ଖେଳ

ପିଟି ଉଷାଙ୍କୁ ଭେଟେରାନ ପିନ୍‌ ସମ୍ମାନ

ନୂଆଦିଲ୍ଲୀ,୨୫।୯(ପିଟି): ପୂର୍ବତନ ଭାରତୀୟ ଆଥ୍‌ଲେଟ୍‌ ଓ ଅଲିମ୍ପିଆନ ପିଟି ଉଷାଙ୍କୁ ସମ୍ମାନଜନକ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌) ଭେଟେରାନ ପିନ ପୁରସ୍କାର ମିଳିଛି। ଦୋହାଠାରେ ଅନୁଷ୍ଠିତ ୫୨ତମ ଆଇଏଏଏଫ୍‌ କନଫରେନ୍ସ ଅବସରରେ ଉଷାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।…

୩ ଓଭର ମେଡେନ ପକାଇବା ରେକର୍ଡ ଅଧିକାରୀ ଦୀପ୍ତି

ନୂଆଦିଲ୍ଲୀ,୨୫।୯: ଅଲରାଉଣ୍ଡର ଦୀପ୍ତି ଶର୍ମା ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁରାଟଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଏକ ବିରଳ ରେକର୍ଡ ଅଧିକାରୀ ହୋଇଛନ୍ତି। ସେ ୪ ଓଭର ବୋଲିଂ କରି ୮ ରନ୍‌ ବ୍ୟୟରେ ୪ ଉଇକେଟ ନେଇ ଭାରତୀୟ…

ସ୍କୁଲଦିନର ସ୍ମୃତିକୁ ମନେ ପକାଇଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛି। ନିଜ ସହର ରାଞ୍ଚିରେ ପରିବାର ସହ ସେ ସମୟ ବିତାଉଛନ୍ତି। ନିକଟରେ ଧୋନୀ ନିଜ ଇନଷ୍ଟାଗ୍ରାମରେ ଏକ ମଜାଦାର ଭିଡିଓ ଶେୟାର କରି…

୧୫୬୦ ଉଇକେଟ ନେଇଥିବା ଏହା ଭାରତୀୟ କ୍ରିକେଟର୍‌ଙ୍କୁ ସେନ୍‌ ଓ୍ବାର୍ଣ୍ଣ ବି ମାନୁଥିଲେ ଗୁରୁ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ମହାନ ସ୍ପିନର ବିଶେନ ସିଂ ବେଦୀଙ୍କ ଆଜି ୭୩ତମ ଜନ୍ମଦିନ। ୧୯୪୬ ମସିହା ସେପ୍ଟେମ୍ବର ୨୫ରେ ଅମୃତସରରେ ଜନ୍ମଗ୍ରହଣ କରିଥିଲେ। ଭାରତ ପାଇଁ ସେ ୧୩ ବର୍ଷ କାଳ କ୍ରିକେଟ ଖେଳିଥିଲେ। ନିଜ…

ବର୍ଷା ଯୋଗୁଁ ଓଡ଼ିଶା ମ୍ୟାଚ୍‌ ବାତିଲ

କଟକ ଅଫିସ,୨୫ା୯- ବର୍ଷା ଯୋଗୁଁ ବିଜୟ ହଜାରେ ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଓଡ଼ିଶା ଖେଳି ପାରିନାହିଁ । ଭଦୋଦରାର ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ୍‌ ବରୋଦା ବିପକ୍ଷରେ ଖେଳାଯାଇଥାନ୍ତା। ସୋମବାର ରାତିରେ ପ୍ରବଳ ବର୍ଷା ହେବା ଫଳରେ…

ଓସିଏ ନିର୍ବାଚନ: ସମ୍ପାଦକ ପଦ ପାଇଁ ସଞ୍ଜୟ-ନବରଞ୍ଜନ ଲଢ଼େଇ

କଟକ ଅଫିସ,୨୫ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନରେ ସମ୍ପାଦକ ପଦବୀରେ ସଞ୍ଜୟ ବେହେରା ଓ ନବରଞ୍ଜନ ପଟ୍ଟନାୟକଙ୍କ ମଧ୍ୟରେ ଲଢ଼େଇ ହେବ । ଏହି ପଦବୀ ଓସିଏ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ ଥିବା ବେଳେ ଏଥିରେ ପୂର୍ବରୁ ରାଜୁତି ରହିଥିଲା…

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ବିଜୟ ସହ ପ୍ରମୋଦଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-ଚାଇନା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ୟୁହାଙ୍ଗ ହାଙ୍ଗଝୋଉଠାରେ ମଙ୍ଗଳବାର ଆରମ୍ଭ ହୋଇଛି। ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୧୩୯ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଭାରତରୁ ମୋଟ ୧୭ ଖେଳାଳି ଏଥିପାଇଁ ମନୋନୀତ ହୋଇଥିବାବେଳେ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପୁଲ୍‌ ‘ଏ’ର ଏକ ଲିଗ୍‌ ମ୍ୟାଚରେ ଓଡ଼ିଶା ୨-୧ ଗୋଲରେ ପଞ୍ଜାବକୁ…

ବୁମ୍‌ରା ବାଦ୍‌, ଉମେଶ ବଦଳ ଖେଳାଳି

ନୂଆଦିଲ୍ଲୀ,୨୫।୯(ପି.ଟି.)- ଅକ୍ଟୋବର ୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଭାରତୀୟ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ବାଦ୍‌ ପଡିଛନ୍ତି। ଫଳରେ ଭାରତର ପ୍ରସ୍ତୁତିକୁ ଝଟ୍‌କା ଲାଗିଛି। ପିଠିର ନିମ୍ନ ଭାଗରେ ଷ୍ଟ୍ରେସ୍‌ ଫ୍ରାକଚର…

ପ୍ରଥମ ମହିଳା ଟି୨୦: ଭାରତ ୧୧ ରନରେ ବିଜୟୀ

ସୁରଟ,୨୫।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଭାରତୀୟ ମହିଳା ଦଳ ୧୧ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତ୍ରୀ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ଯୋଡାଯାଏ। ନିକଟରେ ପାଣ୍ଡ୍ୟା ନିଜ ପିଲାଦିନର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଅପ୍‌ଲୋଡ୍‌ କରିଥିଲେ। ଯେଉଁ ଫଟୋରେ ସେ ଟ୍ରକ ପଛରେ ବସି କ୍ରିକେଟ ଖେଳିବାକୁ ଯାଉଥିବାର…

୧୪ ଓଭରରେ ୧୨ରନ୍‌ କରିପାରିଲା ନାହିଁ ଏହି ଟିମ୍‌: ୧୬ଟି ବଲ୍‌ରେ ଅଲ୍‌ଆଉଟ୍‌

ସିଡନୀ,୨୪।୯:କ୍ରିକେଟ୍‌ ଏକ ଅନିଶ୍ଚିତତାର ଖେଳ ବୋଲି କୁହାଯାଏ। ଏହାର ଏକ ଉଦାହରଣ ଅଷ୍ଟ୍ରେଲିଆରେ ଚାଲିଥିବା ମାର୍ଶ କପ୍‌ରେ ଦେଖିବାକୁ ମିଳିଛି। ପର୍ଥରେ ଖେଳା ଯାଉଥିବା ମାର୍ଶ କପ୍‌ର ତୃତୀୟ ମ୍ୟାଚ୍‌ ଭିକ୍ଟୋରିଆ ଏବଂ ତାସ୍‌ମାନିଆ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭିକ୍ଟୋରିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri