ପାକିସ୍ତାନ ଦିନିକିଆ ଦଳରେ ନଓ୍ବାଜ, ଇଫ୍ତିକର
କରାଚୀ,୨୧।୯: ଆଗାମୀ ଶ୍ରୀଲଙ୍କା ବିପକ୍ଷ ସିରିଜ୍ ଲାଗି ଶନିବାର ପାକିସ୍ତାନ ଦଳ ଘୋଷଣା ହୋଇଯାଇଛି। ଅଲରାଉଣ୍ଡର ମହମ୍ମଦ ନଓ୍ବାଜଙ୍କୁ ଦୀର୍ଘ ଦିନ ପରେ ଜାତୀୟ ଦଳକୁ ଡକରା ମିଳିଛି। ତାଙ୍କ ବ୍ୟତୀତ ୨୦୧୫ରେ ଅନ୍ତିମ ଥର ଅନ୍ତର୍ଜାତୀୟ କ୍ରିକେଟରେ ଖେଳିଥିବା ଇଫ୍ତକର…
ଶ୍ରୀନିବାସନଙ୍କ ଝିଅ ହୋଇପାରନ୍ତି ଟିଏନ୍ସିଏ ମୁଖ୍ୟ
ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍ସିଏ)ରେ ନିର୍ବାଚନ ଲାଗି ସୁପ୍ରିମକୋର୍ଟ ପଥ ପରିଷ୍କାର କରିଛନ୍ତି। ହେଲେ ଏଥର ମଧ୍ୟ ଟିଏନ୍ସିଏ ଏନ୍. ଶ୍ରୀନିବାସନଙ୍କ ନିୟନ୍ତ୍ରଣରେ ରହିବା ଏକପ୍ରକାର ନିଶ୍ଚିତ। କ୍ଲବ ପ୍ରତିନିଧିମାନେ ଶ୍ରୀନିବାସଙ୍କ ଝିଅ ରୂପା ଗୁରୁନାଥଙ୍କ ସପକ୍ଷରେ ରହିଛନ୍ତି। ଯଦି…
ମାଗଣା ମ୍ୟାକ୍ଡୋନାଲ୍ଡ ବର୍ଗର ଦେଇଥିବା ଝିଅକୁ ଖୋଜୁଛନ୍ତି ରୋନାଲ୍ଡୋ
ମାଡ୍ରିଡ୍,୨୧।୯: ପୂର୍ବତନ ରିଅଲ ମାଡ୍ରିଡ୍ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବେ ବିଶ୍ୱର ଅନ୍ୟତମ ବିତ୍ତଶାଳୀ ଆଥ୍ଲେଟ। କିନ୍ତୁ ଧନ ଯୋଗୁ ନିଜର ସଂଘର୍ଷବେଳର କାହାଣୀ ଭୁଲି ଯାଇ ନାହାନ୍ତି। ରୋନାଲ୍ଡୋ ଓ ତାଙ୍କ ସ୍ପୋର୍ଟିଂ ଲିସବନ ଦଳର ସାଥୀଙ୍କ ବୟସ ଯେତେବେଳେ…
ବ୍ରିଟିଶ ବିମାନ ସେବାକୁ ଡୁ’ପ୍ଲେସିଙ୍କ ସମାଲୋଚନା
ନୂଆଦିଲ୍ଲୀ,୨୧।୯(ପିଟି): ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଫାଫ ଡୁ’ପ୍ଲେସି ନିଜ କ୍ୟାରିୟରର ସବୁଠୁ ଖରାପ ବିମାନ ସେବା ଅନୁଭବ କରିଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ବିପକ୍ଷ ଟେଷ୍ଟ ସିରିଜ୍ ଲାଗି ଡୁ’ପ୍ଲେସି ଶନିବାର ଭାରତରେ ପହଞ୍ଚତ୍ଥାନ୍ତେ। ହେଲେ…
ଅବସର ମ୍ୟାଚ୍ରେ ମାସାକାଡ୍ଜାଙ୍କ ବିସ୍ଫୋରକ ବ୍ୟାଟିଂ
ଚାଟୋଗ୍ରାମ,୨୧।୯: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିବା ଜିମ୍ବାଓ୍ବେ ଦଳର ଅଧିନାୟକ ହାମିଲଟନ ମାସାକାଡ୍ଜା କ୍ୟାରିୟରର ଅନ୍ତିମ ମ୍ୟାଚ୍ରେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସେ ୪୨ ବଲରୁ ୭୧ ରନ୍ର ଇନିଂସ ଖେଳିଥିଲେ। ଅନ୍ତିମ ଅନ୍ତର୍ଜାତୀୟ ଇନିଂସରେ ଥିଲା ୫ ଛକା…
ସିଙ୍ଗଲ୍ସ୍, ଡବଲ୍ସ ଫାଇନାଲରେ ପ୍ରମୋଦ
ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍ଠାରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ସିଙ୍ଗଲ୍ସ ସେମିଫାଇନାଲରେ ସେ ଜାପାନର ଦାଇସୁକେ ଫୁଜିହାରାଙ୍କୁ ୨୧-୧୮, ୧୫-୨୧,…
ମହିଳା ବାଇକ୍ ରାଲି ପ୍ରତି ଉତ୍ସାହ ବଢ଼ୁଛି
ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ଚଳିତମାସ ୨୨ ତାରିଖରେ ଏକ ମହିଳା ବାଇକ୍ ରାଲି ଆୟୋଜନ ହେବାକୁ ଯାଉଛି। ଏହି ରାଲି ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ରାମମନ୍ଦିର, ରୂପାଲି, ଆଚାର୍ଯ୍ୟବିହାର ଛକ ଦେଇ ରବୀନ୍ଦ୍ରମଣ୍ଡପଠାରେ…
ଜାତୀୟ ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ
ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)-ମଥୁରାର ଜିଏଲଏ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ଟେନିସ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛି। ଫାଇନାଲରେ ଓଡ଼ିଶା ୯ ରନରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି। ଏହାକୁ ମିଶାଇ ଓଡ଼ିଶା ୨ୟଥରପାଇଁ ଟାଇଟଲ ହାସଲ କରିଛି। ଟସ୍…
ଜାତୀୟ ସିନିୟର ଫୁଟବଲ ସେମିଫାଇନାଲରେ ଓଡ଼ିଶା
ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଅରୁଣାଚଳ ପ୍ରଦେଶର ପାସିଘାଟସ୍ଥିତ ସିଏଚଏଫ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟବଲ ଚାମ୍ପିୟନଶିପ୍ର ସେମିଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଓଡ଼ିଶା ୫-୦ ଗୋଲରେ ଅରୁଣାଚଳ ପ୍ରଦେଶକୁ ପରାସ୍ତ କରିଛି।…
ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ
ନୂଆଦିଲ୍ଲୀ, ୨୧।୯- ବେଲଜିୟମ ଟୁର୍ ପାଇଁ ଶୁକ୍ରବାର ୨୦ ଜଣିଆ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ଦୁଇ ଅଭିଜ୍ଞ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ମନପ୍ରୀତ ସିଂ ଦଳର ନେତୃତ୍ୱ…
ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ଶେଷ
କଟକ ଅଫିସ,୨୧ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ୬ ପଦବୀ ପାଇଁ ଆବେଦନ କରିଛନ୍ତି ମୋଟ ୧୨ଜଣ ପ୍ରତିନିଧି। ସଭାପତି, ଉପସଭାପତି, ସମ୍ପାଦକ, କୋଷାଧ୍ୟକ୍ଷ ନିମନ୍ତେ ୨ଜଣ ଲେଖାଏ ଆଶାୟୀ ପ୍ରାର୍ଥୀ…
ରୋହିତ ଶର୍ମାଙ୍କ ପରେ ଏହି କ୍ରିକେଟରଙ୍କୁ ଦିଲ୍ ଦେଇଛନ୍ତି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ୍
କ୍ରିକେଟ୍ ଏବଂ ବଲିଉଡ୍ ସମ୍ପର୍କ ବହୁ ପୁରୁଣା। କ୍ରିକେଟର୍ଙ୍କ ସହ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗିରହିଥାଏ। ଏବେ ସିଂଘମ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ ଉଠିଛି ଚର୍ଚ୍ଚା। ଦିନ ଥିଲା ଭାରତୀୟ ଓପନର୍ ରୋହିତ୍ ଶର୍ମା ଏବଂ କାଜଲଙ୍କ…
Archives


