ଖେଳ

ଝିଅ ସହ କଥା ହୋଇ ବ୍ୟାଟିଂ କରିବାକୁ ଆସିଥିଲେ ରୋହିତ, ହେଲେ ସଫଳ

ମୁମ୍ବାଇ: ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ର୍ନିଣ୍ଣାୟକ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ ୬୭ ରନରେ ୱେଷ୍ଟଇଣ୍ଡିଜକୁ ହରାଇ ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ କବଜା କରିଛି। ଏହି ମ୍ୟାଚରେ ରୋହିତ ଶର୍ମା ରୋହିତ ଶର୍ମା ୩୪ଟି ବଲରେ ୭୧…

ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅଙ୍କ ହାତ ଧରିଲେ ସାନିଆ ମିର୍ଜାଙ୍କ ଭଉଣୀ

ହାଇଦ୍ରାବାଦ,୧୨।୧୨: ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ର୍ମିଜାଙ୍କ ସାନ ଭଉଣୀ ଅନମ ମିର୍ଜା ଭାରତର କିମ୍ବଦନ୍ତୀ କ୍ରିକେଟର ତଥା ପୂର୍ବତନ କ୍ୟାପଟେନ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ବିବାହ କରିଛନ୍ତି। ଏକ୍‌ ଗ୍ରାଣ୍ଡ ହୋଟେଲରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହାୟରେ…

ଆଇପିଏଲ୍‌-୧୩: ଚୂଡ଼ାନ୍ତ ନିଲାମ ପ୍ରକ୍ରିୟାରେ ୩୩୨ ଖେଳାଳି

କୋଲକାତା, ୧୨।୧୨- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ଖେଳାଳି ନିଲାମୀ ପ୍ରକ୍ରିୟା ଡିସେମ୍ବର ୧୯ରେ କୋଲକାତାରେ ଅନୁଷ୍ଠିତ ହେବ। ନିଲାମ ପ୍ରକ୍ରିୟା ଲାଗି ପ୍ରାରମ୍ଭିକ ପର୍ଯ୍ୟାୟରେ ଭାରତୀୟ ଓ ବିଦେଶୀ ଖେଳାଳିଙ୍କୁ ମିଶାଇ ମୋଟ୍‌ ଉପରେ ୯୯୧ଜଣ ନାମ…

ରଣ୍‌ଜୀ ଟ୍ରଫି: ମୁମ୍ବାଇ, ପଞ୍ଜାବର ବୃହତ୍‌ ବିଜୟ

ନୂଆଦିଲ୍ଲୀ, ୧୨।୧୨- ଚଳିତ ରଣ୍‌ଜୀ ଟ୍ରଫିରେ ମୁମ୍ବାଇ ଓ ପଞ୍ଜାବ ବୃହତ୍‌ ବିଜୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିଛନ୍ତି। ଭଦୋଦରାର ରିଲାଏନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ମ୍ୟାଚ୍‌ରେ ୩୦୯ ରନ ବ୍ୟବଧାନରେ ବରୋଦାକୁ ପରାସ୍ତ କରିଛି। ସେହିଭଳି ଜୟପୁରରେ ଖେଳାଯାଇଥିବା ଅନ୍ୟ…

ରଣଜୀ ଟ୍ରଫି: କର୍ଫ୍ୟୁ ଲାଗି ୪ର୍ଥ ଦିନ ଖେଳ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୧୨।୧୨ (ପି.ଟି.)- ନାଗରିକତ୍ୱ ସଂଶୋଧନ ବିଲ୍‌ (ସିଏବି) ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିବା ପରେ ଉତ୍ତର-ପୂର୍ବ ସମେତ ଭାରତର ବିଭିନ୍ନ ରାଜ୍ୟରେ ଏହାକୁ ଜୋର୍‌ଦାର ବିରୋଧ କରାଯାଇଛି। ଏହି କାରଣରୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ଦେଶର…

ବାର୍ଟି ବର୍ଷର ଶ୍ରେଷ୍ଠ ମହିଳା ଟେନିସ ଖେଳାଳି

ଲସ୍‌ ଏଞ୍ଜେଲ୍ସ, ୧୨।୧୨ (ଏଏଫ୍‌ପି)- ଚଳିତ ସିଜନରେ ଦମ୍‌ଦାର ପ୍ରଦର୍ଶନ କରିଥିବା ଅଷ୍ଟ୍ରେଲିଆର ମହିଳା ଟେନିସ ଖେଳାଳି ଆସଲେଇଘ ବାର୍ଟି ୨୦୧୯ ବର୍ଷ ଲାଗି ‘ଡବ୍ଲ୍ୟୁଟିଏ ପ୍ଲେୟାର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଚଳିତ ବର୍ଷ ବାର୍ଟି ଫ୍ରେଞ୍ଚ୍‌ ଓପନ୍‌…

ଅନୁଷ୍କାଙ୍କୁ ବିବାହ ବାର୍ଷିକୀର ଉପହାର ଦେଲେ ବିରାଟ କୋହଲି

ମୁମ୍ବାଇ, ୧୨।୧୨: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚରେ ଭାରତ ୬୭ ରନରେ ୱେଷ୍ଟଇଣ୍ଡିଜକୁ ହରାଇ ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ହାତେଇଛି। ଏହି ମ୍ୟାଚରେ କ୍ୟାପଟେନ ବିରାଟ କୋହଲିଙ୍କ ସହିତ ରୋହିତ ଶର୍ମା ଏବଂ…

ଗ୍ରାଏମ୍‌ ସ୍ମିଥ୍‌ଙ୍କୁ ନୂଆ ଦାୟିତ୍ୱ

କେପ୍‌ ଟାଉନ, ୧୨।୧୨- ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଗ୍ରାଏମ୍‌ ସ୍ମିଥ୍‌ଙ୍କୁ ନୂଆ ଦାୟିତ୍ୱ ମିଳିଛି। କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ଡିରେକ୍ଟର ଅଫ୍‌ କ୍ରିକେଟ୍‌ ନିର୍ଦ୍ଦେଶକ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ଆସନ୍ତା ବର୍ଷ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର…

ଜଣଙ୍କ ସହ ୪ ବର୍ଷ ଲିଭ୍‌-ଇନ୍‌ ରିଲେସନ୍‌ଶିପରେ ରହି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିଲେ ଏହି କ୍ରିକେଟର

ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ମସିହା ଡିସେମ୍ବର ୧୨ରେ ଚଣ୍ଡିଗଡରେ ଜନ୍ମଗ୍ରହଣ କରିଥିବା ଯୁବରାଜ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି। ଯଦିଓ ସେ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ…

୫୦ ବର୍ଷରେ ଚେସ୍‌ ଯାଦୁଗର ଆନନ୍ଦ

ଚେନ୍ନାଇ, ୧୨।୧୨ (ପି.ଟି.)- ଭାରତର କିମ୍ବଦନ୍ତୀ ଚେସ୍‌ ତାରକା ତଥା ୫ ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ବୁଧବାର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଚେନ୍ନାଇ ଜନ୍ମିତ ବିଶ୍ୱନାଥନ ପରିବାର ସଦସ୍ୟଙ୍କ ଗହଣରେ ଜନ୍ମଦିନ ପାଳନ କରିଛନ୍ତି। ପୁଅ ଅଖିଲଙ୍କ…

୩୮ ବର୍ଷରେ ଯୁବରାଜ: ୬ ବଲରେ ୬ଟି ଛକ୍କା ମାରି ଇଂଲଣ୍ଡ ଟିମ୍‌କୁ ଦେଇଥିଲେ କନ୍ଦାଇ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଗୁରୁବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ…

ବକ୍‌ନରଙ୍କୁ ପଛରେ ପକାଇବେ ଅଲିମ୍‌ ଦାର

ଦୁବାଇ, ୧୨।୧୨(ପି.ଟି.)- ପାକିସ୍ତାନ ଅମ୍ପାୟର ଅଲିମ୍‌ ଦାର ଏବେ ଓ୍ବେଷ୍ଟଇଣ୍ଡିଜର ଷ୍ଟିଭ୍‌ ବକ୍‌ନରଙ୍କ ରେକର୍ଡକୁ ଅତିକ୍ରମ କରିବାକୁ ଯାଉଛନ୍ତି। ଅମ୍ପାୟର ହିସାବରେ ସର୍ବାଧିକ ଟେଷ୍ଟ ମ୍ୟାଚ୍‌ ପରିଚାଳନା କରି ବକ୍‌ନର ରେକର୍ଡ ସୃଷ୍ଟି କରିଥିଲେ। ୧୨ ତାରିଖ ଗୁରୁବାରଠାରୁ ଅଷ୍ଟ୍ରେଲିଆ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?