ଜାଡେଜାଙ୍କ ବିବାଦୀୟ ରନ ଆଉଟ
ଚେନ୍ନାଇ, ୧୬ା୧୨ (ପି.ଟି.)-ରବିବାର ଏଠାରେ ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ରବୀନ୍ଦ୍ର ଜାଡେଜାଙ୍କୁ ଯେପରି ଭାବେ ଆଉଟ ଦିଆଗଲା ସେଥିରେ ଭାରତୀୟ ଅଧିନାୟକ ବିରାଟ କୋହଲୀ ଖୁବ୍ ଅସନ୍ତୋଷ ପ୍ରକାଶ କରିଛନ୍ତି। ୪୮ତମ ଓଭରରେ ଏହି…
ହେଟମେର, ହୋପ୍ଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ
ଚେନ୍ନାଇ, ୧୫।୧୨- ମ୍ୟାନ ଅଫ ଦି ମ୍ୟାଚ ଶିମରନ ହେଟମେର ଓ ଶାଇ ହୋପ୍ଙ୍କ ଶତକ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ସହଜ ବିଜୟ ହାସଲ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୨୮୮…
ଶିମରୋନ ହିଟ୍ମେୟରଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜ୍ ସ୍ଥିତି ଦୃଢ
ଚେନ୍ନାଇ,୧୫।୧୨: ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍ରେ ଶିମରୋନ ହିଟ୍ମେୟର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍ ସ୍ଥିତି ଦୃଢ ରହିଛି। ୨୮୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଓ୍ବେଷ୍ଟଇଣ୍ଡିଜ୍ ୩୩ ଓଭରରେ ୧ ଉଇକେଟ ହରାଇ ୧୭୮ ରନ୍ ସଂଗ୍ରହ କରିଛି। ସାଇ…
ଦିବା-ରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆର ବୃହତ୍ ବିଜୟ
ପର୍ଥ, ୧୫।୧୨ (ଏଏଫ୍ପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦିବା-ରାତ୍ର ଟେଷ୍ଟ ମ୍ୟାଚ୍କୁ ଅଷ୍ଟ୍ରେଲିଆ ୨୯୬ ରନର ବୃହତ୍ ବ୍ୟବଧାନରେ ଜିତି ନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୪୬୮ ରନର ବିଶାଳ ଟାର୍ଗେଟ୍କୁ ପିଛା କରି ନ୍ୟୁଜିଲାଣ୍ଡ ରବିବାର…
ରାଓ୍ବଲପିଣ୍ଡି ଟେଷ୍ଟ: ଡ୍ର’ ମ୍ୟାଚ୍ରେ ଆବିଦ୍ଙ୍କ ବିରଳ କୀର୍ତ୍ତିମାନ
ରାଓ୍ବଲପିଣ୍ଡି, ୧୫।୧୨ (ଏଏଫ୍ପି)- ଦୀର୍ଘ ଏକ ଦଶନ୍ଧି ପରେ ପାକିସ୍ତାନ ଏହାର ଘରୋଇ ମାଟିରେ ଖେଳିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍କୁ ଡ୍ର’ରେ ଶେଷ କରିଛି। ଶ୍ରୀଲଙ୍କା ବିପକ୍ଷ ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ ରବିବାର ଅନ୍ତିମ ତଥା ୫ମ ଦିବସରେ ବିନା…
ଓ୍ବେଷ୍ଟଇଣ୍ଡିଜ ଆଗରେ ୨୮୮ ରନ୍ର ବିଜୟ ଲକ୍ଷ୍ୟ
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୮୭ ରନ୍ କରିଛି। ଫଳରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ଆଗରେ ୨୮୮ ରନ୍ର ବିଜୟ ରହିଛି।…
ମ୍ୟାଚ ଚାଲିଥିବାବେଳେ ପଡିଆରେ ପଶିଲା କୁକୁର, ଡରିଗଲେ ଖେଳାଳି
ଚେନ୍ନାଇ, ୧୫।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଚେନ୍ନାଇରେ ପ୍ରଥମ ଏକଦିବସୀୟ ମ୍ୟାଚ୍ ଖେଲାଯାଉଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମେ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଥିବା ବେଳେ ମ୍ୟାଚ୍ ମଝିରେ ପଡିଆକୁ…
ପନ୍ତ, ଆୟାରଙ୍କ ଅର୍ଦ୍ଧଶତକ; ଭାରତ ୧୮୯/୩
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ର୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହେବା ସତ୍ତ୍ୱେ ଭଲ ସ୍କୋର ଆଡ଼େ ମୁହାଁଇଛି। ଘରୋଇ ଦଳ ୮୦ ରନ୍ରେ ଲୋକେଶ ରାହୁଲ (୬), ଅଧିନାୟକ ବିରାଟ କୋହଲି…
ସମ୍ପୂର୍ଣ୍ଣ ଭାଙ୍ଗିପଡିଥିଲେ ଏହି କ୍ରିକେଟର୍, କହିଲେ ଗର୍ଲଫ୍ରେଣ୍ଡ୍ ନ ଥିଲେ…
ଅଷ୍ଟ୍ରେଲିଆର ଅଲରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ୍ ଗତ ୪ରୁ ୫ ବର୍ଷ ଲଗାତାର କ୍ରିକେଟ ଖେଳିବା ପରେ ମାନସିକ ଏବଂ ଶାରୀରିକ ଭାବେ ଥକି ପଡିଛନ୍ତି। ଏହି କାରଣରୁ ଗତ ଅକ୍ଟୋବର ମାସରୁ କ୍ରିକେଟରୁ କିଛି ଦୂରେଇ ରହିବାକୁ ବାଧ୍ୟ ହୋଇଛନ୍ତି। ନିକଟରେ…
ଭାରତୀୟ ଦଳକୁ ଡବଲ ଝଟ୍କା
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳକୁ ଇନିଂସ ଆରମ୍ଭରୁ ଡବଲ ଝଟ୍କା ଲାଗିଛି। ଦକ୍ଷ ଓପନର ଲୋକେଶ ରାହୁଲ (୬) ଓ ଅଧିନାୟକ ବିରାଟ କୋହଲି (୪) ଆଉଟ୍ ହୋଇ ପ୍ୟାଭିୟନ ଫେରିସାରିଛନ୍ତି।…
ବୁଟ୍ କିଣିବାକୁ ଅର୍ଥ ନ ଥିବାରୁ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ି ଜିତିଲେ ୩ ସ୍ବର୍ଣ୍ଣ
ମାନିଲା,୧୫।୧୨- ଫିଲିପାଇନ୍ସରେ ଜଣେ କୁନି ବାଳିକା ଆଥ୍ଲେଟଙ୍କ କ୍ରୀଡ଼ା ପ୍ରତି ସମର୍ପଣ ସଭିଙ୍କୁ ଚକିତ କରିଛି। ବୁଟ୍ କିଣିବାକୁ ଅର୍ଥ ନ ଥିବାରୁ ପାଦରେ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ିଥିଲେ। ଆଉ ଜିତିଲେ ୩ ସ୍ବର୍ଣ୍ଣ। ରିୟା ବୁଲୋସ ନାମ୍ନୀ ଆଥ୍ଲେଟ ଆନ୍ତଃ…
ପ୍ରଥମେ ବ୍ୟାଟିଂ କରିବ ଭାରତ
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ପରେ କାକର ପଡ଼ିବାର…

