ଖେଳ

ପଦକ ବିଜେତା ରେସଲର୍‌ଙ୍କୁ କ୍ରୀଡ଼ାମନ୍ତ୍ରୀଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ, ୨୪।୯ (ପି.ଟି.)- କାଜାଖସ୍ତାନର ନୁର୍‌-ସୁଲତାନଠାରେ ନିକଟରେ ଶେଷ ହୋଇଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ଭାରତ ଗୋଟିଏ ରୌପ୍ୟ ଓ ୪ ବ୍ରୋଞ୍ଜ ସହ ମୋଟ୍‌ ୫ ପଦକ ଜିତିଥିଲା। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତର ଏହା ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ ମୁକୁନ୍ଦ, କାର୍ତ୍ତିକ

ଜୟପୁର, ୨୪।୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ମଙ୍ଗଳବାରଠାରୁ ଘରୋଇ ଏକଦିବସୀୟ କ୍ରିକେଟ୍‌ ପ୍ରତିଯୋଗିତା ଦେଶର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଜୟପୁରର ସବାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ତାମିଲନାଡ଼ୁ ୬ ଉଇକେଟ୍‌ରେ…

ଗୋଟିଏ ଦିନ ଘୁଞ୍ଚିଲା ବିସିସିଆଇ ନିର୍ବାଚନ: ବିନୋଦ

ନୂଆଦିଲ୍ଳୀ,୨୪।୯(ପି.ଟି.)- ବହୁ ପ୍ରତିକ୍ଷୀତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ତାରିଖରେ ଗୋଟିଏ ଦିନ ଅଦଳବଦଳ ହୋଇଛି। ପୂର୍ବରୁ ଏହି ନିର୍ବାଚନ ଅକ୍ଟୋବର ୨୨ ତାରିଖରେ ହେବାର ଥିଲା। ତେବେ ବର୍ତ୍ତମାନ ଏହାକୁ ୨୩ ତାରିଖରେ ଆୟୋଜନ କରାଯିବ ବୋଳି…

ଭାରତର କୋରିଆ ବ୍ୟାଡମିଣ୍ଟନ୍‌ କୋଚ୍‌ କିମ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୪।୯(ପି.ଟି.)- ଭାରତୀୟ ସିଙ୍ଗଲ୍ସ ମହିଳା ବ୍ୟାଡମିଣ୍ଟନ କୋଚ୍‌ ତଥା ପି.ଭି. ସିନ୍ଧୁଙ୍କ ବିଦେଶୀ କୋଚ୍‌ କିମ୍‌ ଜି ହ୍ୟୁନ୍‌ ଇସ୍ତଫା ଦେଇଛନ୍ତି। ଗତ ବିଶ୍ୱ ଚାମ୍ପିୟନଶିପ୍‌ରେ ସିନ୍ଧୁ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ ଓ ଏହି ସଫଳତାରେ କିମ୍‌ଙ୍କ ଯଥେଷ୍ଟ ଅବଦାନ…

ମେସିଙ୍କୁ ଫିଫା ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର, ରାପିନୋ ଶ୍ରେଷ୍ଠ ମହିଳା ଫୁଟବଲର

ମିଲାନ,୨୪।୯(ଏଏଫ୍‌ପି)-ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ତଥା ବାର୍ସିଲୋନା ଷ୍ଟ୍ରାଇକର ଲିଓନେଲ ମେସି ପୁଣି ଥରେ ଫିଫା ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର ହାସଲ କରିଛନ୍ତି। ସେହିପରି ଆମେରିକୀୟ ମହିଳା ପେସାଦାର ଫୁଟବଲର ମେଗାନ ରାପିନୋ ମହିଳା ବର୍ଗରେ ଶ୍ରେଷ୍ଠ ଖେଳାଳି ବିବେଚିତ…

କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଜିକୁ ଠିକ୍‌ ୧୨ ବର୍ଷ ପୂର୍ବେ ଅର୍ଥାତ୍‌ ସେପ୍ଟେମ୍ବର ୨୪, ୨୦୦୭ରେ ପାକିସ୍ତାନକୁ…

ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍‌ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ

ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ ପିତା ଲାଲା ଅମରନାଥ ମଧ୍ୟ ଜଣେ ଲୋକପ୍ରିୟ କ୍ରିକେଟର୍‌ ଥିଲେ। ତାଙ୍କ ପିଢିକୁ ଆଗକୁ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ଓଡ଼ିଶା ମହିଳା ଦଳର ପ୍ରଥମ ବିଜୟ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୫-୦ ଗୋଲରେ ତାମିଲନାଡ଼ୁକୁ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ଓଡ଼ିଶାର ଏହା ପ୍ରଥମ ବିଜୟ। ରବିବାର ପ୍ରଥମ…

ପ୍ରକାଶ ପାଇଲା ଓସିଏ ନିର୍ବାଚନୀ ପ୍ରୋଟୋକଲ୍‌

କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ସୋମବାର ନିର୍ବାଚନୀ ପ୍ରୋଟୋକଲ ପ୍ରକାଶ କରାଯାଇଛି । ୨୭ ତାରିଖ ଦିନ ୧୧ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହେବ । ଭୋଟ ଅଧିକାର ପାଇଥିବା ପ୍ରତିନିଧିମାନେ ସେମାନଙ୍କ ପରିଚୟ ପତ୍ର ଦେଖାଇ…

ରାଜନୀତିରେ ଯୋଗଦେବାକୁ ଦୂତୀ ଆଗ୍ରହୀ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାରେ। ମାତ୍ର ଏଥର କୌଣସି ଖେଳ ପାଇଁ ନୁହେଁ ବରଂ ସେ ରାଜନୀତିରେ ଯୋଗଦେବାକୁ ଆଗ୍ରହୀ ବୋଲି ପ୍ରକାଶ କରି ଚର୍ଚ୍ଚାରେ ରହିଛନ୍ତି। ଏଥିପାଇଁ ସୋସିଆଲ…

ଓସିଏ ନିର୍ବାଚନ :ସଭାପତି ପଦବୀରେ ପଙ୍କଜ-ପ୍ରଦୀପ ଲଢ଼େଇ

କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନକୁ ଆଉ ୩ ଦିନ ବାକି । ଗୁପ୍ତରେ ଚାଲିଛି ଅଙ୍କକଷା, ଭୋଟ ବ୍ୟାଙ୍କ ପ୍ରସ୍ତୁତି। ଦୁଇଟି ଗୋଷ୍ଠୀ ଏଥର ନିର୍ବାଚନରେ ଲଢ଼ୁଛନ୍ତି । ଉଭୟ ବିଜୟୀ ହେବାର ଆଶା ବାନ୍ଧିଛନ୍ତି । ଏପରିକି…

ରଶ୍ମି, ଲଖି, ପ୍ରଶାନ୍ତ, ରୋଶନାରା ସମ୍ବର୍ଦ୍ଧିତ ହେବେ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଜଗତଜ୍ଜନନୀ ମା’ ଦୁର୍ଗାଙ୍କର ଶାରଦୀୟ ଉତ୍ସବ ଅବସରରେ ଶହିନ ନଗର ଦୁର୍ଗାପୂଜା କମିଟି ପକ୍ଷରୁ ୪ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୦୦୭ରୁ ଏହି ଧାରା ଆରମ୍ଭ ହୋଇଛି ଏବଂ ଏଥର ମହାସପ୍ତମୀରୁ ବିଜୟା ଦଶମୀ ମଧ୍ୟରେ ଓଡ଼ିଶାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri