍‌ର ଟିକେଟ ବିକ୍ରି ନିମନ୍ତେ…

ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା

ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ ଗୁଣ ବିଷୟରେ ଜାଣନ୍ତୁ। ଥଣ୍ଡା, କାଶରୁ ମୁକ୍ତି ଦିଏ ମିଶ୍ରି ଶୀତଦିନେ ଅନେକ ଥଣ୍ଡା,…

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନୋଟିସ୍‌: ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍‌

ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍‌ ନୂଆଦିଲ୍ଲୀ, ୧୭ା୧୨ (ପି.ଟି.)- ଚଳିତ ମାସର ପରବର୍ତ୍ତୀ ଭାଗରେ ଭାରତୀୟ କ୍ରିକେଟ କଣ୍ଟ୍ରେଲ ବୋର୍ଡ(ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନଙ୍କ ନିକଟରେ କପିଳ ଦେବ ଏବଂ ଅଂଶୁମାନ ଗାଏକ୍ୱାଡଙ୍କୁ ହାଜର…

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ଦ୍ୱାରା ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ୧୮ ବର୍ଷ…

ଆଇସିସି ମହିଳା ଦିନିକିଆ, ଟି୨୦ ଦଳରେ ମନ୍ଧାନା

ଦୁବାଇ, ୧୭।୧୨ (ପି.ଟି.)- କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଚଳିତ ବର୍ଷ ଲାଗି ମହିଳା ଦିନିକିଆ ଓ ଟି୨୦ ଦଳ ଘୋଷଣା କରାଯାଇଛି। ଭାରତୀୟ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଓପନର୍‌ ସ୍ମୃତି ମନ୍ଧାନା ୨୦୧୯…

ଭାରତ ବିପକ୍ଷ ଦିନିକିଆ ସିରିଜ: ଅଷ୍ଟ୍ରେଲିଆ ଦଳରେ ଲାବୁସାନେ ସାମିଲ

ମେଲବୋର୍ନ, ୧୭।୧୨ (ପି.ଟି.)- ଆସନ୍ତା ମାସରେ ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳ ଭାରତ ଗସ୍ତରେ ଆସି ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ଏହି ସୀମିତ ଓଭର ସିରିଜ ଲାଗି ମଙ୍ଗଳବାର ଅଷ୍ଟ୍ରେଲିଆ ଦିନିକିଆ ଦଳ ଘୋଷଣା କରାଯାଇଛି। ଆରୋନ୍‌…

ଦେଖିକରି ମଧ୍ୟ ଡାଇଲଗ୍‌ କହିପାରିଲେନି ସାକ୍ଷୀ-ଧୋନୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୭।୧୨: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବେ କ୍ରିକେଟରୁ ଦୂରେଇ ରହିଛନ୍ତି। ଶେଷଥର ଧୋନୀ ୨୦୧୯ ବିଶ୍ୱକପ୍‌ ପାଇଁ ଖେଳିଥିଲେ। କ୍ରିକେଟରୁ ଦୂରେଇବା ପରେ ଏବେ ଧୋନୀ ପରିବାର ସହ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଛନ୍ତି।…

୮୬ ବର୍ଷ ତଳେ ଲାଲା ଅମରନାଥ ଇଂଲଣ୍ଡ ବିପକ୍ଷରେ କରିଥିଲେ ଶତକ ପୂରଣ: ଏବେ ସୁଦ୍ଧା ୮୬ ଭାରତୀୟ କ୍ରିକେଟର କରିଛନ୍ତି ୫୧୭ ଶତକ

ନୂଆଦିଲ୍ଲୀ, ୧୭।୧୨: କ୍ରିକେଟର ଲାଲା ଅମରନାଥ ୮୬ ବର୍ଷ ତଳେ ୧୯୩୩ ଡିସେମ୍ବର ୧୭ରେ ଭାରତର ପ୍ରଥମ ଖେଳାଳି ଭାବେ ଶତକ ପୂରଣ କରିଥିଲେ। ମୁମ୍ବାଇର ତତ୍‌କାଳୀନ ଜିମ୍‌ଖାନା ଷ୍ଟାଡିୟମ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳି ଲାଲା ଅମରନାଥ ୧୧୮ ରନ୍‌ ସଂଗ୍ରହ…

ବକ୍ସିଂ ଡେ ଟେଷ୍ଟ ପାଇଁ ସିଡ୍‌ଲୀଙ୍କୁ ଡାକରା

ସିଡ୍‌ନୀ, ୧୭।୧୨ (ଏଏଫ୍‌ପି)- ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ଡିସେମ୍ବର ୨୬ରୁ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ୨ୟ ମ୍ୟାଚ୍‌ ଆରମ୍ଭ ହେବ। ବକ୍ସିଂ ଡେ’ରେ ଆରମ୍ଭ ହେବାକୁ ଥିବା ଏହି ଟେଷ୍ଟ ମ୍ୟାଚ୍‌ ପାଇଁ ମଙ୍ଗଳବାର…

ବିରାଟ କୋହଲିଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ପାକିସ୍ତାନ କ୍ରିକେଟର୍‌

ଲାହୋର, ୧୭।୧୨: ପାକିସ୍ତାନ ରନ୍‌ ମେଶିନ୍‌ କୁହାଯାଉଥିବା ବାବର ଆଜମ୍‌ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ଥାନରେ ପହଞ୍ଚିବାକୁ ଚାହୁଁଛନ୍ତି। ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ୯ ସ୍ଥାନରେ ପହଞ୍ଚିବା ପରେ ବାବର କହିଛନ୍ତି, କୋହଲିଙ୍କ ଭଳି ଟେଷ୍ଟ ଏବଂ ଏକଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?