ଖେଳ

କୋଲକାତାରେ ସିଏଏ ବିକ୍ଷୋଭ : ଚିନ୍ତାରେ ଆଇପିଏଲ ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧୬।୧୨- ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମଗ୍ର ଦେଶରେ ବିରୋଧ କରାଯାଉଛି। ଏଥିଯୋଗୁ ପଶ୍ଚିମବଙ୍ଗ ପ୍ରବଳ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ହୋଇଥିବା ଜଣାପଡ଼ିଛି। ଏଠାରେ ଆସନ୍ତା ୧୯ ତାରିଖରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଖେଳାଳିଙ୍କ ନିଲାମ…

ଏଥର ଆଇପିଏଲରେ ବିକ୍ରି ହେବେ ୧୪ରୁ ୪୮ ବର୍ଷ ବୟସ୍କ ପର୍ଯ୍ୟନ୍ତ ଖେଳାଳି: ଜାଣନ୍ତୁ କିଏ ବରିଷ୍ଠ, କିଏ ସର୍ବକନିଷ୍ଠ

ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ର ୧୨ତମ ସଂସ୍କରଣ ଲାଗି ହେବାକୁ ଥିବା ନିଲାମୀରେ ୩୩୨ ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯାଇଛି। ଆଇପିଏଲ ୨୦୨୦ ଲାଗି ଏଥର କୋଲକାତାରେ ଡିସେମ୍ବର ୧୯ରେ ନିଲାମ ପ୍ରକ୍ରିୟା ଆୟୋଜିତ ହେବ। ଏଥିରେ ଆଠଟି ଫ୍ରାଞ୍ଚାଇଜି ନିଜ…

ନୂଆ ରୂପ ନେବ ରାଉରକେଲା

ଭୁବନେଶ୍ୱର,୧୬।୧୨- ହକି ବିଶ୍ୱକପ୍‌ ପୁଣି ଥରେ ଓଡ଼ିଶାରେ ଅନୁଷ୍ଠିତ ହେବ। ଭୁବନେଶ୍ୱର ସହ ରାଉରକେଲାରେ କେତେକ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏଥିନେଇ ନୂଆ ରୂପରେ ସଜେଇ ହେବାକୁ ଯାଉଛି ରାଉରକେଲା ସିଟି। ରାଜ୍ୟ ସରକାର ୬୩୦ କୋଟି ଟଙ୍କାର ବ୍ୟୟ ଅଟକଳ…

ଖେଳିବାବେଳେ କ୍ରିକେଟରମାନେ ମୁହଁରେ କାହିଁକି ଲଗାନ୍ତି ଧଳା ରଙ୍ଗ

କ୍ରିକେଟରଙ୍କ ଏମିତି ବହୁ ଅଭ୍ୟାସ ଅଛି, ଯାହାକି କ୍ରିକେଟ ପସନ୍ଦ କରୁ ନ ଥିବା ଫ୍ୟାନଙ୍କୁ ଅଜବ ଲାଗୁଥିବ। ବଲକୁ ପ୍ୟାଣ୍ଟରେ ବାରମ୍ବାର ଘଷିବା, ପିଚ୍‌ରେ ବ୍ୟାଟକୁ ବାଡ଼େଇବା ଓ ବୋଲିଂ ପୂର୍ବରୁ ବଲକୁ ଚୁମ୍ବନ ଦେବା ଭଳି ଅଭ୍ୟାସ ଖେଳାଳିଙ୍କ…

ମାରପିଟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କଲେ ପ୍ରବୀଣ

ନୂଆଦିଲ୍ଲୀ,୧୬।୧୨(ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ପ୍ରବୀଣ କୁମାଙ୍କ ବିରୋଧରେ ଫ୍ୟାକ୍ଟ୍ରି ମାଲିକଙ୍କୁ ମାରପିଟ୍‌ କରିଥିବା ପୋଲିସରେ ଅଭିଯୋଗ ହୋଇଛି। କିନ୍ତୁ ସୋମବାର ଏହାକୁ ଅସ୍ବୀକାର କରିଛନ୍ତି ପ୍ରବୀଣ। ତାଙ୍କ ସମ୍ମାନରେ ଆଞ୍ଚ ଆଣିବା ପାଇଁ ସ୍ଥାନୀୟ ରାଜନେତାଙ୍କର ଏହା ଏକ ପ୍ରୟାସ।…

ଷ୍ଟୋକ୍ସ ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର

ଲଣ୍ଡନ,୧୬।୧୨- ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର ପୁରସ୍କାରରେ ଇଂଲଣ୍ଡ କ୍ରିକେଟ ହ୍ୟାଟ୍ରିକ କରିଛି। ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡକୁ ବର୍ଷର ଶ୍ରେଷ୍ଠ ଦଳ ଓ ମ୍ୟାନ୍‌ ଅଫ୍‌ ଦ ଫାଇନାଲ୍‌ ଭାବେ ବେନ୍‌ ଷ୍ଟୋକ୍ସଙ୍କୁ ବର୍ଷର ଶ୍ରେଷ୍ଠ କ୍ରୀଡ଼ା ବ୍ୟକ୍ତିତ୍ୱ…

ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ ମହାନ୍‌ ଖେଳାଳି

ଖେଳିବା ବେଳେ ବହୁ ଅନ୍‌ ଫିଲ୍ଡ ଓ ଅଫ୍‌ ଫିଲ୍ଡ ବିବାଦରେ ଛନ୍ଦିହୋଇ ରହିଥିବା ଅଷ୍ଟ୍ରେଲିଆନ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବାର୍ନ ଏକଦା ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ। ୨୦୦୬ରେ ଓ୍ବେଷ୍ଟ ଲଣ୍ଡନରେ କାଉଣ୍ଟି କ୍ରିକେଟର ଅଂଶବିଶେଷ ଥିବାବେଳେ ସେ ଦୁଇ ୨୫…

ସଲମାନ କହିଲେ, କ୍ରିକେଟ ପଡିଆରେ ଏହି ଖେଳାଳି ହେଉଛନ୍ତି ଅସଲ ଦବଙ୍ଗ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଏବେ ନିଜ ଆଗାମୀ ଫିଲ୍ମ ଦବଙ୍ଗ-୩ ପ୍ରମୋଶନ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ସେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ପ୍ରଥମ ଏକଦିବସୀୟ ମ୍ୟାଚ୍‌ର କ୍ରିକେଟ ଲାଇଭ୍‌ ଶୋ’ରେ ପହଞ୍ଚି ଫିଲ୍ମର ପ୍ରମୋଶନ…

କନ୍ଧମାଳ, ଯାଜପୁର ଚାମ୍ପିୟନ

ଭୁବନେଶ୍ୱର, ୧୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ସିଟି କ୍ଲବ ନୟାପଲ୍ଲୀ ଏବଂ ଓଡ଼ିଶା ଫୁଟ୍‌ଭଲି ଆସୋସିଏଶନ ଆନୁକୂଲ୍ୟରେ ମମତାଜ ଅଲୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ୟ ବାର୍ଷିକ ଫୁଟ୍‌ଭଲି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ମହିଳା ବିଭାଗ ଫାଇନାଲରେ ଯାଜପୁର ୧୫-୮, ୧୫-୯ରେ…

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୬।୧୨(କ୍ରୀଡ଼ା ପ୍ରତିନିଧି)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ସୁବ୍ରତ ଦାସ। ରବିବାର ଅନୁଷ୍ଠିତ ସେମିଫାଇନାଲରେ ସେ ବିହାରର ୨ ନମ୍ବର ଖେଳାଳି ଅର୍ଜୁନ ସିଂଙ୍କୁ ୪-୦ ଫ୍ରେମ୍‌ରେ ପରାସ୍ତ କରିଛନ୍ତି। ଫାଇନାଲରେ ସେ…

ମଞ୍ଜୁଳାମଣି ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌: ସ୍ବୟମ୍ସ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଓ ଆମ ପରିବାରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜାଭିୟର ଛକସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟର ପରିସରରେ ରବିବାର ମଞ୍ଜୁଳାମଣି ମିଶ୍ର ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ…

ନାଲ୍‌କୋ ଓପନ ଟେନିସ: ଅନମ, ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ନାଲ୍‌କୋ ଓପନ ଟେନିସ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ ଟପ୍‌ ସିଡ୍‌ ଅନମ ଆଲମାସ ଓ ପୁରୁଷରେ ଅଂଶୁ କୁମାର ଭୂୟଁା ଚାମ୍ପିୟନ ହୋଇଛନ୍ତି। ମହିଳା ଫାଇନାଲରେ ଅନମ ଗତଥରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?