ଖେଳ

ସୁନ୍ଦରଗଡ଼ ସାଇ ଜିତିଲା ନାଲ୍‌କୋ କପ୍‌ ହକି

କଟକ ଅଫିସ,୨୦ା୯- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୧୭ତମ ନାଲ୍‌କୋ କପ୍‌ ରାଜ୍ୟ ହକି ଚାମ୍ପିୟନଶିପ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ସୁନ୍ଦରଗଡ଼ ସାଇ ହଷ୍ଟେଲ ଓ ପୂର୍ବତଟ ରେଲୱେ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏଥିରେ ସାଇ ୧-୦ ଗୋଲରେ ବିଜୟୀ ହୋଇ…

ଶ୍ରୀଲଙ୍କା ସ୍ପିନର ଦନଞ୍ଜୟ ବାସନ୍ଦ

ଦୁବାଇ, ୨୦।୯(ପି.ଟି.)- ନିୟମ ବହିର୍ଭୁତ ବୋଲିଂ ଆକ୍ସନ ପାଇଁ ଶ୍ରୀଲଙ୍କା ଅଫ୍‌ ସ୍ପିନର ଆକିଲା ଦନଞ୍ଜୟଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୨ ମାସ ବାସନ୍ଦ କରିଛି। ତାଙ୍କ ବୋଲିଂ ଆକ୍ସନକୁ ଅନୁଧ୍ୟାନ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ…

ସନ୍ତୋଷ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୨୦।୯(କ୍ରୀଡ଼ା ପ୍ରତିନିଧି)- ପଶ୍ଚିମବଙ୍ଗର କଲ୍ୟାଣୀଠାରେ ଚଳିତମାସ ୨୧ରୁ ୨୬ ପର୍ଯ୍ୟନ୍ତ ୭୪ତମ ସନ୍ତୋଷ ଟ୍ରଫି ଜାତୀୟ ସିନିୟର ପୁରୁଷ ଫୁଟ୍‌ବଲ(ପୂର୍ବାଞ୍ଚଳ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ) ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପାଇଁ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ)…

୨୦୦ କିଗ୍ରା ଭାର ଉଠାଇଲେ ମୀରାବାଈ

ପଟୟା, ୨୦।୯(ପି.ଟି.)- ପୂର୍ବତନ ଚାମ୍ପିୟନ ତଥା ଷ୍ଟାର୍‌ ଭାରୋତ୍ତୋଳିକା ମୀରାବାଈ ଚାନୁ (୪୯ କିଗ୍ରା) ତାଙ୍କ ଜାତୀୟ ରେକର୍ଡ ପ୍ରଦର୍ଶନଠାରୁ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଥାଇଲାଣ୍ଡର ପଟୟାଠାରେ ଚାଲିଥିବା ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ପୋଡିୟମ ଫିନିଶ୍‌ କରିବାରେ ବିଫଳ ହୋଇଛନ୍ତି।…

ଆତଙ୍କବାଦୀ ଆକ୍ରମଣ ଭୟ ସତ୍ତ୍ୱେ ପାକିସ୍ତାନ ଗସ୍ତ କରିବ ଶ୍ରୀଲଙ୍କା

କଲମ୍ବୋ, ୨୦।୯(ଏଏଫ୍‌ପି)- ଆତଙ୍କବାଦୀ ଆକ୍ରମଣ ଭୟ ସତ୍ତ୍ୱେ ସୀମିତ ଓଭରବିଶିଷ୍ଟ ସିରିଜ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ବୋଲି ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌) ପକ୍ଷରୁ ଗୁରୁବାର କୁହାଯାଇଛି। ‘ପ୍ରତିରକ୍ଷା ମନ୍ତ୍ରୀଙ୍କ ନିକଟରୁ ଆମକୁ ସବୁଜ ସଙ୍କେତ ମିଳିବା ପରେ ଦଳ…

ଦୁଇ ପଦକ ନିଶ୍ଚିତ କଲେ ପ୍ରମୋଦ

ଭୁବନେଶ୍ୱର, ୨୦।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ଠାରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ୨ଟି ପଦକ ଜିତିବା ନିଶ୍ଚିତ କରିଛନ୍ତି। ସେ ଉଭୟ ସିଙ୍ଗଲ୍ସ ଓ ଡବଲ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ୪ର୍ଥ ଦିବସରେ ଅନୁଷ୍ଠିତ…

ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ

କଟକ ଅଫିସ,୨୦ା୯- ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନରେ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ । ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ । ୨୧ ତାରିଖ ଦିନ ୧୨ଟା ମଧ୍ୟରେ…

କ୍ରିକେଟରେ ପ୍ରସିଦ୍ଧି ହାସଲ କରିଥିବା ଏହି ଖେଳାଳିଙ୍କ ପାଠପଢା କଥା ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ.. ବିରାଟ କୋହଲି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ…

ଏହି କ୍ରିକେଟ ଖେଳାଳି ପଡିଆକୁ ଆସିବା ପୂର୍ବରୁ ପିଉଥିଲେ ମଦ

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିଜ ଖରାପ ଅଭ୍ୟାସ ଯୋଗୁ ଦର୍ଶକ ତାଙ୍କୁ…

ସେମିରେ ପରାଜୟ ସତ୍ତ୍ୱେ ବଜରଙ୍ଗ, ଦାହିୟାଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର୍‌-ସୁଲତାନ (କାଜାଖସ୍ତାନ), ୧୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପରାଜୟ ସତ୍ତ୍ୱେ ଷ୍ଟାର୍‌ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ (୬୫ କିଗ୍ରା) ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ବଜରଙ୍ଗଙ୍କ ବ୍ୟତୀତ ଅନ୍ୟତମ ଭାରତୀୟ ରେସ୍‌ଲର ରବି…

ମାର୍‌କ୍ରାମ, ମଲ୍‌ଡରଙ୍କ ଶତକ

ମହୀଶୂର, ୧୯।୯(ପି.ଟି.)- ଘରୋଇ ଭାରତ-ଏ ବିପକ୍ଷରେ ସ୍ଥାନୀୟ ଶ୍ରୀକାନ୍ତ ଦତ୍ତ ନରସୀମା ରାଜା ଓ୍ବାଡିୟର ଗ୍ରାଉଣ୍ଡରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା-ଏ ବ୍ୟାଟିଂରେ ଦୃଢ଼ ଜବାବ ଦେଇଛି। ଭାରତ-ଏ’ର ସ୍କୋର ୪୧୭ ରନ୍‌ ଜବାବରେ…

ଯୁବରାଜ ସିଂଙ୍କୁ କଫି ପିଇବାର ପ୍ରତିଶ୍ରୁତି ଦେଇ ଠିକଣା ଦିନ ଫୋନ୍‌ ଅଫ୍‌ ରଖୁଥିଲେ ଏହି ଯୁବତୀ

ଅନେକ ଦିନ ପର୍ଯ୍ୟନ୍ତ ପରଦା ପଛରେ ସମ୍ପର୍କକୁ ଲୁଚାଇବା ପରେ କ୍ରିକେଟର୍‌ ଯୁବରାଜ ସିଂ ଏବଂ ହାଜେଲ କିଚ୍‌ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବହୁଦିନ ଧରି ପ୍ରୟାସ କଲା ପରେ ଶେଷରେ ହାଜେଲଙ୍କୁ ବାହାଘର ପାଇଁ ମନାଇପାରିଥିଲେ ବୋଲି କହିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri