ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ
ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ ବଦଳ ଖେଳାଳି ଭାବେ ଟେଷ୍ଟ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କୁ ବୁଧବାର ସାମିଲ କରାଯାଇଛି। ଧାଓ୍ବନ…
ପ୍ରିକ୍ୱାର୍ଟରରେ ଲିଭରପୁଲ, ଚେଲସି
ପ୍ୟାରିସ,୧୧।୧୨- ଚଳିତ ସିଜନର ୟୁଏଫା ଚାମ୍ପିୟନ୍ସଲିଗ୍ର ପ୍ରି-କ୍ୱାର୍ଟର ଫାଇନାଲରେ ଲିଭରପୁଲ ଓ ଚେଲସି ସ୍ଥାନ ପକ୍କା କରିଛନ୍ତି। ଅନ୍ୟପକ୍ଷରେ ଆଜାକ୍ସ ଓ ଇଣ୍ଟର ମିଲନ ଭଳି କ୍ଲବ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ରେଡ ବୁଲ ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍ରେ…
ରୋହିତ ଶର୍ମାଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ ସମାଇରା, ଜାଣନ୍ତୁ କାହିଁକି
ମୁମ୍ବାଇ,୧୧।୧୨: ମୁମ୍ବାଇରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ପୂର୍ବରୁ ବିସିସିଆଇ ଟୁଇଟରରେ ଏକ ଭିଡିଓ ଅପଲୋଡ୍ କରିଛି। ଭିଡିଓରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରିଛନ୍ତି। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍…
ବିରୁଷ୍କାଙ୍କ ଦ୍ୱିତୀୟ ବିବାହ ବାର୍ଷିକୀ
ନୂଆଦିଲ୍ଲୀ,୧୧।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅନୁଷ୍କା ଶର୍ମା (ବିରୁଷ୍କା) ବୁଧବାର ଦ୍ୱିତୀୟ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ପତ୍ନୀ ଅନୁଷ୍କାଙ୍କ ଏକ ଫଟୋ ଶେୟାର କରି କୋହଲି କ୍ୟାପଶନରେ ଲେଖିଛନ୍ତି, ଆମ ଭିତରେ କେବଳ ଭଲ…
ବିମାନବନ୍ଦରରେ ଧୋନୀଙ୍କ ବ୍ୟାଗ ଅଦଳ ବଦଳ
କୋଲକାତା,୧୧।୧୨- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବ୍ୟକ୍ତିଗତ କାରଣ ଯୋଗୁ କୋଲକାତାରେ ପହଞ୍ଚିଛନ୍ତି। ସ୍ଥାନୀୟ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ତାଙ୍କ ଲଗେଜ ଅଦଳ ବଦଳ ହୋଇଯାଇଥିଲା। ଏ ସମ୍ପର୍କରେ ଜାଣି ନ…
ମ୍ୟାଚ୍ ବ୍ରେକ୍ ସମୟରେ ସନ୍ତାନକୁ ସ୍ତନ୍ୟପାନ କରାଇଲେ ଏହି ଖେଳାଳି
ଗୁଆହାଟି,୧୧।୧୨: ମିଜୋରାମର ଜଣେ ମହିଳା ଭଲିବଲ୍ ଖେଳାଳିଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ସେ ୭ ମାସର ସନ୍ତାନଙ୍କୁ ସ୍ତନ୍ୟପାନ କରୁଥିବାର ଦେଖାଯାଇଛି। ଲାଲଭେଣ୍ଟଲୁଆଙ୍ଗି ଜଣେ ଭଲିଭଲ୍ ଖେଳାଳି। ସେ ଭଲିଭଲ ଟ୍ରେନିଂ ମ୍ୟାଚ୍ ଖେଳୁଥିବାବେଳେ…
ସାଉଥ୍ ଏସିଆନ ଗେମ୍ସ: ରେକର୍ଡ ପଦକ ଜିତିଲା ଭାରତ
କାଠମାଣ୍ଡୁ, ୧୧ା୧୨ (ପି.ଟି.)- ସାଉଥ୍ ଏସିଆନ ଗେମ୍ସ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଏହି ଆଞ୍ଚଳିକ ବହୁବିଧ ସ୍ପୋର୍ଟିଂ ଇଭେଣ୍ଟରେ ଭାରତ ସର୍ବାଧିକ ମୋଟ ୩୧୨ ପଦକ ଜିତି ରେକର୍ଡ ପ୍ରତିଷ୍ଠା କରିଛି। ଦେଶ କ୍ରମାଗତ ୧୩ଥର ଇଭେଣ୍ଟରେ ପ୍ରଥମ ସ୍ଥାନ ଅଧିକାର…
ରଣଜୀ ଟ୍ରଫି: ସୁଜିତଙ୍କ ଅର୍ଦ୍ଧଶତକ: ଓଡ଼ିଶାର ଇନିଂସ ଅଗ୍ରଣୀ
କଟକ ଅଫିସ,୧୧।୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଛତିଶଗଡ଼ ବିପକ୍ଷରେ ଚାଲିଥିବା ରଣ୍ଜୀ ଟ୍ରଫି ଏଲିଟ୍ ଗ୍ରୁପ-ସି’ର ଏକ ମ୍ୟାଚ୍ରେ ଓଡ଼ିଶା ପ୍ରଥମ ଇନିଂସ୍ ଅଗ୍ରଣୀ ହାସଲ କରିଛି। ଛତିଶଗଡ଼ର ପ୍ରଥମ ଇନିଂସ ୧୩୪ ରନ…
ଟାଟା ଷ୍ଟିଲ ଭୁବନେଶ୍ୱର ହାଫ୍ ମାରାଥନ ଜାନୁୟାରୀ ୧୨ରେ
ଭୁବନେଶ୍ୱର, ୧୧।୧୨ (ସ୍ପୋଟର୍ସ ବ୍ୟୁରୋ)- ଟାଟା ଷ୍ଟିଲ୍ ଭୁବନେଶ୍ୱର ହାଫ୍ ମାରାଥନ୍ର ୫ମ ସଂସ୍କରଣ ଜାନୁୟାରୀ ୧୨ରେ ଅନୁଷ୍ଠିତ ହେବ। ଟାଟା ଷ୍ଟିଲ୍ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବ ସେବା ବିଭାଗର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଏହି ମାରାଥନର…
ନ୍ୟାଶନାଲ ସ୍ପୋର୍ଟ୍ସ କୋଡ୍: ସତ୍ୟପାଠ ଦାଖଲ କରିବ କ୍ରୀଡ଼ା ମନ୍ତ୍ରଣାଳୟ
ନୂଆଦିଲ୍ଲୀ, ୧୧ା୧୨ (ପି.ଟି.)- ଦିଲ୍ଲୀ ହାଇକୋର୍ଟରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ସତ୍ୟପାଠ କରାଯିବ। ଏଥିରେ ବିବାଦୀୟ ନ୍ୟାଶନାଲ ସ୍ପୋଟର୍ସ କୋଡ୍ ୨୦୧୭ର ସମୀକ୍ଷା ପାଇଁ ଏକ ପ୍ୟାନେଲର ନିଯୁକ୍ତି ଉପରେ କୋର୍ଟଙ୍କ ରହିତାଦେଶକୁ ପ୍ରତ୍ୟାହାର ପାଇଁ ନିବେଦନ କରାଯିବ। ବିଭାଗୀୟ…
ଆଇ-ଲିଗ୍:ଇଷ୍ଟବେଙ୍ଗଲର ପ୍ରଥମ ବିଜୟ
ଇମ୍ଫାଲ, ୧୧ା୧୨ (ପି.ଟି.)-ଚଳିତ ଆଇ-ଲିଗ୍ ସିଜନରେ ଇଷ୍ଟ ବେଙ୍ଗଲ ଏାହର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଖୁମାନ ଲାମ୍ପାକ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ନେରୋକା ବିପକ୍ଷ ମ୍ୟାଚରେ ଦଳ ୪-୧ ଗୋଲରେ ବିଜୟ ହାସଲ କରି ଘରୋଇ ଦର୍ଶକଙ୍କୁ ହତାଶ…
ବାରବାଟୀ ଦିନିକିଆ: ମୁଖ୍ୟମନ୍ତ୍ରୀ କିଣିଲେ ଗ୍ୟାଲେରି ନଂ-୧ ଟିକେଟ୍
କଟକ ଅଫିସ,୧୧।୧୨- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଅଫଲାଇନ୍ ଟିକେଟ୍ କିଣିଛନ୍ତି। ଅଫ୍ଲାଇନ୍ ଟିକେଟ୍ ଉନ୍ମୋଚନ କରାଯିବା ଅବସରରେ ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି ମଙ୍ଗଳବାର…

